Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ଗାଁ ଶ୍ମଶାନରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ
ବାଲେଶ୍ବର:ପଞ୍ଚଭୂତରେ ଲୀନ ହେଲେ ସୌମ୍ୟାଶ୍ରୀ। ପୈତୃକ ଗାଁ ଭୋଗରାଇ ପଳାସିଆ ଗାଁରେ ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଶେଷକୃତ୍ୟ କରାଯାଇଛି। ସୌମ୍ୟାଶ୍ରୀଙ୍କୁ ଅଶ୍ରୁଳ ବିଦାୟ ଜଣାଇଛନ୍ତି ପରିବାର, ଆତ୍ମୀୟ ସ୍ୱଜନ ଓ ସାଙ୍ଗସାଥୀ। ଶହ ଶହ ଲୋକ ତାଙ୍କର ଶେଷକୃତ୍ୟରେ ସାମିଲ ହୋଇଥିଲେ।!-->…
Read More...
Read More...
ଏଫଏମ୍ କଲେଜ ପୀଡ଼ିତାଙ୍କୁ ଭେଟିଲେ ରାଷ୍ଟ୍ରପତି
ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଚିକିତ୍ସିତ ବାଲେଶ୍ୱର ଫକିର ମୋହନ କଲେଜ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏମ୍ସ ସମାବର୍ତ୍ତନ ଉତ୍ସବ ପରେ ପୀଡିତାଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି। ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍କୁ ଯାଇ ଭେଟିଲେ!-->…
Read More...
Read More...
ଏମ୍ସର ସମାବର୍ତ୍ତନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି
ଭୁବନେଶ୍ୱର: ଭୁବନେଶ୍ୱରରେ ପହଁଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଲେ ଥିଲେ। ସେଠାରେ ତାଙ୍କୁ ଭଗ୍ୟ ସ୍ବାଗତ କରାଯାଇଥିଲା। ଏହା ପରେ ଏମ୍ସର ଭୁବନେଶ୍ୱର ସମାବର୍ତ୍ତନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି!-->…
Read More...
Read More...
ଏଫଏମ କଲେଜ ନିଲମ୍ବିତ ପ୍ରିନସିପାଲ ଦିଲ୍ଲୀପ ଘୋଷ ଗିରଫ
ବାଲେଶ୍ୱର: ବାଲେଶ୍ୱର ଫକୀର ମୋହନମହାବିଦ୍ୟାଳୟର ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷ ଗିରଫ। ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ। ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ ଛାତ୍ରୀଙ୍କ ପରିବାର। ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ ଗିରଫ ହୋଇଥିଲେ। ବର୍ତ୍ତମାନ!-->…
Read More...
Read More...
ହରିଆଣା, ଗୋଆକୁ ମିଳିଲା ନୂଆ ରାଜ୍ୟପାଳ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହରିୟାଣା ଏବଂ ଗୋଆରେ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହା ବ୍ୟତୀତ ଲଦାଖରେ ଜଣେ ନୂତନ ଉପରାଜ୍ୟପାଳଙ୍କୁ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଫେସର ଅଶିମ କୁମାର ଘୋଷଙ୍କୁ ହରିୟାଣାର ରାଜ୍ୟପାଳ ଏବଂ ପି. ଅଶୋକ ଗଜପତି!-->…
Read More...
Read More...
ମାଓବାଦୀ ଆଇଇଡି ବିସ୍ଫୋରଣରେ ୪ ଗ୍ରାମବାସୀ ଆହତ
ବିଜାପୁର: ନକ୍ସଲବାଦୀଙ୍କ ଘୃଣ୍ୟ କାର୍ଯ୍ୟକଳାପ ପୁଣିଥରେ ସାମ୍ନାକୁ ଆସିଛି। ମଦେଦ ଅଞ୍ଚଳରେ ମାଓବାଦୀ ଙ୍କ ଦ୍ୱାରା ବିଛାଯାଇଥିବା ଆଇଇଡି ବିସ୍ଫୋରଣ ଫଳରେ ୪ ଜଣ ଗ୍ରାମବାସୀ ଆହତ ହୋଇଛନ୍ତି। ଆହତ ଗ୍ରାମବାସୀଙ୍କୁ ଜିଲ୍ଲା ହସ୍ପିଟାଲ ବିଜାପୁରରେ ଭର୍ତ୍ତି କରାଯାଇଛି। ଆହତ ଗ୍ରାମବାସୀଙ୍କ!-->…
Read More...
Read More...
ରାଜଧାନୀରେ ସ୍କୁଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଥିବା ଦୁଇଟି ସ୍କୁଲକୁ ବୋମା ଧମକ ମିଳିଛି। ସୋମବାର ସକାଳୁ ସକାଳୁ ଚାଣକ୍ୟପୁରୀ ଏବଂ ଦ୍ୱାରକା ଅଞ୍ଚଳରେ ଥିବା ୨ଟି ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଇ-ମେଲରେ ଧମକ ଦିଆଯାଇଛି। ଅଭିଯୋଗ ପରେ ଦିଲ୍ଲୀର ଏକ ସ୍ବତନ୍ତ୍ର ପୋଲିସ ଟିମ୍ ସନ୍ଧାନୀ କୁକୁର ସହ ଉଭୟ!-->…
Read More...
Read More...
ଏମ୍ସରେ ବିଗୁଡୁଛି ଛାତ୍ରୀଙ୍କ ଅବସ୍ଥା
ଭୁବନେଶ୍ବର: ଏମ୍ସରେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଏଫଏମ କଲେଜର ଛାତ୍ରୀଙ୍କସ୍ୱାସ୍ଥ୍ୟ ଏବେ ଶଙ୍କଟାପନ୍ନ ରହିଥିବା କୁହାଯାଇଛି । ନିଆଁରେ ପୋଡିହେବା ପରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଉ ସେ ମେଡିକାଲରେ ଭର୍ତ୍ତି ହେବା ପରେ ଶରୀରର ଅଧିକାଂଶ ଅଙ୍ଗ ପୋଡି ଯାଇଥିବା ସୂଚନା!-->…
Read More...
Read More...
ମେଡିକାଲ ଛାତରୁ ଡେଇଁ ରୋଗୀ ଗୁରୁତର
ବଲାଙ୍ଗୀର: ହସ୍ପିଟାଲ ଛାତରୁ ଡେଇଁ ରୋଗୀ ଗୁରୁତର। ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ସୋମବାର ଅଘଟଣ ଘଟିଛି। ମେଡିସିନ ଓ୍ବାର୍ଡର ଦିତୀୟ ମହଲା କୋଠାରୁ ଜଣେ ରୋଗୀ ଡେଇଁ ପଡ଼ିବାରୁ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ରୋଗୀ ଜଣକ ବଲାଙ୍ଗୀର ସହର ଖରସେଲପଡ଼ାର ପୂର୍ଣ୍ଣଚନ୍ଦ୍ର ସାହୁ!-->…
Read More...
Read More...
ଟ୍ରେନ୍ରୁ ଖସି ସିଆର୍ପିଏଫ୍ ଯବାନ ଗୁରୁତର
ରାୟଗଡ଼ା: ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍ପିଏଫ୍ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର ରାତିରେ ରାଉଲକେଲା ଜଗଦଲପୁର ଏକ୍ସପ୍ରେସ୍ରେ କୋରାପୁଟରୁ ବଲାଙ୍ଗୀର ଅଭୀମୁଖେ ଯାଉଥିବା ବେଳେ ଲେଲିଗୁମା!-->…
Read More...
Read More...