Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଶୁ ଫର୍ମୁଲା ଫୁଡ୍କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍ଟି ସୁପରିନଟେଣ୍ଡଣ୍ଟ
Browsing Category
Today’s Highlight
ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ଦିଲ୍ଲୀ: ଓଡ଼ିଆ ଫିଲ୍ମ ଇତିହାସରେ ପ୍ରଥମ। ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେଲା ଓଡିଆ ଫିଲ୍ମ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବକଳେବରର କଥାବସ୍ତୁକୁ ନେଇ ପ୍ରସ୍ତୁତ ଫିଲ୍ମ 'ଶ୍ରୀଜଗନ୍ନାଥଙ୍କ ନବକଳେବର' ରାଷ୍ଟ୍ରପତି ପ୍ରଦର୍ଶିତ ହୋଇଛି। ପୂରା ଟିମ୍ ସହ ଫିଲ୍ମ ଦେଖି ଭାବବିହ୍ବଳ ହେଲେ!-->…
Read More...
Read More...
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ପୁରୀ: ପୁରୀ ଜିଲା ଅଞ୍ଚଳ, ବଳଙ୍ଗା ଥାନା ବାୟାବର ଗାଁରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏବଂ କହିଛନ୍ତି ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ। ପୀଡିତାଙ୍କୁ ଏମ୍ସକୁ ସ୍ଥାନାନ୍ତର!-->…
Read More...
Read More...
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍
ବାଲେଶ୍ଵର: ଜଳେଶ୍ଵର ଏନଏଚ୍ ୬୦ ବସ୍ତା ଥାନା ଜୁଣବଳଦା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍ ପଛପଟରେ ଯାତ୍ରୀବାହୀ ବସ୍ ଧକ୍କା ଦେବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା!-->…
Read More...
Read More...
ପୁଣି ନାବାଳିକା ଦେହରେ ନିଆଁ
ପୁରୀ: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ଜଣ ଦୁର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ବଳଙ୍ଗା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
ଛତିଶଗଡ଼: ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡ଼ରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ଜଣ ହାର୍ଡକୋର ମାଓବାଦୀ ନିପାତ ହୋଇଥିବା ବସ୍ତର ଆଇଜି ସୂଚନା ଦେଇଛନ୍ତି। ଅଧିକ ମାଓବାଦୀ ମୃତାହତ ଆଶଙ୍କାରେ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।
!-->!-->!-->…
Read More...
Read More...
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ
କଟକ: କଟକ ସାଂସଦ ଭର୍ତ୍ତୃହରି ମହତାବ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି। ବୈଠକରେ କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ,ଏକ ବୃହତ୍ କନ୍ଭେନସନ ସେଣ୍ଟର!-->…
Read More...
Read More...
ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ସିଏସଆର ଟାଇମ୍ସ ସ୍ୱର୍ଣ୍ଣ ପୁରସ୍କାର
ଭୁବନେଶ୍ବର: ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ପାଇଁ ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନକୁ ସିଏସଆର ଟାଇମ୍ସ ସ୍ୱର୍ଣ୍ଣ ପୁରସ୍କାର ପ୍ରଦାନ କରାଯାଇଛି। ଭାରତରେ ରୱାଣ୍ଡା ଗଣରାଜ୍ୟର ମାନ୍ୟବର ହାଇକମିଶନର ଶ୍ରୀମତୀ ଜ୍ୟାକଲିନ୍ ମୁକାଙ୍ଗିରା ନୂଆଦିଲ୍ଲୀରେ ଅନୁଷ୍ଠିତ ଦ୍ୱାଦଶ!-->…
Read More...
Read More...
ପୃଥ୍ବୀ-୨, ଅଗ୍ନି-୧ ପ୍ରାଇମ ମିଜାଇଲ୍ର ପରୀକ୍ଷଣ ସଫଳ
ବାଲେଶ୍ବର; ଭାରତକୁ ମିଳିଛି ଦୁଇ ଦୁଇଟି ବଡ଼ ସଫଳତା। ପୃଥ୍ବୀ-୨ ଏବଂ ଅଗ୍ନି-୧ ପ୍ରାଇମ ମିଜାଇଲ୍ର ଗୁରୁବାର ସଫଳ ପରୀକ୍ଷଣ କରି ଭାରତ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ଗୁରୁବାର ପୃଥ୍ବୀ-୨ ମିଜାଇଲର ସଫଳ ପରୀକ୍ଷଣ କରାଯାଇଛି। ପୃଥ୍ବୀ-୨ ମିଜାଇଲ!-->…
Read More...
Read More...
ସ୍ୱଚ୍ଛ ସର୍ବେକ୍ଷଣରେ ଚମକିଲା ଭୁବନେଶ୍ୱର, ଆସ୍କା ଚିକିଟିକୁ ମିଳିଲା ରାଷ୍ଟ୍ରପତି ପୁରସ୍କାର
ନୂଆଦିଲ୍ଲୀ: ଓଡ଼ିଶାର ରାଜଧାନୀ ଭୁବନେଶ୍ୱର କେନ୍ଦ୍ର ସରକାରଙ୍କ ସ୍ୱଚ୍ଛ ସର୍ବେକ୍ଷଣରେ ଭାରତର ଶୀର୍ଷ ୧୦ ସଫା ସହର ମଧ୍ୟରେ ସ୍ଥାନ ପାଇଛି। ୩ ଲକ୍ଷରୁ ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ସହର ଶ୍ରେଣୀରେ ଭୁବନେଶ୍ୱର ୯ମ ସ୍ଥାନ ଅଧିକାର କରିଛି। ପୂର୍ବବର୍ତ୍ତୀ ସ୍ୱଚ୍ଛ ସର୍ବେକ୍ଷଣରେ ଏହା ୩୪ତମ!-->…
Read More...
Read More...
ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ସହାୟତା:ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ!-->!-->!-->…
Read More...
Read More...