Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
Today’s Highlight
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମା ଧମକ
ନୂଆ ଦିଲ୍ଲୀ: ସୋମବାର ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମା ଧମକ ମିଳିବା ପରେ ରାଜଧାନୀରେ ଆତଙ୍କ ସୃଷ୍ଟି ହୋଇଛି। ଧମକପୂର୍ଣ୍ଣ ଇମେଲ୍ ଟି ଏକ ଖଲିସ୍ତାନୀ ଗୋଷ୍ଠୀର ନାମରେ ପଠାଯାଇଥିବା ସୂଚନା ମିଳିଛି। ଘଟଣା ପରେ ଦିଲ୍ଲୀ ପୁଲିସ୍ ତୁରନ୍ତ ତଦନ୍ତ ଆରମ୍ଭ କରିଛି। ଲାଲକିଲ୍ଲା ପରିସର!-->…
Read More...
Read More...
ପୂର୍ବତନ କେନ୍ଦ୍ର ରେଳମନ୍ତ୍ରୀ ମୁକୁଲ ରାୟଙ୍କ ପରଲୋକ
ପଶ୍ଚିମବଙ୍ଗ: ବେଙ୍ଗଳ ରାଜନୀତିରେ ‘ଚାଣକ୍ୟ’ ଭାବେ ପରିଚିତ ଦିଗ୍ଗଜ ନେତା ମୁକୁଲ ରାୟଙ୍କ ୭୧ ବର୍ଷ ବୟସରେ ଦେହାନ୍ତ ଘଟିଛି। ପୂର୍ବତନ ରେଳମନ୍ତ୍ରୀ ଓ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ଭାବେ ସେ ଦୀର୍ଘ ସମୟ ଧରି ସକ୍ରିୟ ଥିଲେ। କୋଲକାତାର ଏକ ବେସରକାରି ଚିକିତ୍ସାଳୟରେ ରାତି ୧ଟା ୩୦!-->…
Read More...
Read More...
ବିଜେପିରେ ମିଶିବେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପୁଅ ଅଭିଜିତ୍
ବାଲେଶ୍ବର: ବିଜେପିରେ ମିଶିବେ ଅନନ୍ତ ଦାସଙ୍କ ପୁଅ। ଏ ନେଇ ନିଜେ ସୂଚନା ଦେଇଛନ୍ତି ଅଭିଜିତ। ସେ କହିଛନ୍ତି, ମୁଁ ଓ ମୋ ପରିବାର ଖୁବଶୀଘ୍ର ପଦ୍ମ ଧରିବାକୁ ଯାଉଛୁ। ବାପାଙ୍କ ଅଧୂରା ସ୍ୱପ୍ନକୁ ପୂରଣ କରିବା ପାଇଁ ଏଭଳି ନିଷ୍ପତ୍ତି ନେଇଛି।
ସ୍ବର୍ଗତ ଅନନ୍ତ ଦାସଙ୍କ ପୁଅ ଅଭିଜିତ ଭାଜପାରେ!-->!-->!-->…
Read More...
Read More...
ଓଡ଼ିଶାରେ ସାମୁଦ୍ରିକ ବନ୍ଦର ଓ ଜଳପଥ ବିକାଶକୁ ବଜେଟ୍ରେ ଗୁରୁତ୍ୱ
ଭୁବନେଶ୍ବର: ଓଡ଼ିଶାରେ ସାମୁଦ୍ରିକ ବନ୍ଦର ଓ ଜଳପଥ ବିକାଶକୁ ବଜେଟ୍ରେ ବିଶେଷ ଗୁରୁତ୍ୱ ଦିଆଯାଇଛି। କେନ୍ଦ୍ରାପଡ଼ାରେ ଏକ ଜାତୀୟ ବୃହତ୍ ଜାହାଜ ନିର୍ମାଣ କ୍ଲଷ୍ଟର ସ୍ଥାପନ କରାଯିବାକୁ ଯୋଜନା ହୋଇଛି ଏବଂ ଏହି ପ୍ରକଳ୍ପ ପାଇଁ ୨୨ ହଜାର ୭ ଶହ କୋଟି ଟଙ୍କା ବିନିଯୋଗ କରାଯିବ। ଏଥିରେ ଓଡ଼ିଶା!-->…
Read More...
Read More...
