ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category

Today’s Highlight

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ସମ୍ବଲପୁର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨…
Read More...

ଲ୍ୟାଣ୍ଡମାଇନ ନ ବିସ୍ଫୋରଣରେ ଜଣେ ଯବାନ ସହିଦ

ଛତିଶଗଡ଼: ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାରେ ଲାଣ୍ଡମାଇନ ବିସ୍ଫୋରଣ ହୋଇଥିବା ଖବର ମିଳିଛି। ବିସ୍ଫୋରଣରେ ଜଣେ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସହିଦ ଡିଆରଜି ଯବାନ ହେଉଛନ୍ତି ଦିନେଶ ନାଗ। ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ଅପରେସନ…
Read More...

ପୁଣି ଦିଲ୍ଲୀର ତିନୋଟି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଏକକାଳୀନ ତିନୋଟି ସ୍କୁଲକୁ ବୋମା ବିସ୍ପୋରଣ ଧମକ ମିଳିଛି । ଫଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍କୁଲ ପ୍ରଶାସନକୁ ବୋମା ଧମକ ମିଳିବା ମାତ୍ରେ ପୋଲିସକୁ ତୁରନ୍ତ ସୂଚନା ଦିଆଯାଇଥିଲା। ସୂଚନା ପାଇବା ମାତ୍ରେ ପୋଲିସ, ବୋମା ସ୍କ୍ୱାଡ୍ ଏବଂ ଦିଲ୍ଲୀ ଅଗ୍ନିଶମ…
Read More...

ପଞ୍ଚଭୂତରେ ବିଲୀନ ହେଲେ ଶହୀଦ ମନୋଜ ବିଶ୍ୱାଳ

ଜମ୍ମୁ-କଶ୍ମୀର: ପଞ୍ଚଭୂତରେ ବିଲୀନ ହେଲେ ସହିଦ ମନୋଜ ବିଶ୍ୱାଳ। ଜମ୍ମୁ-କଶ୍ମୀରର କିସ୍ତଓ୍ବାର ଠାରେ ହୋଇଥିବା ବାଦଲ ଫଟା ବର୍ଷାରେ ଶହୀଦ ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମାଣିକମରା ଗ୍ରାମର ମନୋଜ ବିଶ୍ୱାଳ। ଗତ ଦୁଇ ଦିନ ତଳେ ମନୋଜଙ୍କ ମୃତ୍ୟୁକୁ ନେଇ ପରିବାର ଲୋକ ସୂଚନା…
Read More...

କଠୁଆରେ ବାଦଲ ଫଟା ବର୍ଷା: ୭ ମୃତ

ଜମ୍ମୁ ଓ କାଶ୍ମୀର: କଠୁଆରେ ପ୍ରାକୃତିକ ବିପର୍ଯୟ। ବାଦଲ ଫଟା ବର୍ଷାରେ କଠୁଆରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଜମ୍ମୁ ଓ କାଶ୍ମୀରର କିସ୍ତୱାରରେ ବାଦଲ ଫଟା ବର୍ଷା ଓ ବନ୍ୟା ଯୋଗୁଁ ଭୟଙ୍କର କ୍ଷୟକ୍ଷତି ହୋଇଥିବା ବେଳେ ଏବେ ପ୍ରକୃତିର ଭୟଙ୍କର ରୂପ ଦେଖୁଛନ୍ତି କଠୁଆବାସୀ। ରବିବାର…
Read More...

ଶିଶୁ ଓ ମହିଳାମାନଙ୍କୁ ଦିଆଯାଉଥିବା ଖାଦ୍ୟରେ ଉନ୍ନତି ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି, ଛତୁଆ…
Read More...

ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନୂଆପଡ଼ା: ନୂଆପଡ଼ା ରେଳ ଷ୍ଟେସନ୍‌ ପାଖ ଏକ ଗଛରୁ ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୃତକ ମହିଳା କନେଷ୍ଟବଳ ଜଣକ ହେଲେ ରୁକ୍ମଣୀ ନାଗ। ମୃତ୍ୟୁ ପୂର୍ବରୁ ଏକ ଭିଡିଓ କରି ଝୁଲି ପଡ଼ିଥିବା ସୂଚନା ରହିଛି। ସେ ନୂଆପଡ଼ା ପୋଲିସରେ କାର୍ଯ୍ୟରତ ଥିଲେ। ତେବେ ମହିଳା ପୋଲିସ…
Read More...

ନଦୀରେ ଭାସୁଛି ୭୦ରୁ ଉର୍ଦ୍ଧ୍ବ ମଇଁଷିଙ୍କ ମୃତଦେହ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ଏକମାଣିଆ ଓ ନଳପାହି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ନଦୀରେ ଭାସୁଛି ୭୩ ମଇଁଷିଙ୍କ ମୃତଦେହ। ମଇଁଷିମାନେ ଚରିବାକୁ ଯିବା ସମୟରେ ନଦୀରୁ ବାହାରିଥିବା ଏକ ଶାଖା ନଦୀ ଦକ୍ଷିଣଡିହା (ଗଳିଆ) ନାମକ ସ୍ଥାନରେ ପଶି ଯାଇଥିଲେ। …
Read More...

ପ୍ରତାପ ଜେନାଙ୍କ ପୁଅଙ୍କ ନାଁରେ ଠକେଇ ଅଭିଯୋଗ ମାମଲା

କେନ୍ଦ୍ରାପଡ଼ା: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଡୁଆ ବଢିଲା। ପୁଅ ଅଙ୍କିତ ପ୍ରତାପ ଜେନାଙ୍କ ନାଁରେ ଏକ ବଡ଼ ଧରଣର ଠକେଇ ଅଭିିଯୋଗ ସାମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ଟାଉନ ଥାନାରେ ଅଙ୍କିତଙ୍କ ବିରୋଧରେ ୪୮ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଏକ ମାମଲା ରୁଜୁ ହୋଇଛି। …
Read More...

ଯୁଦ୍ଧ ପୀଡ଼ିତ ଓ ପରିବାର କଲ୍ୟାଣ ପାଇଁ ଜିନ୍ଦଲ ଷ୍ଟିଲ୍ କର୍ମଚାରୀଙ୍କ ପକ୍ଷରୁ ୨କୋଟି ଟଙ୍କାର ସହାୟତା

ନୂଆଦିଲ୍ଲୀ, ୧୪ ଅଗଷ୍ଟ ୨୦୨୫: ସ୍ୱାଧୀନତାର ୭୯ତମ ବର୍ଷ ପୂର୍ତ୍ତିର ପୂର୍ବ ସନ୍ଧ୍ୟାରେ ଜିନ୍ଦଲ ଷ୍ଟିଲ କର୍ମଚାରୀ ମାନେ ଦେଶଭକ୍ତିର ନିଦର୍ଶନ ସୂରୁପ ଅପରେସନ ସିନ୍ଦୁରର ସଫଳତା ଉପଲକ୍ଷେ ପ୍ରଭାବିତ ସୈନିକ ଏବଂ ସେମାନଙ୍କ ପରିବାରର କଲ୍ୟାଣ ପାଇଁ ୨କୋଟି ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। …
Read More...