Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category
Today’s Highlight
ଜୀଅନ୍ତା ଜଳିଗଲେ ଯୁବତୀ
ପଟ୍ଟାମୁଣ୍ଡାଇ: ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ।
ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀଜଣଙ୍କ ଜୀବନ ହାରିଛନ୍ତି। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିବା!-->!-->!-->…
Read More...
Read More...
ଭିଜିଲାନ୍ସ ଜାଲରେ ପ୍ରିନ୍ସିପାଲ୍ ସାଇଣ୍ଟିଫିକ୍ ଅଫିସର
ସମ୍ବଲପୁର: ଭିଜିଲାନ୍ସ ଜାଲରେ ଷ୍ଟେଟ୍ ଡ୍ରଗ୍ସ ଟେଷ୍ଟିଂ ଲାବ୍ରୋଟୋରୀର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଡ୍ରଗ୍ସ କଣ୍ଟ୍ରୋଲରଙ୍କ କାର୍ଯ୍ୟାଳୟର ପ୍ରିନ୍ସିପାଲ ସାଇଣ୍ଟଫିକ୍ ଅଫିସର ଦେବାଶିଷ ପଣ୍ଡା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି।!-->…
Read More...
Read More...
ଏସୀୟ ଜୁନିଅର ଉସୁ ଚାମ୍ପିଅନସିପ ବ୍ରୋଞ୍ଜ ବିଜେତା ଜିନ୍ଦଲ ସ୍ପୋର୍ଟସ ହଷ୍ଟେଲର ଶ୍ୱେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ…
ଭୁବନେଶ୍ୱର: ଚୀନରେ ଆୟୋଜିତ ଦ୍ୱାଦଶ ଏସୀୟ ଜୁନିଅର ଉସୁ ଚାମ୍ପିଅନସିପରେ ଚମତ୍କାର ପ୍ରଦର୍ଶନ କରିବା ସହ ୪୮ କେଜି ବର୍ଗରେ ବ୍ରୋଞ୍ଜ ମେଡାଲ ଜିତି ଦେଶ ପାଇଁ ଗୌରବ ଆଣିଥିବା ଜିନ୍ଦଲ ସ୍ପୋର୍ଟସ ହଷ୍ଟେଲର ଶ୍ୱେତାରାଣୀ ମହାନ୍ତଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମ୍ବର୍ଧିତ!-->…
Read More...
Read More...
ବାଦଲ ଫଟା ବର୍ଷାରେ ଭାସିଗଲା ଗାଁ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ଉତ୍ତରକାଶୀର ଧରାଲିରେ ବାଦଲ ଫଟା ବର୍ଷା ଫଳରେ ମଙ୍ଗଳବାର ଅପରାହ୍ନରେ ଏକ ଗାଁ ସମ୍ପୂର୍ଣ୍ଣ ଭାବେ ଭାସି ଯାଇଛି। ତେବେ ଏହି ଧରାଲି ଗାଁ ଡେରାଡୁନରୁ ୨୧୮ କିଲୋମିଟର ଏବଂ ଗଙ୍ଗୋତ୍ରୀ ଧାମରୁ ୧୦ କିଲୋମିଟର ଦୂରରେ ଅବସ୍ଥିତ ଅଟେ।
ଏହି ଘଟଣାର ଭିଡିଓ ଓ ଫଟୋ!-->!-->!-->…
Read More...
Read More...
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା
ଭୁବନେଶ୍ବର; ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ ରାଜ୍ୟ ସରକାର ୩ ବର୍ଷ ପାଇଁ ନିଯୁକ୍ତି କରିଛନ୍ତି।ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଲେ ଆଉ ୬ ସଦସ୍ୟ। ସେମାନେ ହେଲେ ସୁକେଶୀ!-->…
Read More...
Read More...
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
କୋରାପୁଟ: କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ ଜୁନିଅର କ୍ଲର୍କ ଭାବରେ କାର୍ଯ୍ୟରତ ସମ୍ବିତ ତ୍ରିପାଠିଙ୍କୁ ମଙ୍ଗଳବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି।
ସୂଚନା ଅନୁଯାୟୀ, ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ!-->!-->!-->…
Read More...
Read More...
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
ଭୁବନେଶ୍ଵର: ଓଡ଼ିଶା ସରକାର ସମସ୍ତ ବିଭାଗକୁ ଅଯୋଗ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କ ବିବରଣୀ ପ୍ରଦାନ କରିବାକୁ କହିଛନ୍ତି। ଅଯୋଗ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ ମଧ୍ୟ ଚେତାବନୀ ଦିଆଯାଇଛି। ଯେଉଁ ଅଧିକାରୀମାନେ ପ୍ରଭାବଶାଳୀ ଭାବରେ କର୍ତ୍ତବ୍ୟ ସମ୍ପାଦନ!-->…
Read More...
Read More...
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ନ୍ୟୁଜବ୍ୟୁରୋ: ଆଇଏମଡି ମହାନିର୍ଦ୍ଦେଶକ ଭାବରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି। ତାଙ୍କ ନିଯୁକ୍ତି ଅବଧି ସରୁଥିବାରୁ କେନ୍ଦ୍ର କ୍ୟାବିନେଟ୍ର ନିଯୁକ୍ତି ବ୍ୟାପାର କମିଟି ତାଙ୍କୁ ପୁନଃ ନିଯୁକ୍ତି ପ୍ରସ୍ତାବକୁ ମଞ୍ଜୁରି ଦେଇଛି। କ୍ୟାବିନେଟର ନିଯୁକ୍ତି!-->…
Read More...
Read More...
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଜମ୍ମୁ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି। ୭୯ବର୍ଷିୟ ସତ୍ୟପାଲଙ୍କର ଆରଏମ୍ଏଲ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି। ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି!-->…
Read More...
Read More...
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ନ୍ୟୁଜବ୍ୟୁରୋ: ଏଣିକି ସରକାରୀ କର୍ମଚାରୀ ହେବେ ସାବାଡ଼। ଅଫିସକୁ ମନଇଚ୍ଛା ଆସିପାରିବେନି ସରକାରୀ କର୍ମଚାରୀ। ନଚେତ ଅଫିସରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ସବୁ ରାଜସ୍ୱ କାର୍ଯ୍ୟାଳୟରେ ବସିବ ବାୟୋମେଟ୍ରିକ। ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ!-->!-->!-->…
Read More...
Read More...