Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ
Browsing Category
Today’s Highlight
ମାଲଗାଡ଼ି ଟ୍ରେନ ଲାଇନଚ୍ୟୁତ, ନଦୀକୁ ଖସିଲା ଅନେକ ବଗି
ବିହାର: ବିହାରର ଜମୁଇ ଜିଲ୍ଲାରେ ବଡ଼ଧରଣର ଟ୍ରେନ ଦୁର୍ଘଟଣା ଘଟିଛି। ଟେଲୱା ବଜାର ରେଲଓ୍ବେ ହଲ୍ଟ ନିକଟରେ ଆସନସୋଲରୁ ସିମେଣ୍ଟ ନେଇ ଆସୁଥିବା ଏକ ମାଲଗାଡ଼ି ଓଲଟିପଡିଛି। ଦୁର୍ଘଟଣାରେ ଅନେକ ବଗି ଲାଇନଚ୍ୟୁତ ହୋଇଥିବାବେଳେ କିଛି ନଦୀ ତଳକୁ ଖସିଯାଇଛି।ଆସାନସୋଲ ରେଳ ଡିଭଇଜନ ଅନ୍ତର୍ଗତ!-->…
Read More...
Read More...
ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ ଦାବି: ଗଠନ ହେଲା କମିଟି
ନ୍ୟୁଜ୍ ବ୍ୟୁରୋ: ରାଜ୍ୟର ସାଧାରଣ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ଓ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ, ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ (ଓମ୍ସା ) ଦ୍ୱାରା କରାଯାଇଥିବା ବିଭିନ୍ନ ଦାବିଗୁଡ଼ିକର!-->…
Read More...
Read More...
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର
ପୁରୀ: ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ଵରରେ ପହଞ୍ଚିବା ପରେ ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ଭାରତର ମୁଖ୍ୟ ନିର୍ବାଚନ କମିଶନର। ଏହି ସମୟରେ ତାଙ୍କ ସାଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ମଧ୍ୟ ଉପସ୍ଥିତ ଥିଲେ। ସିଇସି ଶ୍ରୀ କୁମାର ଭୁବନେଶ୍ୱର!-->…
Read More...
Read More...
ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର
ନ୍ୟୁଜ୍ ବ୍ୟୁରୋ: ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ଚାଳକଙ୍କ ସୁବିଧା ପାଇଁ ଗାଡିରେ ଗ୍ରୀନ ଷ୍ଟିକର ଲଗାଇବାକୁ ନିଷ୍ପତ୍ତି ନେଇଛି ପରିବହନ ମନ୍ତ୍ରୀ। ମୋଟର ଭେଇକିଲ୍ ଆକ୍ଟ ଅନୁଯାୟୀ, ଗାଡିର ସବୁ!-->…
Read More...
Read More...
ଜାନୁଆରୀ ୨୧ରେ ଓଏସ୍ଏସ୍ଟିଇଟି ପରୀକ୍ଷା
ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସ୍ଏସ୍ଟିଇଟି-୨୦୨୫) ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଆସନ୍ତା ୨୦୨୬ ଜାନୁଆରୀ ମାସ ୨୧ ତାରିଖରେ ଅନୁଷ୍ଠିତ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ଉକ୍ତ!-->…
Read More...
Read More...
ଜିରୋ ନାଇଟ୍ ପାଇଁ କମିସନରେଟର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଭୁବନେଶ୍ଵର: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା ଦେଇ କହିଛନ୍ତି, ସୁରକ୍ଷା ଦାୟିତ୍ବରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ!-->…
Read More...
Read More...
ପୂର୍ବତନ ବିଜେପି ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ
ଭୁବନେଶ୍ବର: ପରଲୋକରେ ସଞ୍ଚିତା ମହାନ୍ତି। କୋରାଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ତଥା ବିଜେପିର ବରିଷ୍ଠ ନେତ୍ରୀ ସଞ୍ଚିତା ଦେହାନ୍ତ। ଦୀର୍ଘ ଦିନ ଧରି ଅସୁସ୍ଥତା ପାଇଁ ସେ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିଲା। ଆଜି ସକାଳେ ୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି।୪ ଦିନ!-->…
Read More...
Read More...
ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ
କୋରାପୁଟ: ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ। କୋରାପୁଟର ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ଦ୍ୱାରା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାଧିକ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ!-->…
Read More...
Read More...
ବିଜେଡ଼ି ରହିଛି ଏବଂ ଆଗାମୀ ଶହେ ବର୍ଷ ପର୍ଯ୍ୟନ୍ତ ରହିବ : ନବୀନ ପଟ୍ଟନାୟକ
ଭୁବନେଶ୍ଵର: ଆଜି ବିଜୁ ଜନତା ଦଳ ପାଳୁଛି ୨୯ତମ ପ୍ରତିଷ୍ଠା ଦିବସ। ଶଙ୍ଖ ଭବନରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି ଅବସରରେ ସମସ୍ତଙ୍କୁ ନବୀନ ଶୁଭେଚ୍ଛା ଜଣାଇ ନିଜ ଅଭିଭାଷଣ ରଖିଥିଲେ। ଦଳ କରିଥିବା ରାଜ୍ୟର ବିକାଶ କୁ ମନେପକାଇଥିଲେ ଏବଂ ଏବେର ରାଜ୍ୟ ସରକାରଙ୍କୁ କଡ଼ା!-->…
Read More...
Read More...
ସୀତାକୁଣ୍ଡରେ ବୁଡ଼ି ଦୁଇ ଭାଇ ମୃତ
ମୟୂରଭଞ୍ଜ: କାଳ ସାଜିଲା ପିକନିକ। ପିକନିକ ସମୟରେ ଜଳପ୍ରପାତରେ ଗାଧେଇବା ବେଳେ ବୁଡ଼ିଗଲେ ଦୁଇଭାଇ। ମୃତକ ଦ୍ବୟ ଭଦ୍ରକ ଜିଲାର ବୋଲି ଜଣାପଡିଛି। ଉଭୟ ଭାଇଙ୍କ ବୟସ ୪୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।ବୁଡ଼ି ଯିବା ନେଇ ଦମକଳବାହିନୀକୁ ଖବର ଦେବା ପରେ ସେମାନେ ଘଟଣାସ୍ଥଳରେ ପହଞ୍ଚି!-->…
Read More...
Read More...