Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
Today’s Highlight
ପଶ୍ଚିମବଙ୍ଗ ନିର୍ବାଚନରେ ନିୟୋଜିତ ହେବାକୁ ଥିବା ସିଏପିଏଫ୍ କର୍ମଚାରୀଙ୍କ ଯାନବାହାନରେ ଲାଗିବ ଜିପିଏସ୍
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ନିୟୋଜିତ ହେବାକୁ ଥିବା କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍ ବାହିନୀ -ସିଏପିଏଫ କର୍ମଚାରୀଙ୍କୁ ପ୍ରଦାନ କରାଯାଇଥିବା ଯାନବାହାନରେ ଜିପିଏସ୍ ଟ୍ରାକର ବ୍ୟବସ୍ଥା ଲଗାଇବାକୁ ଭାରତୀୟ ନିର୍ବାଚନ ଆୟୋଗ ନିଷ୍ପତ୍ତି ଗ୍ରହଣ!-->…
Read More...
Read More...
ଏନସିଇଆରଟିର ୮ମ ଶ୍ରେଣୀ ପାଠ୍ୟପୁସ୍ତକକୁ ନେଇ ସୁପ୍ରିମକୋର୍ଟର ଅସନ୍ତୋଷ
ନ୍ୟୁଜ୍ ବ୍ୟୁରୋ: ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ର ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକକୁ ନେଇ ଭାରତ ସର୍ବୋଚ୍ଚ ନ୍ୟାୟାଳୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ପାଠ୍ୟପୁସ୍ତକରେ ନ୍ୟାୟପାଳିକା ସମ୍ପର୍କିତ କିଛି ବିଷୟବସ୍ତୁ ଉପରେ ଆପତ୍ତି ଉଠିବା ପରେ,!-->…
Read More...
Read More...
ଇସ୍ରାଏଲ୍ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନ୍ୟୁଜ୍ ବ୍ୟୁରୋ: ଆଜିଠୁ ଦୁଇଦିନିଆ ଇସ୍ରାଏଲ୍ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦୀଙ୍କ ଏହି ଗସ୍ତ ଅନେକ ଦୃଷ୍ଟିକୋଣରୁ ଗୁରୁତ୍ବପୂର୍ଣ୍ଣ ବୋଲି ମନେ କରାଯାଉଛି। ଯେଉଁ ସମୟରେ ଇସ୍ରାଏଲ୍ ଓ ଇରାନ୍ ମଧ୍ୟରେ ତିକ୍ତତା ବଢ଼ିଚାଲିଛି, ସେହି ସମୟରେ ମୋଦୀ ଇସ୍ରାଏଲ୍ ଗସ୍ତ କରୁଛନ୍ତି।!-->…
Read More...
Read More...
କୁବେର ଖଣି ଅଧିକାରୀ ଦେବବ୍ରତ ମହାନ୍ତି ଗିରଫ
ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା
କଟକ: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଦୀର୍ଘଦିନ ଧରି ଅସତ ଧନ ସଂଗ୍ରହ କରି ଟଙ୍କାର ପାହାଡ ସୃଷ୍ଟି କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ଏକାଧିକ!-->!-->!-->…
Read More...
Read More...
ବଦଳିଲା କେରଳ ନାଁ, ହେଲା କେରଳମ୍
ନୂଆଦିଲ୍ଲୀ: ମଙ୍ଗଳବାର ନୂତନ ପିଏମଓ କୋଠା, (ସେବା ତୀର୍ଥ)ରେ ଅନୁଷ୍ଠିତ ପ୍ରଥମ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ, ମୋଦି କ୍ୟାବିନେଟ ରାଜ୍ୟର ନାମକୁ କେରଳମ କରିବା ପାଇଁ କେରଳ ସରକାରଙ୍କ ପ୍ରସ୍ତାବକୁ ଅନୁମୋଦନ କରିଛି। ଏକ!-->…
Read More...
Read More...
