Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି
Browsing Category
Today’s Highlight
ସରଣ୍ଡା ଜଙ୍ଗଲରୁ ୨ ହାର୍ଡକୋର୍ ମାଓବାଦୀ ଗିରଫ
ଝାଡ଼ଖଣ୍ଡ: ଦୁଇ ହାର୍ଡକୋର୍ ମାଓବାଦୀ ଗିରଫ। ସୁରକ୍ଷାବାହିନୀକୁ ମିଳିଛି ବଡ଼ ସଫଳତା। ଓଡିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରୁ ରବିବାର ୨ ଜଣ ମାଓବାଦୀ ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ମାଓବାଦୀମାନେ ହେଲେ ସବ ଜୋନାଲ କମିଟିର ସଦସ୍ୟ ସନ୍ଦୀପ ଓରଫ ହିଡିମା ପାଡେୟାମ ଓ ଏରିଆ କମିଟି ସଦସ୍ୟ!-->…
Read More...
Read More...
ଗଣେଶ ଭଷାଣି ବେଳେ ହାତାହାତି
ଜଣେ ମୃତ, ୧୦ ଆହତ
ନୟାଗଡ଼: ଗଣେଣ ମୂର୍ତ୍ତି ଭସାଣିକୁ ନେଇ ନୟାଗଡ଼ରେ ଅଭାବନୀୟ ଘଟଣା ଘଟିଛି। ଗଣେଣ ମୂର୍ତ୍ତି ଭସାଣି ବେଳେ ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତର କରଡ଼ାପଲ୍ଲୀ ଏବଂ ପାଥପୁର ଗ୍ରାମରେ ଦୁଇ ଗ୍ରାମର ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ!-->!-->!-->…
Read More...
Read More...
ଆଫଗାନିସ୍ତାନରେ ଭୂକମ୍ପ
ମୃତ୍ୟୁ ସଂଖ୍ୟା ୮୦୦ ଟପିଲା, ୧୩୦୦ ଆହତ
ଆଫଗାନିସ୍ତାନ: ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ସୀମା ନିକଟ ପୂର୍ବ ଆଫଗାନିସ୍ତାନରେ ୬.୩ ତୀବ୍ରତାର ଭୂମିକମ୍ପ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୮୦୦ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩୦୦ରୁ ଅଧିକ ଆହତ ହୋଇଛନ୍ତି। ଆମେରିକାର!-->!-->!-->…
Read More...
Read More...
୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ସଂଧ୍ୟାରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି!-->…
Read More...
Read More...
୭ ନୂଆ ମ୍ୟୁନିସିପାଲିଟି ଓ ୧୬ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ୭ ନୂଆ ମ୍ୟୁନିସିପାଲିଟି ୧୬ଟି ନୂଆ ଏନ୍ଏସି ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଘୋଷଣା ହୋଇଥିବା ୭ ନୂଆ ମ୍ୟୁନିସପାଲିଟି ହେଲା, କରଞ୍ଜିଆ, ବୌଦ୍ଧ, ଭଞ୍ଜନଗର, ଆସିକା,!-->!-->!-->…
Read More...
Read More...
ଖଣି ମାଲିକଙ୍କ ଘରେ ଇଡି ରେଡ
୧୦ ଦାମୀ କାର ସହ କୋଟିଏ ଟଙ୍କାର ସୁନା ଗହଣା ଜବତ
ନ୍ୟୁଜ୍ ବ୍ୟୁରୋ: ଖଣି ମାଲିକ ରଞ୍ଜନ ଦେଶଙ୍କ ଘର ସମେତ ଅଫିସ ଠିକଣାରେ ଇଡି ପକ୍ଷରୁ ଚଢ଼ଉ ଜାରି ରହିଛି। ଶକ୍ତିଙ୍କ ନୟାପଲ୍ଲୀ ସ୍ଥିତ ଘରେ ହିମାଚଳ ପ୍ରଦେଶ ଇଡି ଟିମ୍ ଚଢ଼ାଉ କରିଛି। ହିମାଚଳ ପ୍ରଦେଶ ପୋଲିସ ସିଆଇଡି ନିକଟରେ ମାମଲା!-->!-->!-->…
Read More...
Read More...
ସହରିଆଙ୍କ ପାଇଁ ଆସିଗଲା ‘ସହର ସାଥୀ’
ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସହରବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସହର ସାଥୀ’ ସୁବିଧାର ଲୋକାର୍ପଣ କରିଛନ୍ତି। ଏହା ନାଗରିକମାନଙ୍କୁ ସଶକ୍ତ, ଦ୍ରୁତ ଏବଂ କ୍ରିୟାଶୀଳ ସେବା ପ୍ରଦାନ ସୁନିଶ୍ଚିତ!-->!-->!-->…
Read More...
Read More...
ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୪ ମୃତ
ନ୍ୟୁଜ୍ ବ୍ୟୁରୋ: ଏକ ବାଣ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ ଘଟିଛି। ଦମକଳ ଗାଡ଼ି ଆସି ନିଆଁକୁ ଆୟତ୍ତ କରିଛି। ବିସ୍ଫୋରଣରେ ନିକଟସ୍ଥ ଘରଗୁଡ଼ିକ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ରହିଛି। ବିସ୍ଫୋରଣର କାରଣ!-->…
Read More...
Read More...
ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ
କଟକ: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାର ଅସୁସ୍ଥ ହୋଇ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଏହା ସଙ୍ଗୀତ ପ୍ରେମୀଙ୍କୁ ଚିନ୍ତିତ କରିଛି। ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିଲା । ଲିଭର ଜନିତ!-->…
Read More...
Read More...
ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ
୫୩୪ଟି ଅଧିକ ଗ୍ୟାସ ଟାଙ୍କି ଜବତ
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀ ଏଣ୍ଟରପ୍ରାଇଜେସ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ କରାଯାଇଛି। ବିଭିନ୍ନ ଅଭିଯୋଗ ଓ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବରକୁ ଭିତ୍ତିକରି ଖୋର୍ଦ୍ଧା ଯୋଗାଣ ଅଧିକାରୀ!-->!-->!-->…
Read More...
Read More...