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଫରେଷ୍ଟର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତିନିଗୋଟି ସ୍ଥାନରେ ଚଢାଉ ଜାରି ରହିଛି। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ!-->…
Read More...
Read More...
ଶିଲଂ ସାଂସଦ ଡକ୍ଟର ରିକି ଏ.ଜେ. ସିଙ୍ଗକନଙ୍କ ପରଲୋକ
ମେଘାଳୟ; ଡକ୍ଟର ରିକି ଆଣ୍ଡ୍ରୁ ଜେ. ସିଙ୍ଗକନ୍ ମେଘାଳୟର ଶିଲଂ ଲୋକସଭା ଆସନର ସାଂସଦ ଥିଲେ। ଖବର ଅନୁଯାୟୀ, ସେ ଶିଲଂ ନିକଟସ୍ଥ ମାୱଲାଇ–ମାୱିଓଙ୍ଗ ଅଞ୍ଚଳରେ ଫୁଟବଲ୍ ଖେଳୁଥିବା ସମୟରେ ହଠାତ୍ ହୃଦ୍ଘାତରେ ଅଚେତ ହୋଇ ପଡ଼ିଥିଲେ। ତୁରନ୍ତ ତାଙ୍କୁ ମାୱିଓଙ୍ଗ କମ୍ୟୁନିଟି ହେଲ୍ଥ ସେଣ୍ଟରକୁ!-->…
Read More...
Read More...
ଏବେ କିନ୍ନରମାନେ ଦେଇପାରିବେ ଓସିଏସ୍ ପରୀକ୍ଷା
ଭୁବନେଶ୍ବର: ପ୍ରଶାସନର ବଡ଼ ପଦବୀରେ ବସିବାକୁ କିନ୍ନରଙ୍କୁ ମିଳିଲା ବଡ଼ ସୁଯୋଗ। ଏବେ ତୃତୀୟ ଲିଙ୍ଗ ବା କିନରମାନେ ଦେଇପାରିବେ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା। ଏ ସଂକ୍ରାନ୍ତରେ ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା!-->!-->!-->…
Read More...
Read More...
ଶିମିଳିପାଳରେ ହେବ ହେଲିପ୍ୟାଡ୍’: ପରିବହନ ମନ୍ତ୍ରୀ
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳରେ ହେବ ହେଲିପ୍ୟାଡ୍। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ଆବଶ୍ୟକୀୟ ଜମି ନିରୂପଣ ପାଇଁ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରାଯାଇଛି ବୋଲି ସେ କହିଛନ୍ତି।
ଭୁବନେଶ୍ୱର-ଗୋପାଳପୁର, ଭୁବନେଶ୍ୱର-ଶିମିଳିପାଳକୁ!-->!-->!-->…
Read More...
Read More...
ଅର୍ଥନୈତିକ ସର୍ଭେ ରିପୋର୍ଟ: ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ
ଭୁବନେଶ୍ବର: ଆସନ୍ତାକାଲି(ଶୁକ୍ରବାର) ବିଧାନସଭାରେ ଆଗତ ହେବ ଓଡ଼ିଶା ବଜେଟ। ଏହା ପୂର୍ବରୁ ଆଜି ବିଧାନସଭାରେ ଆଗତ ହୋଇଛି ଆର୍ଥିକ ବର୍ଷ ୨୦୨୫-୨୬ର ଅର୍ଥନୈତିକ ସର୍ଭେ ରିପୋର୍ଟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଉପସ୍ଥାପନ କରିଛନ୍ତି ଅର୍ଥନୈତିକ ସର୍ଭେ ରିପୋର୍ଟ। ଜାତୀୟ ସ୍ତରଠୁ!-->…
Read More...
Read More...
ଭୁବନେଶ୍ୱରରେ ପଳାଶୁଣିରୁ ରସୁଲଗଡ଼ ପର୍ଯ୍ୟନ୍ତ ହେବ ସ୍କାଏୱାକ୍
ଭୁବନେଶ୍ବର: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା ଏନଏଚଏଆଇ। ପଳାଶୁଣିରୁ ରସୁଲଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବ ଏକ ବିଶାଳ ସ୍କାଏୱାକ୍। ବୁଧବାର ଏନଏଚଏଆଇ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ!-->…
Read More...
Read More...