Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଶୁ ଫର୍ମୁଲା ଫୁଡ୍କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍ଟି ସୁପରିନଟେଣ୍ଡଣ୍ଟ
Browsing Category
Today’s Highlight
ଭୁବନେଶ୍ୱର ଏମ୍ସରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଏମ୍ସରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏମ୍ସର ଜଣେ ମହିଳା କର୍ମଚାରୀ ଜଣେ ପୁରୁଷ ନର୍ସିଂ ଅଧିକାରୀଙ୍କ ବିରୁଦ୍ଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ରବିବାର ବିଳମ୍ବିତ ରାତିରେ ନର୍ସିଂ ଅଫିସର ନାନୁ ରାମ ଚୌଧୁରୀ ତାଙ୍କୁ!-->…
Read More...
Read More...
ଯୋଗାଣ ମନ୍ତ୍ରୀଙ୍କଠୁ ଠକିନେଲେ ୨୫ ଲକ୍ଷ
ଢେଙ୍କାନାଳ: ଜମି ଜାଲିଆତି ମାମଲାରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଠାରୁ ୨୫ ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ସେ ଢେଙ୍କାନାଳ ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ଏହି ଘଟଣା ୨୦୨୧ ମସିହାରେ ଘଟିଥିଲା। ସେ!-->!-->!-->…
Read More...
Read More...
ବଦଳିଲା ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ଓ ଲୋଗୋ
ଭୁବନେଶ୍ବର: ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ବଦଳିଛି। ୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପକାଇବେ ଛାତ୍ରୀଛାତ୍ର। ଏହି ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ କରାଯାଇଛି। ସେହିପରି ହାଉସ ୟୁନିଫର୍ମ ଏବଂ ଟୋପିର ଲୋଗୋ ମଧ୍ୟ ପରିବର୍ତ୍ତନ!-->…
Read More...
Read More...
ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
ଭୁବନେଶ୍ଵର: ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି । ଜୁଲାଇ ମାସ ୧୯ ରୁ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଷୀ ପଞ୍ଜୀକରଣ ଲାଗି ସମୟସୀମା ଧାର୍ଯ୍ୟ କରାଯାଇଛି ।
ତେବେ ପଞ୍ଜୀକରଣରେ ଚାଷୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ସର୍ଭର ଡାଉନ!-->!-->!-->…
Read More...
Read More...
୧୭ ଏମ୍ପିଙ୍କୁ ସଂସଦରତ୍ନ ପୁରସ୍କାର
ନୂଆଦିଲ୍ଲୀ: ଲୋକ ସଭାରେ ଦୃଷ୍ଟାନ୍ତମୂଳକ ପ୍ରଦର୍ଶନ ପାଇଁ ୧୭ ଜଣ ଏମ୍ପିଙ୍କୁ ଚଳିତ ବର୍ଷର ସଂସଦରତ୍ନ ପୁରସ୍କାର ପାଇଁ ଚୟନ କରାଯାଇଛି। ସେମାନଙ୍କ ମଧ୍ୟରେ ଏନ୍ସିପି (ଏସ୍ପି) ଏମ୍ପି ସୁପ୍ରିୟା ସୁଲେ, ଭାଜପା ଏମ୍ପି ରବି କିଶନ ଏବଂ ନିଶିକାନ୍ତ ଦୁବେ, ଶିବସେନା (ୟୁବିଟି)ର ଅରବିନ୍ଦ!-->…
Read More...
Read More...
ମନସା ଦେବୀ ମନ୍ଦିରରେ ଦଳାଚକଟା
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ମନସା ଦେବୀ ମନ୍ଦିରରେ ଏକ ଗୁଜବ କାରଣରୁ ରବିବାର ସକାଳେ ଦଳାଚକଟା ହୋଇଛି । ଏହି ଅଘଟଣରେ ୬ ଜଣ ଭକ୍ତଙ୍କର ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଭକ୍ତ ଆହତ ହୋଇଛନ୍ତି । ମନ୍ଦିର ସିଡିରେ ବିଦ୍ୟୁତ୍ ତାର ପଡିଥିବାର ଗୁଜବ ଖେଳିବା ପରେ ମନ୍ଦିର ମଧ୍ୟରେ ଦଳାଚକଟା!-->…
Read More...
Read More...
ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ
ଭୁବନେଶ୍ଵର: କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ନିଲମ୍ବନ କଲା ବିଜେଡି। ଗିରଫ ପରେ କର୍ପୋରେଟର ଅମରେଶ ଜେନା ଦଳରୁ ନିଲମ୍ବିତ ହୋଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି।ନାବାଳିକାଙ୍କୁ ଦୁଷ୍କର୍ମ!-->…
Read More...
Read More...
ଏନ୍କାଉଣ୍ଟରରେ ୪ ମାଓବାଦୀ ନିପାତ
ଛତିଶଗଡ଼: ଛତିଶଗଡ଼ର ବିଜାପୁର ଜିଲାରେ ଶନିବାର ସୁରକ୍ଷାବାହିନୀକୁ ଏକ ବଡ଼ ସଫଳତା ମିଳିଛି। ମାଓବାଦୀମାନଙ୍କ ସହିତ ଚାଲିଥିବା ଏନ୍କାଉଣ୍ଟରରେ ସୁରକ୍ଷାବାହିନୀ ଏପର୍ଯ୍ୟନ୍ତ ୪ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଜଣେ ପୋଲିସ ଅଧିକାରୀ ପିଟିଆଇକୁ କହିଛନ୍ତି ଯେ, ସୁରକ୍ଷାବାହିନୀ ଏବଂ!-->…
Read More...
Read More...
ଜଳପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ
ସମ୍ବଲପୁର: ଦେବଝରଣ ଜଳପ୍ରପାତରେ ଅଘଟଣ। ଆଜି ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ। ମୃତକ ଦୁଇ ଜଣ ବୁର୍ଲା ଭୀମସାରର ବୋଲି ଜଣା ପଡିଛି। ମୃତ ଛାତ୍ରୀଙ୍କ ନାଁ ମୋନିକା ମୀନା ଓ ଛାତ୍ରଙ୍କ ନାଁ ସନ୍ଦୀପ ପୁରୀ। ଦୁଇ ମୃତକ ଭୀମସାରର ଶେଷ!-->…
Read More...
Read More...
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଦଶ ବର୍ଷ ପୂର୍ବେ ଜଣେ ସରକାରୀ ଡାକ୍ତରଙ୍କ ବିରୋଧରେ ରୁଜୁ ହୋଇଥିବା ଏକ ଲାଞ୍ଚ ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଗଜପତି ଜିଲ୍ଲାର ଗୁରାଣ୍ଡି କମ୍ୟୁନିଟି ହେଲ୍ଥ ସେଣ୍ଟର (ସିଏଚସି)ର ଇନଚାର୍ଜ ମେଡିକାଲ!-->…
Read More...
Read More...