Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଶୁ ଫର୍ମୁଲା ଫୁଡ୍କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍ଟି ସୁପରିନଟେଣ୍ଡଣ୍ଟ
Browsing Category
Today’s Highlight
ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆଉ ୨ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆଉ ୨ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ। ଗିରଫଦାରୀ ସଂଖ୍ୟା ୮ରେ ପହଞ୍ଚିଛି। ଗିରଫ ଦୁଇଜଣ କୋରାପୁଟ ଓ କଳାହାଣ୍ଡିର ଶିକ୍ଷକ ବୋଲି ଜଣାପଡିଛି। ଏହି ଘଟଣାରେ ଶିକ୍ଷକଙ୍କ ସଂପୃକ୍ତି ରହିଛି। ପ୍ରେସମିଟରେ କ୍ରାଇମବ୍ରାଞ୍ଚ DIG ବି.!-->…
Read More...
Read More...
୪୫୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଏସଆରଏ
ବ୍ୟାସନଗର: ଲାଞ୍ଚ ନେଇ ଧରାପଡ଼ିଲେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ । ବ୍ୟାସନଗର ତହସିଲ୍ ଏସଆରଏ ହେମନ୍ତ କୁମାର ପେରେଇଙ୍କୁ ଧରିଲା ଭିଜିଲାନ୍ସ । ଜଣେ ବ୍ୟକ୍ତିଙ୍କ ଠାରୁ ୪୫୦୦ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ିବସିଥିଲା ।
ସୂଚନା ମୁତାବକ, ବ୍ୟକ୍ତିଗତ ଜମିର ସୀମା!-->!-->!-->…
Read More...
Read More...
ଅନିଲ ଅମ୍ବାନୀଙ୍କୁ ସମନ ଜାରି କଲା ଇଡି
ନୂଆଦିଲ୍ଲୀ: ରିଲାଏନ୍ସ ଗ୍ରୁପର ଅଧ୍ୟକ୍ଷ ଅନିଲ ଅମ୍ବାନୀ ଓ ତାଙ୍କ ରିଲାଏନ୍ସ ସମୂହର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଶିଳ୍ପପତି ଅନିଲ ଅମ୍ବାନୀଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)। ଅଗଷ୍ଟ ୫ରେ ଜେରା ପାଇଁ ହାଜର ହେବାକୁ ଇଡି ଏହି ସମନ ଜାରି କରିଛି।
ମନି!-->!-->!-->…
Read More...
Read More...
ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇଦେଲେ ପିଅନ
ଗଜପତି: ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏଭଳି ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ଆର୍. ଉଦୟଗିରି ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ବିଭାଗରୁ ଆସିଛି।
ବିଭାଗର ସହକାରୀ!-->!-->!-->…
Read More...
Read More...
ପ୍ରଜ୍ଞା ଠାକୁରଙ୍କ ସମେତ ୭ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ
ମହାରାଷ୍ଟ୍ର: ମହାରାଷ୍ଟ୍ରର ବହୁଚର୍ଚ୍ଚିତ ମାଲେଗାଓଁ ବିସ୍ଫୋରଣ ମାମଲାରେ ପୂର୍ବତନ ସାଂସଦ ପ୍ରଜ୍ଞା ସିଂହ ଠାକୁରଙ୍କ ସମେତ ୭ ଜଣ ଅଭିଯୁକ୍ତ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସ୍ୱତନ୍ତ୍ର କୋର୍ଟ ଆଜି ତାଙ୍କ ରାୟ ଶୁଣାଇଛନ୍ତି।
ମାଲେଗାଓଁ ବିସ୍ଫୋରଣ ମାମଲାରେ ସାଧ୍ୱୀ!-->!-->!-->…
Read More...
Read More...
ସରକାରୀ ଅଫିସ୍ରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ମନା
ଭୁବନେଶ୍ବର: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍ଗୁଡ଼ିକରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ!-->…
Read More...
Read More...
ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍ ‘ନିସାର’
ଆନ୍ଧ୍ରପ୍ରଦେଶ: ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ଓ ଆମେରିକୀୟ ସ୍ପେଶ ଏଜେନ୍ସି (ନାସା) ସଫଳତାର ସହିତ ଐତିହାସିକ ଲଞ୍ଚ ଭାବେ ଆଜି ନାସା-ଇସ୍ରୋ ସିନ୍ଥେଟିକ୍ ଆପର୍ଚର ରାଡାର (NISAR) ଉପଗ୍ରହକୁ ଉତକ୍ଷେପଣ କରିଛି। ଆନ୍ଧ୍ରପ୍ରଦେଶ ସ୍ଥିତ ଶ୍ରୀହରିକୋଟାର ସତୀଶ ଧୱନ ସ୍ପେଶ!-->…
Read More...
Read More...
ଭୟଙ୍କର ଭୂମିକମ୍ପ ସାଙ୍ଗକୁ ସୁନାମୀ ଆତଙ୍କ
ରୁଷ: ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ ହୋଇଛି। ଏହି ଭୂମିକମ୍ପ ଏତେ ଭୟଙ୍କର ଯେ ଯାହାର ଭିଡିଓ ଛାତି ଥରାଇ ଦେବ। ଯାହା ୨୦୧୧ ପରେ ହୋଇଥିବା ସବୁଠାରୁ ଭୟଙ୍କର ଭୂମିକମ୍ପ ବୋଲି କୁହାଯାଉଛି । ତେବେ ଆଜି ପ୍ରତ୍ୟୁଷରେ ରୁଷିଆର ପୂର୍ବ କାମଚଟକା!-->…
Read More...
Read More...
ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆସିଛି ବଡ଼ ଖବର। ସ୍ପେସିଆଲ ଓଟିଇଟି ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ବଡ଼ ସଫଳତା । ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ। ଗିରଫ ହୋଇଥିବା ସମସ୍ତ ବୋର୍ଡର କର୍ମଚାରୀ। ୨ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ନେଇ!-->…
Read More...
Read More...
ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ନୂଆଦିଲ୍ଲୀ; ଭାରତୀୟ ଡାକ ବିଭାଗ ଏହାର ୫୦ ବର୍ଷରୁ ଅଧିକ ପୁରୁଣା ପ୍ରତିଷ୍ଠିତ ସେବାକୁ ବନ୍ଦ କରିବା ଘୋଷଣା କରିଛି। ସେପ୍ଟେମ୍ବର ୧ ତାରିଖରୁ, ଭାରତୀୟ ଡାକ ବିଭାଗ ରେଜିଷ୍ଟର୍ଡ (ପଞ୍ଜିକୃତ ପୋଷ୍ଟ)କୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ଡାକ ବିଭାଗ। ଏହାସହ ଏହାକୁ ସ୍ପିଡ୍!-->…
Read More...
Read More...