ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category

Today’s Highlight

ପୁରୀ ଅଘଟଣ ନେଇ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଶରଧାବାଲି ୩ ଭକ୍ତଙ୍କ ମୃତ୍ୟୁ ଘଟଣା। ଏହି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦୁଃଖ ପ୍ରକାଶ କରିଛନ୍ତି। ପୁରୀ ଅଘଟଣ ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି। ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା
Read More...

ପୁରୀରେ ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ

ପୁରୀ: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ତୃତୀୟ ଦିନରେ ଏକ ବଡ ଧରଣର ଅଘଟଣ ଘଟିଛି ।ଠେଲାପେଲାରେ ଦଳାଚକଟା କାରଣରୁ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା। ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରେ ଠେଲାପେଲା ହୋଇ ଏଭଳି ଅଘଟଣ ଘଟିଥିବା ଜଣାପଡିଛି।ଅଧିକ ଭକ୍ତଙ୍କ ଉପସ୍ଥିତିରୁ ଠେଲାପେଲା
Read More...

ତିନି ଭଉଣୀଙ୍କ ଉପରେ ଚଢ଼ିଗଲା ଆମ ବସ୍

ପିପିଲି: ଅଧା ରହିଗଲା ଜଗା ଦର୍ଶନ। ପୁରୀ ଜିଲା ପିପିଲି ନିକଟରେ ଶନିବାର ଏକ ମମନ୍ତୁଦ ଦୁର୍ଘଟଣା ଘଟିଛି। ଆମ ବସ୍ ଧକ୍କାରେ ଚାଲି ଯାଇଛି ତିନି ଭଉଣୀଙ୍କ ଜୀବନ । ପିପିଲି ଓଭର ବ୍ରିଜ୍ ନିକଟରେ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ମୁତାବକ, ଏକ ସ୍କୁଟିରେ ଭୁବନେଶ୍ବରରୁ ୩ଜଣ ଯୁବତୀ
Read More...

୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର,

ଜୁଲାଇ ୩ ଯାଏଁ ବର୍ଷା ସମ୍ଭାବନା ଭୁବନେଶ୍ବର: ଆସନ୍ତାକାଲି ଉତ୍ତର ବଙ୍ଗୋପସାଗର ବାଂଲାଦେଶ , ପଶ୍ଚିମବଙ୍ଗ ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ ଓ ତାହା ପରବର୍ତ୍ତୀ ଦିନ ଅର୍ଥାତ୍ ୩୦ ତାରିଖ ରେ ସେହି ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା
Read More...

ପରାଗ ଜୈନ ହେଲେ ନୂଆ ର’ ମୁଖ୍ୟ

ନୂଆଦିଲ୍ଲୀ: ବରିଷ୍ଠ ଭାରତୀୟ ପୁଲିସ ସେବା(ଆଇପିଏସ) ଅଧିକାରୀ ପରାଗ ଜୈନଙ୍କୁ ଭାରତୀୟ ଗୁଇନ୍ଦା ସଂସ୍ଥା ର’ (ଅନୁସନ୍ଧାନ ଓ ବିଶ୍ଳେଷଣ ସଂସ୍ଥା)ର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ୧୯୮୯ ବ୍ୟାଚ ଆଇପିଏସ ଅଫିସର ପରାଗ ଜୈନ ଆସନ୍ତା ୨ ବର୍ଷ ଲାଗି ଏହି ଗୁରୁତ୍ବପୂର୍ଣ୍ମ ପଦ ସମ୍ଭାଳିବେ। ଗତ
Read More...

ପରଲୋକରେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି ଜରିୱାଲା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ମଡେଲ ଶେଫାଳୀ ଜରିୱାଲାଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ପରଲୋକ ଘଟିଛି । ବିଗବସ ଫେମ ତଥା ‘କାଣ୍ଟା ଲଗା ଗାର୍ଲ’ ଭାବରେ ଜଣାଶୁଣା ଅଭିନେତ୍ରୀ ଶେଫାଲି ଜରିୱାଲାଙ୍କ ମୃତ୍ୟୁ ହୋଇଛି। ମାତ୍ର ୪୨ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ବିଳମ୍ବିତ ରାତିରେ ନିଜ
Read More...

ଶରଧାବାଲିରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଗୌତମ ଆଦାନୀ

ପୁରୀ: ଓଡ଼ିଶାରେ ପହଞ୍ଚିଛନ୍ତି ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ। ଆଜି ରଥାରୂଢ ତିନି ଠାକୁରଙ୍କୁ ଦର୍ଶନ କରିଛନ୍ତି କୋଟିପତି ବ୍ୟବସାୟୀ ଗୌତମ ଆଦାନୀ। ଗତକାଲି ଠାରୁ ଆରମ୍ଭ ହୋଇଥିବା ପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଆରମ୍ଭରେ ଆଦାନୀ ସପରିବାରେ ସାମିଲ ହୋଇଛନ୍ତି।
Read More...

ଶରଧାବାଲିରେ ପହଞ୍ଚିଲା ତିନି ରଥ

ପୁରୀ: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ମହାପ୍ରଭୁଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପ୍ରଥମେ ତାଳଧ୍ୱଜ ଏବଂ ଦର୍ପଦଳନ ଶରଧାବାଲିରେ ପହଞ୍ଚିବା ପରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଗତକାଲି ରଥଟଣାରେ ବିଳମ୍ବ ଯୋଗୁ ଶରଧାବାଲିରେ
Read More...

ଦୁଷ୍କର୍ମ ମାମଲାରେ ଆଶାରାମଙ୍କୁ ଗୁଜରାଟ ହାଇକୋର୍ଟରୁ ଆଶ୍ଵସ୍ତି

ଗୁଜୁରାଟ: ଗୁଜରାଟ ହାଇକୋର୍ଟ ଆଶାରାମଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ଶୁକ୍ରବାର କୋର୍ଟ ୨୦୧୩ର ଏକ ଦୁଷ୍କର୍ମ ମାମଲାରେ ଆଶାରାମଙ୍କ ଅସ୍ଥାୟୀ ଜାମିନ ଅବଧିକୁ ଜୁଲାଇ ୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଆଶାରାମ ଏହି ମାମଲାରେ ଆଜୀବନ ସଜା କାଟୁଛନ୍ତି। ଜଷ୍ଟିସ ଇଲେଶ ଭୋରା ଏବଂ ଜଷ୍ଟିସ
Read More...

କାଲି ସକାଳ ୯ଟା ୩୦ରେ ପୁଣି ଆରମ୍ଭ ହେବ ରଥଟଣା

ପୁରୀ: ଜନସମୁଦ୍ର ଭିତରେ ଆଜି ଅଳ୍ପବାଟ ଯାଏଁ ଟଣାଗଲା ତିନି ରଥ। ବିଳମ୍ବରେ ଟଣାଗଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ରାତି ୭ଟା ୪୫ ମିନିଟରେ ଟଣାଗଲା କାଳିଆ ଠାକୁରଙ୍କ ରଥ। ଅଳ୍ପ ଗଡ଼ିଲା ପରେ ବନ୍ଦ କରାଗଲା ରଥଟଣ। ଏବେ ବି ସିଂହଦ୍ବାର ସମ୍ମୁଖରେ ଅଟକିଛି ନନ୍ଦିଘୋଷ ରଥ। ତେବେ
Read More...