Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ମେଡିକାଲ କଲେଜ ଏବଂ ହସ୍ପିଟାଲରେ ନିଯୁକ୍ତି ହେଲେ ୯ ବରିଷ୍ଠ ଡାକ୍ତର
ଭୁବନେଶ୍ବର: ଓଡ଼ିଶା ସରକାର ନଅ ଜଣ ବରିଷ୍ଠ ଡାକ୍ତରଙ୍କ ନିଯୁକ୍ତି ଏବଂ ବଦଳି ସହିତ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏମସିଏଚ)ରେ ଏକ ଅଦଳବଦଳ କରିଛନ୍ତି। ବ୍ରହ୍ମପୁରର MKCG ଏମସିଏଚର ଅଧୀକ୍ଷକ ସୁଚିତ୍ରା ଦାସଙ୍କୁ ସେହି ପ୍ରତିଷ୍ଠାନର ଡିନ୍ ଏବଂ ପ୍ରିନ୍ସିପାଲ ଭାବେ ନିଯୁକ୍ତ କରାଯାଇଛି।!-->…
Read More...
Read More...
ସ୍କୁଲ ବସକୁ ଧକ୍କା ଦେଲା ଟ୍ରେନ, ୩ ଛାତ୍ର ମୃତ
ତାମିଲନାଡୁ: ତାମିଲନାଡୁର କୁଡ୍ଡାଲୋର ଜିଲ୍ଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଫାଟକ ପାର୍ ହେଉଥିବା ବେଳେ ଏକ ପାସେଞ୍ଜର ଟ୍ରେନ୍କୁ ସ୍କୁଲ ଭ୍ୟାନ୍ ଧକ୍କା ଦେଇଛି। ଫଳରେ ଭ୍ୟାନରେ ଥିବା ୩ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଛାତ୍ର ଗୁରୁତର ଥିବା ଜଣାପଡିଛି।କୁଡ୍ଡାଲୋର ଏବଂ!-->…
Read More...
Read More...
କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବଙ୍କ ପରଲୋକ
ନୂଆଦିଲ୍ଲୀ: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବଙ୍କ ପରଲୋକ ଘଟିଛି। ଦୀର୍ଘ ଦିନ ଧରି ଶ୍ୱାସକ୍ରିୟାରେ ସମସ୍ୟା ହେତୁ ତାଙ୍କୁ ଯୋଧପୁର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ କିଛି ଦିନ ଧରି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ!-->…
Read More...
Read More...
ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁରେ ବାଜିଲା ମୋହର
ଭୁବନେଶ୍ବର: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସହମତିରେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିର୍ବାଚିତ କରାଯାଇଛି। ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା!-->…
Read More...
Read More...
ଷ୍ଟିଅରିଂ ଛାଡ଼ ଆନ୍ଦୋଳନରେ ଡ୍ରାଇଭର ସଂଘ
ଭୁବନେଶ୍ବର: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସୂଚନା ଦେଇଛନ୍ତି। ମନ୍ତ୍ରୀ!-->…
Read More...
Read More...
ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି
ପୁରୀ: ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି। ୯ଟି ହାଣ୍ଡିରେ ପଣା କରାଯାଇ ଶ୍ରୀଜିଉଙ୍କୁ ଲାଗି ହେଲା। ଲାଗି ପରେ ଅଶରୀରୀଙ୍କ ତୃପ୍ତି ପାଇଁ ଭଙ୍ଗାଗଲା ହାଣ୍ଡି । ଦର୍ଶନ ସହ ମୁକ୍ତି ପାଇଁ ଘୁରି ବୁଲୁଥାନ୍ତି ଚଣ୍ଡୀଚାମୁଣ୍ଡା। ତୃପ୍ତ କରିବା ପାଇଁ ରଥାରୁଢ଼ ଶ୍ରୀବିଗ୍ରହଙ୍କ ପାଖରେ ଲାଗିହେଲା।
!-->!-->…
Read More...
Read More...
ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ପୁରୀ ରଥ ଯାତ୍ରାରେ ୨୦ ଲକ୍ଷ ଶ୍ରଦ୍ଧାଳୁଙ୍କୁ ଭୋଜନ ସେବା
- ନବ ଯୌବନ ଦର୍ଶନରୁ ସୁନାବେଶ ପର୍ଯ୍ୟନ୍ତ ୧୧ ଦିନ ବ୍ୟାପୀ ଅନ୍ନ ସେବା
ଭୁବନେଶ୍ୱର, ୭ ଜୁଲାଇ ୨୦୨୫: ପୁରୀର ପବିତ୍ର ରଥଯାତ୍ରା ସମୟରେ ଭକ୍ତମାନଙ୍କୁ ସେବା କରିବାର ଏହାର ଦୀର୍ଘ ପରମ୍ପରାକୁ ଜାରି ରଖି, ଜିନ୍ଦଲ ଷ୍ଟିଲର ସାମାଜିକ ଶାଖା ଜିନ୍ଦଲ ଫାଉଣ୍ଡେସନ ଏହି!-->!-->!-->…
Read More...
Read More...
ସରକାରୀ ବାସଭବନ ନ ଛାଡିବା ନେଇ ସ୍ପଷ୍ଟିକରଣ ରଖିଲେ ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ
ନୂଆଦିଲ୍ଲୀ: ଅବସରର ୮ ମାସ ପରେ ବି ସରକାରୀ ବଙ୍ଗଳା ଖାଲି କରିନାହାନ୍ତି। ତେଣୁ ତୁରନ୍ତ ଖାଲି କରିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ସେହି ବାସଭବନ ବର୍ତ୍ତମାନର ସିଜେଆଇଙ୍କ ପାଇଁ ଉଦ୍ଦିଷ୍ଟ ଥିବାରୁ ଜଷ୍ଟିସ୍ ଚନ୍ଦ୍ରଚୂଡଙ୍କୁ ଖାଲି କରିବାକୁ କୁହାଯାଇଛି।!-->…
Read More...
Read More...
ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହେଲା କେଦାରନାଥ ଯାତ୍ରା
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଓ ଏହାର ନିକଟବର୍ତ୍ତି ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଅଳକନନ୍ଦା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଭୂସ୍ଖଳନ ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଯାହାକୁ ଦୃଷ୍ଟିରେ ରଖି କେଦାରନାଥ ଯାତ୍ରାକୁ ବନ୍ଦ ରଖାଯାଇଛି। ଯାତ୍ରୀଙ୍କୁ ସୋନପ୍ରୟାଗ ଓ ଗୌରୀକୁଣ୍ଡରେ!-->…
Read More...
Read More...
ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ
ମୁମ୍ବାଇ: ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ଡ଼ାକ୍ତରଖାନାରୁ ଆଜି ଡିସଚାର୍ଜ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ତ୍ତମାନ ସମ୍ପୂର୍ଣ ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ। ଏହି ସପ୍ତାହରେ ସେ ମୁମ୍ବାଇରେ ରହିବା ନେଇ!-->…
Read More...
Read More...