Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category
Today’s Highlight
ସରକାରୀ ବାସଭବନ ନ ଛାଡିବା ନେଇ ସ୍ପଷ୍ଟିକରଣ ରଖିଲେ ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ
ନୂଆଦିଲ୍ଲୀ: ଅବସରର ୮ ମାସ ପରେ ବି ସରକାରୀ ବଙ୍ଗଳା ଖାଲି କରିନାହାନ୍ତି। ତେଣୁ ତୁରନ୍ତ ଖାଲି କରିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ସେହି ବାସଭବନ ବର୍ତ୍ତମାନର ସିଜେଆଇଙ୍କ ପାଇଁ ଉଦ୍ଦିଷ୍ଟ ଥିବାରୁ ଜଷ୍ଟିସ୍ ଚନ୍ଦ୍ରଚୂଡଙ୍କୁ ଖାଲି କରିବାକୁ କୁହାଯାଇଛି।!-->…
Read More...
Read More...
ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହେଲା କେଦାରନାଥ ଯାତ୍ରା
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଓ ଏହାର ନିକଟବର୍ତ୍ତି ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଅଳକନନ୍ଦା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଭୂସ୍ଖଳନ ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଯାହାକୁ ଦୃଷ୍ଟିରେ ରଖି କେଦାରନାଥ ଯାତ୍ରାକୁ ବନ୍ଦ ରଖାଯାଇଛି। ଯାତ୍ରୀଙ୍କୁ ସୋନପ୍ରୟାଗ ଓ ଗୌରୀକୁଣ୍ଡରେ!-->…
Read More...
Read More...
ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ
ମୁମ୍ବାଇ: ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ଡ଼ାକ୍ତରଖାନାରୁ ଆଜି ଡିସଚାର୍ଜ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ତ୍ତମାନ ସମ୍ପୂର୍ଣ ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ। ଏହି ସପ୍ତାହରେ ସେ ମୁମ୍ବାଇରେ ରହିବା ନେଇ!-->…
Read More...
Read More...
ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା
କଟକ: ଆଜି ଯୁକ୍ତ-୨ ଇ-ପ୍ରବେଶ ପାଇଁ ପ୍ରଥମ ଚୟନ ଯୋଗ୍ୟ ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ମୋଟ ୪,୪୬,୨୦୫ ଆବେଦନକାରୀଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୪,୧୩,୮୦୪ ଜଣ ଛାତ୍ରଛାତ୍ରୀଙ୍କୁ ମନୋନୀତ କରାଯାଇଛି। ପ୍ରଥମ ସିଲେକ୍ସନରେ ପ୍ରାୟ ୯୨.୭୫% ପିଲା ଚୟନ ହୋଇଛନ୍ତି।
ସମସ୍ତ!-->!-->!-->…
Read More...
Read More...
ବିଜେପି ରାଜ୍ୟ ସଭାପତି ହେବେ ମନମୋହନ
ଭୁବନେଶ୍ବର: ରାଜ୍ୟ ବିଜେପି ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଲେ ମନମୋହନ ସାମଲ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିଲେ ନାମାଙ୍କନ । ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ କେବଳ ବିଧିବଦ୍ଧ ଘୋଷଣା ବାକି। ନିର୍ଦ୍ଧାରିତ ସମୟ ଭିତରେ ଆଉ କେହି ନାମାଙ୍କନ ଭରି!-->…
Read More...
Read More...
ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ
ଛତିଶଗଡ଼: ଛତିଶଗଡ଼ର ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁରକ୍ଷା ବାହିନୀଙ୍କ ଗୁଳିରେ ଦୁର୍ଦ୍ଦାନ୍ତ ମାଓବାଦୀ ସୋଡ଼ି କନ୍ନା ଓରଫ ପଦନାମ ନିହତ ହୋଇଛନ୍ତି। ଶନିବାର ହୋଇଥିବା ଏହି ଏନକାଉଣ୍ଟରରେ ନିହତ ସୋଢି କନ୍ନା!-->…
Read More...
Read More...
ହୀରାକୁଦରୁ ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ
ସମ୍ବଲପୁର: ଆଜି ହୀରାକୁଦ ଛାଡ଼ିଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ। ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା ପରେ ଡ୍ୟାମର ୧୨ଟି ଗେଟ୍ ଖୋଲାଯାଇଥିବା ସୂଚନା ରହିଛି। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍ ଖୋଲାଯାଇଛି। ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ!-->…
Read More...
Read More...
ରଥ ଚକାରେ ଚାପି ହୋଇ ୬ ଆହତ
ସୋନପୁର: ସୋନପୁର ଜିଲା ବିନିକା ବ୍ଲକ କଂସାରୀପଡ଼ା ବାହୁଡ଼ାଯାତ୍ରାରେ ବଡ଼ ଅଘଟଣ ଘଟିଛି। ରଥ ଚକାରେ ଚାପିହୋଇ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ,୪ ଜଣ ଆହତଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା!-->…
Read More...
Read More...
ଆଜି ମହାପ୍ରଭୁଙ୍କ ସୁନାବେଶ
ପୁରୀ: ଆଜି ମହାବାହୁଙ୍କ ସୁନାବେଶ। ମହଣ ମହଣ ସୁନାରେ ଆଭୂଷିତ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କ ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡ ତଢାଉ ବେଶ ଅନ୍ୟତମ। ଜଗତର ନାଥ, ଶ୍ରୀକ୍ଷେତ୍ରାଧିପତି ଶୃଙ୍ଗାର ପ୍ରିୟ ମହାପ୍ରଭୁଙ୍କ ଆଜି ଦୁର୍ଲ୍ଲଭ ସୁନାବେଶ। ମହଣ ମହଣ!-->…
Read More...
Read More...
ସ୍କୁଟିକୁ ପଛରୁ ପିଟିଲା ଟ୍ରେଲର, ୨ ମହିଳା କନଷ୍ଟେବଳ ମୃତ
ରାୟଗଡ଼ା: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗୁନାଖାଲ ଛକଠାରେ ଏକ ସ୍କୁଟିକୁ ଶନିବାର ଏକ ଟ୍ରେଲର ପଛପଟୁ ଧକ୍କା ଦେବାରୁ ସ୍କୁଟି ଚାଳକ ତଥା ମହିଳା କନଷ୍ଟେବଳ ଟ୍ରେଲର ତଳେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ କାର୍ଯ୍ୟରତ ପୋଲିସ କନଷ୍ଟେବଳ!-->…
Read More...
Read More...