ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

Today’s Highlight

ସ୍ନାନପୂର୍ଣ୍ଣିମାରେ ପୁରୀକୁ ଜଗିବେ ୭୦ ପ୍ଲାଟୁନ୍‌ ଫୋର୍ସ

ପୁରୀ: ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରାର ସୁରକ୍ଷା ବ୍ୟବସ୍ଥା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରୀୟ ରେଞ୍ଜ ଆଇଜି ଏସ୍ ପ୍ରବୀଣ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ
Read More...

ମହୁଆ ମୋଇତ୍ରାଙ୍କୁ ବିବାହ କଲେ ପିନାକୀ ମିଶ୍ର

ନ୍ୟୁଜ୍ ବ୍ୟୁରୋ: ଟିଏମସିର ଟାଣୁଆ ନେତ୍ରୀ ମହୁଆ ମୋଇତ୍ରାଙ୍କୁ ଲୁଚିଲୁଚି ବିବାହ କରିଛନ୍ତି ବିଜେଡି ନେତା ପିନାକୀ ମିଶ୍ର। ୬୫ବର୍ଷ ବୟସରେ ପିନାକୀ, ୫୦ବର୍ଷିୟ ମହୁଆଙ୍କ ହାତ ଧରିଛନ୍ତି। ଉଭୟଙ୍କ ବିବାହ ଜର୍ମାନୀରେ ହୋଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୋଇଛି।ଟିଏମସି ସାଂସଦ ମହୁଆ
Read More...

୬୦୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ୬ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ସେକ୍ସନ ଅଫିସର୍‍ ମନୋଜ ମହାନ୍ତି। ବିଦ୍ୟୁତ ଚାଳିତ ଗାଡିର ସୁବିଧା କରାଇବା ନାଁରେ ଲାଞ୍ଚ ନେଉଥିଲେ ପୁରୀର ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟର କାର୍ଯ୍ୟରତ ସେକ୍ସନ ଅଫିସର
Read More...

୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା

ଭୁବନେଶ୍ବର: ଭାରତରେ ଜାତିଗତ ଜନଗଣନା ୧ ମାର୍ଚ୍ଚ ୨୦୨୭ ରୁ ଆରମ୍ଭ ହେବ। ଏହି ଜନଗଣନା ସାରା ଦେଶରେ ଦୁଇଟି ପର୍ଯ୍ୟାୟରେ କରାଯିବ ବୋଲି ଜଣାପଡିଛି। ଏହି ଜନଗଣନା ୨୦୨୭ ମସିହାରୁ ଆରମ୍ଭ ହୋଇ ୨୦୨୮ ପର୍ଯ୍ୟନ୍ତ ଚାଲିପାରେ। ଏହା ପୂର୍ବରୁ ୨୦୨୧ରେ ଜନଗଣନା ହେବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ
Read More...

ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର

ଭୁବନେଶ୍ବର: ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି। ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି। ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଜୁନ୍‌ ୯ରୁ ୧୬ ଭିତରେ ଭେରିଫିକେସନ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା
Read More...

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଆଶିଷ ଠାକରେ

ଭୁବନେଶ୍ବର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଉ ଜଣେ ଆଇଏଏସ୍ ଅଧିକାରୀ ।ରାଜସ୍ୱ ବୋର୍ଡର ସଚିବ ଭାବରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଆଶିଷ ଠାକରେ କେନ୍ଦ୍ରୀୟ ଡେପୁଟେସନରେ ଗଲେ। ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ
Read More...

ଅନଲାଇନ୍ ଗେମରେ ୫ ଲକ୍ଷ ହାରି ଆତ୍ମହତ୍ୟା କଲେ ଦମ୍ପତି

ରାଜସ୍ଥାନ:ରାଜସ୍ଥାନର କୋଟାରୁ ଏକ ଦମ୍ପତି ଏକ ଅନଲାଇନ୍ ଗେମିଂ ଆପରେ ୫ ଲକ୍ଷ ଟଙ୍କା ହରାଇବା ପରେ ହତାଶ ହୋଇ ଆତ୍ମହତ୍ୟା କରିଛନ୍ତି। ଜୀବନ ହାରିଥିବା ଦମ୍ପତି ହେଲେ କୋଟାର ଖେଡ଼ା ରାମନୁର ଗାଁ ସ୍ଥିତ ଦୀପକ ରାଠୋଡ଼ ଓ ତାଙ୍କ ପତ୍ନୀ କ୍ରୀଷ୍ଣା ରାଠୋଡ଼। ଉଭୟ ନିଜ ଘରେ ରଶି ଲଗାଇ ଜୀବନ
Read More...

ମାଓବାଦୀ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା, ଗୋଦାମ ମାଲିକ ଗିରଫ

ସୁନ୍ଦରଗଡ: ମାଓବାଦୀ ୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣାରେ ବଡ଼ଗାଁର ବିସ୍ଫୋରକ ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଗିରଫ। ଗୋଦାମ ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଥିଲା ଏସଆଇଟି। ରଘୁନାଥପାଲି ଥାନାରେ ଅଟକ ରଖି ପଚରାଉଚରା କରୁଥିଲା ଏସଆଇଟି। ବିସ୍ଫୋରକ ସାମଗ୍ରୀ ନେଇଯାଇଥିବା
Read More...

୭ ମାସର ଶିଶୁକନ୍ୟାକୁ କଚାଡି ମାରିଲା ନୃଶଂସ ବାପା

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା କଣ୍ଟାପାଳ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହରୁ ସାତ ମାସର ଶିଶୁକନ୍ୟାକୁ ନିଶାସକ୍ତ ବାପା କଚାଡ଼ି ମାରିଥିବା ଜଣାପଡିଛି। ଅନ୍ୟପଟେ ଝିଅକୁ ହତ୍ୟା ପରେ ପ୍ରତିଶୋଧ ପରାୟଣ ହୋଇ ସ୍ୱାମୀକୁ ଆକ୍ରମଣ କରିଛି ସ୍ତ୍ରୀ।
Read More...

ଶୌଚାଳୟ ଟାଙ୍କି ସଫା ବେଳେ ଶ୍ଵାସରୁଦ୍ଧ ହୋଇ ୪ ଶ୍ରମିକ ମୃତ

ନବରଙ୍ଗପୁର: ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପଡ଼ାଲଗୁଡ଼ା ଗାଁରେ ମଙ୍ଗଳବାର ଏକ ବଡ଼ ଅଘଟଣ ଘଟିଛି। ପାଇଖାନା ଟାଙ୍କି ସଫା କରିବା ବେଳେ ଶ୍ବାସରୁଦ୍ଧ ହୋଇ ୪ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଲାଲୁ ରଣା, ତ୍ରିଲୋଚନ ଭରତ, ଏନ. ସନ୍ତୁ ଏବଂ ଅମିର ଖୁରା। ସୂଚନା
Read More...