ଜାତୀୟ ପତାକା ବ୍ୟବହାର ନେଇ କେନ୍ଦ୍ର ଗୃହ ବିଭାଗର ନିର୍ଦ୍ଦେଶନାମା
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଜାତୀୟ ପତାକାର ସଠିକ୍ ବ୍ୟବହାର ଓ ସମ୍ମାନ ପ୍ରଦର୍ଶନ ସମ୍ପର୍କରେ ଏକ ବିସ୍ତୃତ ନିର୍ଦ୍ଦେଶନାମା ଜାରି କରିଛି। ‘ଜାତୀୟ ସମ୍ମାନର ଅପମାନ ନିବାରଣ ଆଇନ, ୧୯୭୧’ ଓ ‘ଭାରତୀୟ ଜାତୀୟ ପତାକା ସଂହିତା, ୨୦୦୨’ (୨୦୨୧ ଓ ୨୦୨୨ରେ ସଂଶୋଧିତ) ଅନୁଯାୟୀ ଜାତୀୟ!-->…
Read More...
Read More...
ବରିଷ୍ଠ ଆଇଏଏସ ଅଧିକାରୀ ଅରିନ୍ଦମ ଡାକୁଆଙ୍କ ନାଁରେ ସାଇବର ଲୁଟ୍
ଭୁବନେଶ୍ବର: ବରିଷ୍ଠ ଆଇଏଏସ ଅଧିକାରୀ ଅରିନ୍ଦମ ଡାକୁଆଙ୍କ ନାଁରେ ସାଇବର ଲୁଟ୍। ଡିଜିଟାଲ୍ ଠକେଇରେ ତାଙ୍କ ନାମ ଓ ପରିଚୟର ଅପବ୍ୟବହାର କରିଥିବା ନେଇ ଭୁବନେଶ୍ୱରର ସାଇବର ପୋଲିସ ଷ୍ଟେସନରେ ଏକ ଅଭିଯୋଗ ଦାଖଲ କରିଛନ୍ତି।
ଅଭିଯୋଗ ଅନୁଯାୟୀ ସାଇବର ଅପରାଧୀମାନେ ମୋବାଇଲ୍ ନମ୍ବର ସଂଗ୍ରହ!-->!-->!-->…
Read More...
Read More...
ରାଜ୍ୟରେ ବଢିବ ‘ଆମ ବସ୍’ ସେବା, ଆଉ ୬୦୦ ଇ-ବସ୍ କିଣିବେ ସରକାର
ଭୁବନେଶ୍ବର: ସହରାଞ୍ଚଳ ପରିବହନ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଓଡ଼ିଶା ସରକାର ୨୦୨୬-୨୭ ବଜେଟ୍ରେ ୪୨୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ସହ ରାଜ୍ୟରେ ଚାଲୁଥିବା ‘ଆମ ବସ୍’ ସେବାରେ ଆଉ ୬୦୦ଟି ନୂତନ ଇ-ବସ୍ ସାମିଲ କରାଯିବାକୁ ଯୋଜନା ହୋଇଛି। କେନ୍ଦ୍ର ସରକାରଙ୍କ!-->…
Read More...
Read More...
ରାଜ୍ୟରେ କମିଛି ଅପରାଧିକ ମାମଲା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଓଡ଼ିଶାରେ ଆଇନ ଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଦେଖାଦେଇଥିବା ବେଳେ ଅପରାଧ ଘଟଣା ଯଥେଷ୍ଟ ହ୍ରାସ ପାଇଛି। ଗତ ବର୍ଷ ଦୁଷ୍କର୍ମ ମାମଲା ହ୍ରାସ ପାଇ ୨୯୯୪ ହୋଇଛି ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ଗୃହ ବିଭାଗ ସମ୍ଭାଳିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ!-->…
Read More...
Read More...
ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ: ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ଵର: ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ। ବିଧାନସଭାରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଉତ୍ତରରୁ ଏହା ସ୍ପଷ୍ଟ ହୋଇଛି। ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର, ଛେନା ପାଣି ,ବ୍ରେଡ, ମସଲା , ସୋରିଷ ତେଲ, ସୂର୍ଯ୍ୟମୁଖୀ ତେଲ, ବିସ୍କୁଟ, ମଇଦା, ସ୍ନାକ୍ସ,!-->…
Read More...
Read More...