Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍, ୧୨,୫୭୨ ଅଯୋଗ୍ୟ ଘୋଷିତ
Browsing Category
Today’s Highlight
ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩: ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ
ଭୁବନେଶ୍ବର: ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶୁକ୍ରବାର ଘୋଷଣା ହୋଇଛି। ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କର’ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩ରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ମାନ୍ୟତା ପାଇଛି। ଏହା ଓଡ଼ିଶା ପାଇଁ ଏକ ଗର୍ବର ମୁହୂର୍ତ୍ତ। ଶୁଭ୍ରାଂଶୁ ଦାସଙ୍କ ନିର୍ଦ୍ଦେଶନାରେ ତିଆରି!-->…
Read More...
Read More...
ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା
ଭୁବନେଶ୍ବର: ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ମିଳିଛି। ଦୁଇଟି ସିଟିଙ୍ଗ୍ରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା। ସକାଳ ୯ଟାରୁ ୧୧ଟା ୩୦ ଯାଏଁ ପେପର୍ -୧ ପରୀକ୍ଷା ଓ ଦିନ ୨ଟାରୁ ସାଢେ ୪ଟା ଯାଏଁ ପେପର୍ -୨ ପରୀକ୍ଷା!-->…
Read More...
Read More...
ମହିଳା ଥାନାରେ ହାଜର ହେଲେ ଓଏଏସ ସାର୍ଥକ ସୌରଭ
ଭୁବନେଶ୍ବର: ଆଜି ମହିଳା ଥାନାରେ ହାଜର ହୋଇଛନ୍ତି ଓଏଏସ୍ ସାର୍ଥକ ସୌରଭ ମହାପାତ୍ର। ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହୋଇଛନ୍ତି ସାର୍ଥକ। ମହିଳା ଥାନାରୁ ବାହାରିବା ପରେ ମୁହଁ ଖୋଲିଲେ ସାର୍ଥକ। ସେ ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଦାସଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ!-->…
Read More...
Read More...
ଦୁଷ୍କର୍ମ ମାମଲାରେ ପୂର୍ବତନ ସାଂସଦ ପ୍ରଜ୍ୱଳ ରେଭାନ୍ନାଦୋଷୀ ସାବ୍ୟସ୍ତ
କର୍ଣ୍ଣାଟକ: କର୍ଣ୍ଣାଟକ ହାସନର ପୂର୍ବତନ ସାଂସଦ ତଥା ଜେଡି(ଏସ) ନେତା ପ୍ରଜ୍ବଳ ରେଭାନ୍ନାଙ୍କୁ ଏକ ଦୁଷ୍କର୍ମ ମାମଲାରେ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୨ ତାରିଖରେ ତାଙ୍କ ବିରୋଧରେ ଦଣ୍ଡ ଘୋଷଣା କରାଯିବ। କୋର୍ଟଙ୍କ ରାୟ ଆସିବା ପରେ ପ୍ରଜ୍ବଳ କୋର୍ଟ!-->…
Read More...
Read More...
ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ : ଆଇନମନ୍ତ୍ରୀ
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୨ ଜଣ ଏକ୍ସପର୍ଟ ଦେବା ପାଇଁ ଆରବିଆଇକୁ ଚିଠି ଲେଖିଛନ୍ତି ସରକାର। ଆରବିଆଇ ୨ ଜଣ ଏକ୍ସପର୍ଟଙ୍କ ନାଁ ମଧ୍ୟ ଦେଇଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି!-->…
Read More...
Read More...
ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆଉ ୨ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆଉ ୨ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ। ଗିରଫଦାରୀ ସଂଖ୍ୟା ୮ରେ ପହଞ୍ଚିଛି। ଗିରଫ ଦୁଇଜଣ କୋରାପୁଟ ଓ କଳାହାଣ୍ଡିର ଶିକ୍ଷକ ବୋଲି ଜଣାପଡିଛି। ଏହି ଘଟଣାରେ ଶିକ୍ଷକଙ୍କ ସଂପୃକ୍ତି ରହିଛି। ପ୍ରେସମିଟରେ କ୍ରାଇମବ୍ରାଞ୍ଚ DIG ବି.!-->…
Read More...
Read More...
୪୫୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଏସଆରଏ
ବ୍ୟାସନଗର: ଲାଞ୍ଚ ନେଇ ଧରାପଡ଼ିଲେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ । ବ୍ୟାସନଗର ତହସିଲ୍ ଏସଆରଏ ହେମନ୍ତ କୁମାର ପେରେଇଙ୍କୁ ଧରିଲା ଭିଜିଲାନ୍ସ । ଜଣେ ବ୍ୟକ୍ତିଙ୍କ ଠାରୁ ୪୫୦୦ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ିବସିଥିଲା ।
ସୂଚନା ମୁତାବକ, ବ୍ୟକ୍ତିଗତ ଜମିର ସୀମା!-->!-->!-->…
Read More...
Read More...
ଅନିଲ ଅମ୍ବାନୀଙ୍କୁ ସମନ ଜାରି କଲା ଇଡି
ନୂଆଦିଲ୍ଲୀ: ରିଲାଏନ୍ସ ଗ୍ରୁପର ଅଧ୍ୟକ୍ଷ ଅନିଲ ଅମ୍ବାନୀ ଓ ତାଙ୍କ ରିଲାଏନ୍ସ ସମୂହର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଶିଳ୍ପପତି ଅନିଲ ଅମ୍ବାନୀଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)। ଅଗଷ୍ଟ ୫ରେ ଜେରା ପାଇଁ ହାଜର ହେବାକୁ ଇଡି ଏହି ସମନ ଜାରି କରିଛି।
ମନି!-->!-->!-->…
Read More...
Read More...
ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇଦେଲେ ପିଅନ
ଗଜପତି: ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏଭଳି ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ଆର୍. ଉଦୟଗିରି ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ବିଭାଗରୁ ଆସିଛି।
ବିଭାଗର ସହକାରୀ!-->!-->!-->…
Read More...
Read More...
ପ୍ରଜ୍ଞା ଠାକୁରଙ୍କ ସମେତ ୭ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ
ମହାରାଷ୍ଟ୍ର: ମହାରାଷ୍ଟ୍ରର ବହୁଚର୍ଚ୍ଚିତ ମାଲେଗାଓଁ ବିସ୍ଫୋରଣ ମାମଲାରେ ପୂର୍ବତନ ସାଂସଦ ପ୍ରଜ୍ଞା ସିଂହ ଠାକୁରଙ୍କ ସମେତ ୭ ଜଣ ଅଭିଯୁକ୍ତ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସ୍ୱତନ୍ତ୍ର କୋର୍ଟ ଆଜି ତାଙ୍କ ରାୟ ଶୁଣାଇଛନ୍ତି।
ମାଲେଗାଓଁ ବିସ୍ଫୋରଣ ମାମଲାରେ ସାଧ୍ୱୀ!-->!-->!-->…
Read More...
Read More...