Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍, ୧୨,୫୭୨ ଅଯୋଗ୍ୟ ଘୋଷିତ
Browsing Category
Today’s Highlight
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଦଶ ବର୍ଷ ପୂର୍ବେ ଜଣେ ସରକାରୀ ଡାକ୍ତରଙ୍କ ବିରୋଧରେ ରୁଜୁ ହୋଇଥିବା ଏକ ଲାଞ୍ଚ ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଗଜପତି ଜିଲ୍ଲାର ଗୁରାଣ୍ଡି କମ୍ୟୁନିଟି ହେଲ୍ଥ ସେଣ୍ଟର (ସିଏଚସି)ର ଇନଚାର୍ଜ ମେଡିକାଲ!-->…
Read More...
Read More...
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ବାଲେଶ୍ୱର: ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା। ନିଲମ୍ବିତ ଅଧ୍ୟାପକ ସମୀର ସାହୁଙ୍କ ବୃଦ୍ଧି ହେଲା ଜେଲ ଅବଧି। ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ନିଲମ୍ବିତ ହୋଇଥିବା ଅଧ୍ୟାପକ ସମୀର ସାହୁଙ୍କ ଜେଲ୍ ଅବଧି ବୃଦ୍ଧି ହୋଇଛି। ବିଚାର ବିଭାଗୀୟ ହାଜତ ଅବଧି ଆଉ ୧୪ ଦିନ ବୃଦ୍ଧି!-->…
Read More...
Read More...
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ନ୍ୟୁଜବ୍ୟୁରୋ: ଔଷଧର ଅବୈଧ ବିକ୍ରୟ ଏବଂ ବଢ଼ୁଥିବା ନିଶାଦ୍ରବ୍ୟ ସମସ୍ୟାକୁ ରୋକିବା ପାଇଁ ଦିଲ୍ଲୀ ସରକାର ଏକ ବଡ଼ ଏବଂ କଠୋର ପଦକ୍ଷେପ ନେଇଛନ୍ତି। ଏବେ ରାଜଧାନୀର ପ୍ରତ୍ୟେକ ମେଡିକାଲ ଦୋକାନରେ ସିସି କ୍ୟାମେରା ଲଗାଇବା ବାଧ୍ୟତାମୂଳକ ହେବ। ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି ଯେ ୩୧ ଜୁଲାଇ,!-->…
Read More...
Read More...
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ ବଦଳି ହେଲେ ୬ ଅଧିକାରୀ
ନ୍ୟୁଜବ୍ୟୁରୋ: ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା ମିଳିଛି । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହୋଇଛନ୍ତି ୬ ଅଧିକାରୀ।
ଜୁଲାଇ ୨୦ରେ ହେବାକୁ!-->!-->!-->…
Read More...
Read More...
କୋଟିପତି ଡେପୁଟି ରେଞ୍ଜର ଗିରଫ
ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଶନିବାର ଗିରଫ। ଗତକାଲି ରାମଚନ୍ଦ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିଲା। ତାଙ୍କ ଘରୁ ନଗଦ ୧ କୋଟି ୪୩ ଲକ୍ଷ ଟଙ୍କା ଓ ଦେଢ଼ କେଜି ସୁନା ମିଳିଥିଲା। ଏହାସହ ବ୍ୟାଙ୍କ ଆକାଉଣ୍ଟରେ ୧ କୋଟି ୩୩!-->…
Read More...
Read More...
ବୁଣାକାର ଶ୍ରମିକଙ୍କ ପାଇଁ ଭତ୍ତା ବଢାଇଲେ ରାଜ୍ୟ ସରକାର
ଭୁବନେଶ୍ବର: ବଢ଼ିଲା ବୁଣାକାର ଶ୍ରମିକଙ୍କ ଭତ୍ତା। ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ତେବେ ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।
ସୂଚନାଯୋଗ୍ୟ,!-->!-->!-->…
Read More...
Read More...
ମଣିପୁରରେ ଆହୁରି ୬ ମାସ ପାଇଁ ବୃଦ୍ଧି ହେଲା ରାଷ୍ଟ୍ରପତି ଶାସନ
ମଣିପୁର: ମଣିପୁରରେ ରାଷ୍ଟ୍ରପତି ଶାସନକୁ ୬ ମାସ ପାଇଁ ବୃଦ୍ଧି କରାଯାଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଲୋକସଭାରେ ଆଗତ ଏକ ପ୍ରସ୍ତାବ ପରେ ମଣିପୁରରେ ରାଷ୍ଟ୍ରପତି ଶାସନର ଅବଧି ଆଉ ଛଅ ମାସ ପାଇଁ ବୃଦ୍ଧି କରାଯାଇଛି। ଏହିରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ପରେ, କେନ୍ଦ୍ର!-->…
Read More...
Read More...
ଏଣିକି ଓଡ଼ିଆରେ ପାଠ ପଢ଼ିବେ ଯୁକ୍ତ ୨ ବିଜ୍ଞାନ ଛାତ୍ରଛାତ୍ରୀ
ଭୁବନେଶ୍ବର: ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର। ଏଥିପାଇଁ ସ୍ବତନ୍ତ୍ର ଭାବେ ବହି ପ୍ରସ୍ତୁତ କରାଯାଇଛି। ଗୁରୁବାର ରମାଦେବୀ ମହିଳା ମହାବିଦ୍ୟାଳୟରେ ଓଡ଼ିଆ ଭାଷାରେ ଲିଖିତ ଯୁକ୍ତ୨ ବିଜ୍ଞାନ ପୁସ୍ତକ ଲୋକାର୍ପଣ ହୋଇଛି। ରମାଦେବୀ ମହିଳା ମହାବିଦ୍ୟାଳୟ ଏବଂ ଓଡ଼ିଆ!-->…
Read More...
Read More...
ରେଳ ଷ୍ଚେସନ ଏବଂ ବସ ଷ୍ଟାଣ୍ଡରେ ପ୍ରତିଷ୍ଠା ହେବ ଶିଶୁ ସହାୟତା କେନ୍ଦ୍ର
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ସୁରକ୍ଷା ସମୀକ୍ଷା ବୈଠକରେ ରେଳ ଷ୍ଟେସନ ଓ ବସ୍ ଷ୍ଟାଣ୍ଡରେ ଶିଶୁ ସହାୟତା କେନ୍ଦ୍ର ସ୍ଥାପନ ନିଷ୍ପତ୍ତି ନିଆଯାଇଛି।
ବୈଠକରେ କେନ୍ଦ୍ର ସରକାରଙ୍କ ‘ମିଶନ୍ ବାତ୍ସଲ୍ୟ’!-->!-->!-->…
Read More...
Read More...
ଓଡ଼ିଶା ଟେକ୍ସର ଶୁଭାରମ୍ଭ
ଭୁବନେଶ୍ବର: ଟେକ୍ସଟାଇଲ ଶିଳ୍ପର ବିକାଶ ଦିଗରେ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ। ଶୁକ୍ରବାର ଲୋକସେବା ଭବନରେ ‘ଓଡ଼ିଶା ଟେକ୍ସ ୨୦୨୫’ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି। କଟକ,!-->…
Read More...
Read More...