ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା
Browsing Category

Today’s Highlight

ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ

ନ୍ୟୁଜ୍ ବ୍ୟୁରୋ: ସୁପ୍ରିମକୋର୍ଟ ଶିକ୍ଷକ ନିଯୁକ୍ତି ପାଇଁ ଟିଇଟି (ଟିଚର୍ସ ଇଲିଜିବିଲିଟି ଟେଷ୍ଟ୍‌)କୁ ବାଧ୍ୟତାମୂଳକ କରିଛନ୍ତି। ଏହି ରାୟ ପ୍ରକାଶ ପାଇବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ବିଭାଗ ଏହା ଉପରେ ତର୍ଜମା କରିବ। ଶିକ୍ଷକଙ୍କ ସ୍ୱାର୍ଥ ବି…
Read More...

ଥାନାରେ ନାବାଳିକା ଫିନାଇଲ୍ ପିଇବା ଘଟଣା

ଗୋପାଳପୁର: ଗୋପାଳପୁର ଥାନାରେ ନାବାଳିକା ଫିନାଇଲ ପିଇବା ଘଟଣାରେ ପୁରୁଷ ବନ୍ଧୁ ଗିରଫ। ଗିରଫ କଲା ଗୋପାଳପୁର ପୋଲିସ । ନାବାଳିକାକୁ ଅପହରଣ ଅଭିଯୋଗରେ ପୁରୁଷ ବନ୍ଧୁ ଗିରଫ। ନାବାଳିକାଙ୍କ ବାପା ମାଆଙ୍କ ଅଭିଯୋଗରେ ବାନ୍ଧିଲା ପୋଲିସ। ପୀଡ଼ିତାଙ୍କ ମା ଥାନାରେ ଅଭିଯୋଗ କରିବା ପରେ ଏହି…
Read More...

ଚୋରି ହୋଇଥିବା ୯୦୦ ଗ୍ରାମ ସୁନା ସହ ୨ କେଜି ରୂପା ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ଜଂକିଆ ଥାନା ଅନ୍ତର୍ଗତ ଛଣଗିରୀ ଗ୍ରାମରେ ଥିବା ସ୍ବର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନରୁ ଗତ ୨୪ ତାରିଖ ଦିନ ଦ୍ୱିପହରେ ହୋଇଥିବା ବଡ଼ ଲୁଟ୍‌ ଘଟଣାର ପୋଲିସ ମଙ୍ଗଳବାର ପର୍ଦ୍ଦାଫାଶ କରିଛି। ଗତ ୨୪ ତାରିଖ ଦିନ ଦ୍ୱିପହରେ ୧୦ଜଣ ଡକାୟତ ମୁଖା, ହେଲମେଟ ପିନ୍ଧି ବନ୍ଧୁକ,…
Read More...

୪ କୋଟି ଟଙ୍କା ହେରଫେର୍‌ ମାମଲାରେ ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ଗିରଫ

ମୟୁରଭଞ୍ଜ: ମୟୁରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ମଙ୍ଗଳବାର ଗିରଫ ହୋଇଛନ୍ତି। ୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବେଲପାହାଡ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଥିବା ବେଳେ ସେ ଟଙ୍କା ହେରଫେର୍‌ କରିଥିବା ଅଭିଯୋଗ ହୋଇଥିଲା ।…
Read More...

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଆର୍‌ଏସ୍‌ରୁ କେ.କବିତା ସସ୍‌ପେଣ୍ଡ

ତେଲେଙ୍ଗାନା: ଝିଅ କେ. କବିତାଙ୍କୁ ବିଆରଏସରୁ ସସପେଣ୍ଡ କଲେ ସୁପ୍ରିମୋ କେ. ଚନ୍ଦ୍ରଶେଖର ରାଓ। କବିତାଙ୍କ ବାପା ତଥା ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆରଙ୍କ ଏହି ନିଷ୍ପତ୍ତିକୁ ନେଇ ଏବେ ସବୁଠି ଚର୍ଚ୍ଚା। ଦଳ ବିରୋଧରେ କହି ବୁଲିବା କାରଣରୁ କବିତାଙ୍କୁ ସସପେଣ୍ଡ କରାଯାଇଥିବା…
Read More...

ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳା ଉଦ୍ଧାର

କଟକ: କଟକରେ ଏକ ଅଭାବନୀୟ ଘଟଣା ଘଟିଛି। କଟକ ଜିଲା କଂକ୍ରେଇଲୋ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମହିଳାଙ୍କ ଦେହରେ କିପରି…
Read More...

ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ସୋଆ ଫ୍ୟାକଲ୍ଟି ମନୋନୀତ

ଭୁବନେଶ୍ୱର, ସେପ୍ଟେମ୍ବର ୨: ଶିକ୍ଷା, ଗବେଷଣା ଓ ସାମାଜିକ ସଶକ୍ତିକରଣ କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆସୋସିଏଟ୍ ପ୍ରଫେସର ଡକ୍ଟର ସ୍ୱୟଂପ୍ରଭା ଶତପଥୀଙ୍କୁ ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ମନୋନୀତ କରାଯାଇଛି। ଭାରତର ସର୍ବ ବୃହତ ଘରୋଇ…
Read More...

ଦୁଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ଛତିଶଗଡ଼: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲ୍ଲା ସିରସଟି ଗାଁରେ ମାଓବାଦୀଙ୍କ ବର୍ବର କାଣ୍ଡ। ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଯୁବକଙ୍କୁ ନିର୍ମମ ହତ୍ୟା କରିଛନ୍ତି ଲାଲବାହିନୀ। ମୃତକମାନେ ହେଲେ ପଦାମ ପୋଜ୍ଜା ଏବଂ ପଦାମ ଦେବେନ୍ଦ୍ର।…
Read More...

ସୁଦାନରେ ଭୂସ୍ଖଳନ; ୧୦୦୦ ଲୋକଙ୍କ ମୃତ୍ୟୁ

ସୁଦାନ: ସୁଦାନର ପଶ୍ଚିମ କ୍ଷେତ୍ର ଅନ୍ତର୍ଗତ ଦାରଫୁରରେ ଭୂସ୍ଖଳନ କାରଣରୁ ପ୍ରାୟ ୧୦୦୦ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି। ପ୍ରକୃତି ବିଶ୍ୱରେ ତା’ର ଭୟଙ୍କର ରୂପ ଦେଖାଉଛି।ସୁଦାନରେ ଭୂସ୍ଖଳନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ସୋମବାର, ସୁଡାନ ଲିବରେସନ…
Read More...

‘ସେମିକନ୍‌ ଇଣ୍ଡିଆ ୨୦୨୫’ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ରାଜଧାନୀ ଦିଲ୍ଲୀରେ ଆୟୋଜିତ ତିନି ଦିନିଆ 'ସେମିକନ୍‌ ୨୦୨୫' ସମ୍ମିଳନୀକୁ ମଙ୍ଗଳବାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମୋଦିଙ୍କୁ ଭାରତରେ ନିର୍ମିତି ପ୍ରଥମ…
Read More...