Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରି ବିସ୍ଫୋରଣରେ ୪ ଓଡ଼ିଆ ମୃତ
ତେଲେଙ୍ଗାନା: ତେଲେଙ୍ଗାନାର କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣାରେ ୪ ଓଡ଼ିଆ ମୃତ। ୪ ଜଣ ଆହତ। ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି। ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର। ଏଯାଏଁ ବିସ୍ଫୋରଣ ଘଟଣାରେ ୩୭ରୁ ଊର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ!-->…
Read More...
Read More...
ଶେଖ୍ ହସିନାଙ୍କୁ ୬ ମାସ ଜେଲ୍ଦଣ୍ଡ
ବାଂଲାଦେଶ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା ବଢିଯାଇଛି। ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୬ ମାସ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଅଦାଲତ ଅବମାନନା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ହସିନାଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ହୋଇଛି।!-->…
Read More...
Read More...
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ
ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଛନ୍ତି।
ଅଶୋକ ଦଣ୍ଡସେନା ୮୦୦ ମିଟର (ପୁରୁଷ ବର୍ଗ)!-->!-->!-->…
Read More...
Read More...
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୧୪ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱର ଏବଂ କଟକରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର!-->…
Read More...
Read More...
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
ତାମିଲନାଡୁ: ତାମିଲନାଡୁର ବିରୁଧୁନଗର ଜିଲ୍ଲାର ଶିବକାସୀରେ ଏକ ବାଣ ତିଆରି କାରଖାନାରେ ମଙ୍ଗଳବାର ଦିନ ହଠାତ୍ ବିସ୍ଫୋରଣ ଘଟିଥିଲା। ବାଣ କାରଖାନାରେ ବିସ୍ଫୋରଣରେ ୨ ଜଣ ମହିଳାଙ୍କ ସମେତ ଅତି କମରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି।
ସୂଚନା ଅନୁଯାୟୀ, ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା!-->!-->!-->…
Read More...
Read More...
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ଭୁବନେଶ୍ୱର: ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର। ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ। କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼, ସୁବର୍ଣ୍ଣପୁର, ବାଲେଶ୍ୱର!-->…
Read More...
Read More...
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ନୂଆଦିଲ୍ଲୀ: ମାସ ଆରମ୍ଭରୁ ଶସ୍ତା ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର। କେନ୍ଦ୍ର ସରକାର କମର୍ସିଆଲ ସିଲିଣ୍ଡର ମୂଲ୍ୟରେ ବଡ ଆଶ୍ଵସ୍ତି ଦେଇଛନ୍ତି। ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୫୮.୫୦ ଟଙ୍କା ହ୍ରାସ ହୋଇଛି। ଯାହା ଆଜିଠାରୁ ଲାଗୁ ହୋଇଛି। ତେବେ ୧୪.୨!-->…
Read More...
Read More...
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍ ଗିରଫ
ଭବାନୀପାଟଣା: ରାୟଗଡା ଓ କୋରାପୁଟ ଜଳ ବିଭାଜିକା ମିଶନର ପୂର୍ବତନ ପିଡି ଦୟାନିଧି ବାଗ ଗିରଫ। ତାଙ୍କ ଘରେ ଗତକାଲି ଭିଜିଲାନ୍ସ ରେଡ୍ କରିଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୟାନିଧି ବାଗ୍ଙ୍କ ଘରେ ଭିଜିଲାନ୍ସ ରେଡ୍ କରିଥିଲା। ତାଙ୍କୁ ଆଜି ଗିରଫ କରାଯାଇଛି। ଆଜି ଭବାନୀପାଟଣା!-->…
Read More...
Read More...
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଭୁବନେଶ୍ୱର: ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣର ପ୍ରତିବାଦରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ। ଠିଆ ହୋଇ ରହିଛି ୧୫ ସଫେଇ ଗାଡ଼ି। ନ୍ୟାୟ ନ ମିଳିଲେ ଭୁବନେଶ୍ୱରରୁ ଅଳିଆ ସଫା ହେବନି ବୋଲି କହିଛନ୍ତି ସଫେଇ କର୍ମଚାରୀ। ବିଏମସି ଅତିରିକ୍ତ କମିଶନର ରତ୍ନାକର!-->…
Read More...
Read More...
ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ତେଲଙ୍ଗାନା: ତେଲଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ପଶାମୟାଲାରାମରେ ଥିବା ସିଗାଚି ଇଣ୍ଡଷ୍ଟ୍ରିଜ ଔଷଧ କାରଖାନାରେ ଗତକାଲି ହୋଇଥିବା ଭୟଙ୍କର ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ମୃତ୍ୟୁ ସଂଖ୍ୟା ୩୪ କୁ ବୃଦ୍ଧି ପାଇଛି। ଜିଲା ପୋଲିସ ଅଧୀକ୍ଷକ କହିଛନ୍ତି, ‘ଭଗ୍ନାଂଶ ହଟାଇବା ସମୟରେ, ଏହା ତଳେ ଅନେକ!-->…
Read More...
Read More...