ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

Today’s Highlight

ନକ୍ସଲ କମାଣ୍ଡର ଗୁଳି ବିନିମୟ, ୨ ଯବାନ ସହିଦ, ଜଣେ ଗୁରୁତର

ପଲମୁ: ପାଲାମୁ ଜିଲ୍ଲାର ମାନତୁ ଥାନା ଅଞ୍ଚଳର କେଦଲ ଜଙ୍ଗଲରେ ପୋଲିସ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ସମୟରେ ପାଲାମୁ ପୋଲିସର ଦୁଇ ସାହସୀ ଯବାନ ସୁନୀଲ ରାମ ଏବଂ ସାନ୍ତାନ ମେହେଟା ସହିଦ ହୋଇଛନ୍ତି ଓ ଜିଲ୍ଲା ପୋଲିସ ବାହିନୀର ଜଣେ ଯବାନ ରୋହିତ କୁମାର ଗୁରୁତର…
Read More...

ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର

ଭୁବନେଶ୍ଵର; ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର। ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ଏନେଇ ଗୁରୁବାର ପଞ୍ଚାୟତିରାଜ ମନ୍ତ୍ରୀ ସୂଚନା ଦେଇଛନ୍ତି। …
Read More...

ମୋଷ୍ଟ ୱାଣ୍ଟେଡକୁ ଧରିବାକୁ ଭୁବନେଶ୍ବରରେ ଆସାମ ପୋଲିସର ରେଡ୍‌

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍‌ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍‌ କରୁଛି। ଇନ୍‌ଫୋସିଟି ପୋଲିସ ସହାୟତାରେ ଏକ ଆପାର୍ଟମେଣ୍ଟରେ ରେଡ୍‌…
Read More...

ସବୁ ଅଙ୍ଗନବାଡି, ସ୍କୁଲ୍‌ରେ ସାମିଲ୍‌ ସମ୍ଭବ ନୁହେଁ: ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ସ୍କୁଲ୍‌ରେ ଅଙ୍ଗନବାଡି ସାମିଲ ନେଇ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ଦେଇଛନ୍ତି ପ୍ରତିକ୍ରିୟା। ମନ୍ତ୍ରୀ କହିଛନ୍ତି, ‘ଶିଶୁବାଟିକା ୩କୁ ସ୍କୁଲ୍‌ରେ ସାମିଲ କରାଯାଇଛି। ଏବେ ବି ଶିଶୁବାଟିକା ୧ ଓ ୨ ଅଙ୍ଗନବାଡ଼ି କେନ୍ଦ୍ରରେ ଅଛି। ବର୍ତ୍ତମାନ ସବୁ ଅଙ୍ଗନବାଡି ବନ୍ଦ କରି…
Read More...

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି

ଭୁବନେଶ୍ବର: ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ଚଳିତ ଶିକ୍ଷାବର୍ଷରୁ ଏମବିବିଏସ୍ ପାଠ୍ୟକ୍ରମ ନିମନ୍ତେ ୫୦ଟି ସିଟ୍ ବୃଦ୍ଧି କରିବାକୁ ଜାତୀୟ ମେଡିକାଲ କମିଶନ (ଏନ୍ ଏମ୍ ସି) ଅନୁମୋଦନ କରିଛନ୍ତି। ଜାନୁଆରୀ ୨୦୨୩ରେ କଟକ - ଭୁବନେଶ୍ବର…
Read More...

ବ୍ୟାପିଲାଣି ବାର୍ଡଫ୍ଲୁ

ଜଗତସିଂହପୁର: ପୁଣି ବ୍ୟାପିଲାଣି ବାର୍ଡ ଫ୍ଲୁ ! ଜଗତସିଂହପୁର ଜିଲ୍ଲା ମଖି ଅଞ୍ଚଳରେ ଦେଖିବାକୁ ମିଳିଛି କୁକୁଡ଼ା ମଡ଼କ। ଏକ ଫାର୍ମରେ ଗତକାଲି ରାତିରେ ୩୦୦ରୁ ଅଧିକ କୁକୁଡ଼ା ମରିଯାଇଛନ୍ତି। କେଉଁ କାରଣ ପାଇଁ କୁକୁଡ଼ା ମଡ଼କ ଘଟିଲା ତାହା ସ୍ପଷ୍ଟ ହୋଇ ପାରିନାହିଁ। କିନ୍ତୁ ଏହାକୁ ବାର୍ଡ…
Read More...

ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ

ପୁରୀ: ଖୁବ ଶୀଘ୍ର ଶ୍ରୀମନ୍ଦିର ନାଟମଣ୍ଡପରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଧାଡ଼ି ଦର୍ଶନ ବ୍ୟବସ୍ଥାକୁ ଖୁବଶୀଘ୍ର କାର୍ଯ୍ୟକାରୀ କରାଯିବାକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯାଇଛି। ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି ।…
Read More...

ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର: ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ଅଟକ ରଖିଥିବା ସୂଚନା ମିଳିଛି। ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇଛି। ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ ହୋଇଛି।…
Read More...

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା

୧୬ ହାର୍ଡକୋର ମାଓବାଦୀ ଗିରଫ ନ୍ୟୁଜ୍ ବ୍ୟୁରୋ; ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାର ତିନୋଟି ଭିନ୍ନ ଭିନ୍ନ ଜଙ୍ଗଲରୁ ୧୬ ଜଣ ମାଓବାଦୀଙ୍କୁ ଧରିବାରେ ସଫଳ ହୋଇଛନ୍ତି ସୁରକ୍ଷାକର୍ମୀ। ଏସଟିଏଫ୍, ଡିଆରଜି ଏବଂ ସିଆରପିଏଫ୍ ଜବାନଙ୍କ ପକ୍ଷରୁସେନା ପକ୍ଷରୁ ସର୍ଚ୍ଚ ଅପରେସନ…
Read More...

ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା

ତେଲେଙ୍ଗାନା: ତେଲେଙ୍ଗାନାର ବିଧାୟିକା କେ କବିତାଙ୍କୁ ଦଳରୁ ନିଲମ୍ବିତ କରାଯିବାର ଗୋଟିଏ ଦିନ ପରେ ବୁଧବାର ସେ ଭାରତ ରାଷ୍ଟ୍ର ସମିତି (BRS)ରୁ ଇସ୍ତଫା ଦେବା ଘୋଷଣା କରିଛନ୍ତି। ଦଳବିରୋଧୀ କାର୍ଯ୍ୟ ଯୋଗୁ ଗତକାଲି ବାପା ତଥା ଭାରତ ରାଷ୍ଟ୍ର ସମିତି ଅଧ୍ୟକ୍ଷ କେ. ଚନ୍ଦ୍ରଶେଖର ରାଓ ତାଙ୍କୁ…
Read More...