ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

Today’s Highlight

ଏସୀୟ ଜୁନିଅର ଉସୁ ଚାମ୍ପିଅନସିପ ବ୍ରୋଞ୍ଜ ବିଜେତା ଜିନ୍ଦଲ ସ୍ପୋର୍ଟସ ହଷ୍ଟେଲର ଶ୍ୱେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: ଚୀନରେ ଆୟୋଜିତ ଦ୍ୱାଦଶ ଏସୀୟ ଜୁନିଅର ଉସୁ ଚାମ୍ପିଅନସିପରେ ଚମତ୍କାର ପ୍ରଦର୍ଶନ କରିବା ସହ ୪୮ କେଜି ବର୍ଗରେ ବ୍ରୋଞ୍ଜ ମେଡାଲ ଜିତି ଦେଶ ପାଇଁ ଗୌରବ ଆଣିଥିବା ଜିନ୍ଦଲ ସ୍ପୋର୍ଟସ ହଷ୍ଟେଲର ଶ୍ୱେତାରାଣୀ ମହାନ୍ତଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମ୍ବର୍ଧିତ
Read More...

ବାଦଲ ଫଟା ବର୍ଷାରେ ଭାସିଗଲା ଗାଁ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ଉତ୍ତରକାଶୀର ଧରାଲିରେ ବାଦଲ ଫଟା ବର୍ଷା ଫଳରେ ମଙ୍ଗଳବାର ଅପରାହ୍ନରେ ଏକ ଗାଁ ସମ୍ପୂର୍ଣ୍ଣ ଭାବେ ଭାସି ଯାଇଛି। ତେବେ ଏହି ଧରାଲି ଗାଁ ଡେରାଡୁନରୁ ୨୧୮ କିଲୋମିଟର ଏବଂ ଗଙ୍ଗୋତ୍ରୀ ଧାମରୁ ୧୦ କିଲୋମିଟର ଦୂରରେ ଅବସ୍ଥିତ ଅଟେ। ଏହି ଘଟଣାର ଭିଡିଓ ଓ ଫଟୋ
Read More...

ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା

ଭୁବନେଶ୍ବର; ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ ରାଜ୍ୟ ସରକାର ୩ ବର୍ଷ ପାଇଁ ନିଯୁକ୍ତି କରିଛନ୍ତି।ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଲେ ଆଉ ୬ ସଦସ୍ୟ। ସେମାନେ ହେଲେ ସୁକେଶୀ
Read More...

୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ

କୋରାପୁଟ: କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ ଜୁନିଅର କ୍ଲର୍କ ଭାବରେ କାର୍ଯ୍ୟରତ ସମ୍ବିତ ତ୍ରିପାଠିଙ୍କୁ ମଙ୍ଗଳବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ସୂଚନା ଅନୁଯାୟୀ, ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ
Read More...

ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ

ଭୁବନେଶ୍ଵର: ଓଡ଼ିଶା ସରକାର ସମସ୍ତ ବିଭାଗକୁ ଅଯୋଗ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କ ବିବରଣୀ ପ୍ରଦାନ କରିବାକୁ କହିଛନ୍ତି। ଅଯୋଗ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ ମଧ୍ୟ ଚେତାବନୀ ଦିଆଯାଇଛି। ଯେଉଁ ଅଧିକାରୀମାନେ ପ୍ରଭାବଶାଳୀ ଭାବରେ କର୍ତ୍ତବ୍ୟ ସମ୍ପାଦନ
Read More...

ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି

ନ୍ୟୁଜବ୍ୟୁରୋ: ଆଇଏମଡି ମହାନିର୍ଦ୍ଦେଶକ ଭାବରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି। ତାଙ୍କ ନିଯୁକ୍ତି ଅବଧି ସରୁଥିବାରୁ କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି ବ୍ୟାପାର କମିଟି ତାଙ୍କୁ ପୁନଃ ନିଯୁକ୍ତି ପ୍ରସ୍ତାବକୁ ମଞ୍ଜୁରି ଦେଇଛି। କ୍ୟାବିନେଟର ନିଯୁକ୍ତି
Read More...

ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ଜମ୍ମୁ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି। ୭୯ବର୍ଷିୟ ସତ୍ୟପାଲଙ୍କର ଆରଏମ୍‍ଏଲ୍‍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି। ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି
Read More...

ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ

ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି ନ୍ୟୁଜବ୍ୟୁରୋ: ଏଣିକି ସରକାରୀ କର୍ମଚାରୀ ହେବେ ସାବାଡ଼। ଅଫିସକୁ ମନଇଚ୍ଛା ଆସିପାରିବେନି ସରକାରୀ କର୍ମଚାରୀ। ନଚେତ ଅଫିସରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ସବୁ ରାଜସ୍ୱ କାର୍ଯ୍ୟାଳୟରେ ବସିବ ବାୟୋମେଟ୍ରିକ। ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ
Read More...

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ

କଳାହାଣ୍ଡି: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ପ୍ରଧାନ ଶିକ୍ଷକ ନିଲମ୍ବିତ। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଭେଜିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀ ନିଲମ୍ବିତ ହୋଇଛନ୍ତି। ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ। ପୂର୍ବରୁ ତାଙ୍କୁ
Read More...

ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ

ନ୍ୟୁଜବ୍ୟୁରୋ: ଓଡ଼ିଶା ସରକାରଙ୍କ ଆଇନ ବିଭାଗ ରାଜ୍ୟରେ ନ୍ୟାୟ ସେବାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ୮ଟି ନୂଆ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ (ଏଡିଜେ) କୋର୍ଟ ଏବଂ ୩ଟି ଭିଜିଲାନ୍ସ କୋର୍ଟ ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି କରିଛି। ଏହି ପଦକ୍ଷେପ ନ୍ୟାୟ ବିତରଣ ପ୍ରକ୍ରିୟାକୁ
Read More...