Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
Today’s Highlight
କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ
କେରଳ: କେରଳରେ ପ୍ରବଳ ବର୍ଷା, ଭୂସ୍ଖଳନ ଓ ଜଳବନ୍ଦୀ ସ୍ଥିତି ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ବର୍ଷା ବିତ୍ପାତରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ଓ ୮ ଜଣ ନିଖୋଜ ଅଛନ୍ତି। ୨୭ଟି ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ୧୯୬ଟି ଘର ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ୨୦୯ଟି!-->…
Read More...
Read More...
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚି ୩ ଦିନିଆ ଓଡ଼ିଶା ଗସ୍ତ ଆରମ୍ଭ କରିଛନ୍ତି। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ୱାଗତ ଜଣାଇଥିଲେ। ଆଜି ସେ କଟକ ଜିଲ୍ଲା!-->…
Read More...
Read More...
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମହାନଦୀ, ବୈତରଣୀ, ସାଳନ୍ଦୀ ଓ ଜଳକା ନଦୀରେ ବନ୍ୟା ପରିସ୍ଥିତି ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ଶନିବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହେଲିକପ୍ଟର ଯୋଗେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ବନ୍ୟା ସ୍ଥିତିର!-->…
Read More...
Read More...
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
କଲକାତା: ବାଂଲାଦେଶରୁ ନିର୍ବାସିତ ଚର୍ଚ୍ଚିତ ଲେଖିକା ତସଲିମା ନସରିନ୍ ଦୀର୍ଘ ୧୯ ବର୍ଷ ପରେ କଲକାତାକୁ ଫେରିଛନ୍ତି। ସେ ସୋସିଆଲ ମିଡିଆରେ ନିଜ ଆଗମନ ସମ୍ପର୍କରେ ସୂଚନା ଦେଇଥିଲେ। ବିମାନବନ୍ଦରରେ ପହଞ୍ଚିବା ପରେ ହାତ ଯୋଡ଼ି ସେ କହିଥିଲେ, “ଫେରିଆସି ବହୁତ ଭଲ ଲାଗୁଛି।” ଏହି!-->…
Read More...
Read More...
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ନୂଆଦିଲ୍ଲୀ: ‘ଷ୍ଟାର୍ଟଅପ୍ ଓଡ଼ିଶା’ର ସହଯୋଗରେ ଆଗକୁ ବଢ଼ୁଥିବା ଓଡ଼ିଶାର ୩ଟି ଷ୍ଟାର୍ଟଅପ୍ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ କଲଚରାଲ ସେଣ୍ଟରରେ ଆୟୋଜିତ ସ୍ୱତନ୍ତ୍ର ପ୍ରଦର୍ଶନୀରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କରି ଜାତୀୟ ସ୍ତରରେ ପ୍ରଶଂସା ସାଉଁଟିଛନ୍ତି। ଏହି ତିନି ଷ୍ଟାର୍ଟଅପ୍!-->…
Read More...
Read More...
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର
ନୂଆଦିଲ୍ଲୀ: ହୋଟେଲ, ରେଷ୍ଟୁରାଣ୍ଟ ଓ ଅନ୍ୟାନ୍ୟ ବ୍ୟବସାୟିକ ପ୍ରତିଷ୍ଠାନ ପାଇଁ ଆଶ୍ୱସ୍ତିର ଖବର। ଅଗଷ୍ଟ ୧ରୁ ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ସିଲିଣ୍ଡର ଦରରେ ବଡ଼ ହ୍ରାସ କରାଯାଇଛି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟରେ ପ୍ରାୟ ୧୯୨ ଟଙ୍କା ପର୍ଯ୍ୟନ୍ତ!-->…
Read More...
Read More...
ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ
ସମ୍ବଲପୁର: ହୀରାକୁଦ ଡ୍ୟାମ୍ରେ କ୍ରମାଗତ ଭାବେ ଜଳସ୍ତର ବୃଦ୍ଧି ପାଉଥିବାରୁ ପ୍ରଶାସନର ଚିନ୍ତା ବଢ଼ିଛି। ଜଳଭଣ୍ଡାରକୁ ଲଗାତାର ବିପୁଳ ପରିମାଣର ପାଣି ପ୍ରବେଶ କରୁଥିବାରୁ ପର୍ଯ୍ୟାୟକ୍ରମେ ଗେଟ୍ ଖୋଲାଯାଉଛି। ଶୁକ୍ରବାର ତୃତୀୟ ପର୍ଯ୍ୟାୟରେ ଆଉ ୮ଟି ଗେଟ୍ ଖୋଲାଯିବା ପରେ ବର୍ତ୍ତମାନ!-->…
Read More...
Read More...
କମନୱେଲ୍ଡ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଦେ
ଜୁଡୋରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ
ନ୍ୟୁଜ୍ ବ୍ୟୁରୋ: କମନୱେଲ୍ଡ ଗେମ୍ସରେ ଭାରତୀୟ ଜୁଡୋ ପ୍ରଥମଥର ପାଇଁ ସ୍ୱର୍ଣ୍ଣ ପଦକ ଜିତି ନୂଆ ଇତିହାସ ସୃଷ୍ଟି କରିଛି। ଯୁବ ଜୁଡୋକା ଅସ୍ମିତା ଦେ’ ମହିଳା ୪୮ କିଲୋଗ୍ରାମ ବର୍ଗର ଫାଇନାଲରେ କାନାଡାର ହେଇଡି କ୍ୱେଚ୍ଙ୍କୁ ଗୋଲ୍ଡେନ୍ ସ୍କୋରରେ ପରାସ୍ତ!-->!-->!-->…
Read More...
Read More...
୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା
ରାଜନଗର: ଦୀର୍ଘ ତିନି ମାସର ବନ୍ଦ ପରେ ଆସନ୍ତାକାଲି ଅଗଷ୍ଟ ୧ରୁ ଭିତରକନିକା ଜାତୀୟ ଉଦ୍ୟାନ ପୁଣିଥରେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏହା ସହିତ ଦେଶ ଓ ବିଦେଶର ପର୍ଯ୍ୟଟକମାନେ ପୁଣି ଥରେ ଭିତରକନିକାର ମନୋରମ ପ୍ରାକୃତିକ ପରିବେଶ, ବିଶାଳ ମ୍ୟାଙ୍ଗ୍ରୋଭ ଜଙ୍ଗଲ ଏବଂ ବିରଳ ବନ୍ୟଜନ୍ତୁଙ୍କୁ!-->…
Read More...
Read More...
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ବ୍ରହ୍ମପୁର: ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ କଲେଜରେ ଅନୁଷ୍ଠିତ ପୋଷ୍ଟ ଗ୍ରାଜୁଏଟ୍ (ପିଜି) ପରୀକ୍ଷାକୁ ନେଇ ସୃଷ୍ଟି ହୋଇଥିବା ବିବାଦରେ ନୂଆ ମୋଡ଼ ଆସିଛି। ଗତ ୨୭ ତାରିଖରେ ହୋଇଥିବା ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ହୋଇନଥିବା ବେଳେ ଏହା ଏକ!-->…
Read More...
Read More...