Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଶୁ ଫର୍ମୁଲା ଫୁଡ୍କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍ଟି ସୁପରିନଟେଣ୍ଡଣ୍ଟ
Browsing Category
Today’s Highlight
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାୟଗଡା: ଗୁଣୁପୁରରେ ଅଭାବନୀୟ ଘଟଣା ଘଟିଛି। ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜର ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଜଣେ ଛାତ୍ରଙ୍କର ମୃତଦେହ ଉଦ୍ଧାର ହୋଇଛି। ଛାତ୍ର ଜଣକ ବାୟୋଟେକ୍ ଦ୍ଵିତୀୟ ବର୍ଷରେ ପଢୁଥିଲେ।
ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜରେ ପୁଣି ଜଣେ ଛାତ୍ରର ଆତ୍ମହତ୍ୟା।!-->!-->!-->…
Read More...
Read More...
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
କନ୍ଧମାଳ: ସୁରକ୍ଷାକର୍ମୀଙ୍କୁ ପୁଣି ଏକ ବଡ଼ ସଫଳତା। ଗୁରୁବାର ଦିନ କନ୍ଧମାଳ ଜିଲ୍ଲାର ଏକ ଜଙ୍ଗଲ ଭିତରେ ମାଓବାଦୀମାନେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଲୁଚାଇ ରଖିଥିବା ସନ୍ଦେହ କରି ସୁରକ୍ଷା କର୍ମୀମାନେ ଉଦ୍ଧାର କରିଛନ୍ତି। ଏକ ଗୁଇନ୍ଦା ସୂଚନା ପାଇ, ପୋଲିସ ଅଧିକ୍ଷକ ହରିଶା!-->…
Read More...
Read More...
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା
ସମ୍ବଲପୁର: ବହୁଚର୍ଚ୍ଚିତ ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ମାମଲା ଥମିନଥିବାବେଳେ ପୁଣି ଥରେ ଛାତ୍ରୀ ନିର୍ଯ୍ୟାତନାର ଖବର ସାମ୍ନାକୁ ଆସିଛି। ଗଙ୍ଗାଧର ମେହେର ବିଶ୍ଵ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯାଇଥିବା ସୂଚନା ମିଳିଛି। ଅଭିଯୋଗ କୁ ଆଧାର କରି!-->…
Read More...
Read More...
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ
ରାୟଗଡା: ରାୟଗଡା ୟାର୍ଡରେ ଆଜି ସକାଳେ ଏକ ପୁସ୍ ଟ୍ରଲିର ଛତା ଏକ ମାଲବାହୀ ଟ୍ରେନର ଚଳନ୍ତା ୱାଗନରେ ଫସିଯିବା ଫଳରେ ଦୁର୍ଘଟଣା ଘଟିଛି। ଟ୍ରଲିଟି ୟାର୍ଡରେ ଲାଇନ୍ ନମ୍ବର ୪ ଏବଂ ୫ ମଧ୍ୟରେ ଥିଲା। ଦୁର୍ଭାଗ୍ୟବଶତଃ ଏହି ଘଟଣାରେ ଜଣେ ଠିକା କର୍ମଚାରୀ ମାଲବାହୀ ଟ୍ରେନ୍ ଧକ୍କାରେ ମୃତ୍ୟୁବରଣ!-->…
Read More...
Read More...
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ଭୁବନେଶ୍ୱର: ଏଫ୍ଏମ୍ କଲେଜର ଛାତ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରେ ସାରା ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏହି ଘଟଣାକୁ ଲକ୍ଷ୍ୟରେ ରଖି!-->!-->!-->…
Read More...
Read More...
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ବେଙ୍ଗାଲୁରୁ: ଆରସିବିର ବିଜୟ ପରେ ୪ ଜୁନ୍ରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟାକୁ ନେଇ କର୍ଣ୍ଣାଟକ ସରକାର ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ କରିବା ସହ ଏନେଇ ଏକ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରିଛନ୍ତି। ଏହି ରିପୋର୍ଟରେ ସରକାର ଦଳାଚକଟା ପାଇଁ ଆରସିବିକୁ ସମ୍ପୂର୍ଣ୍ଣ ଦାୟୀ!-->…
Read More...
Read More...
ଆସନ୍ତାକାଲି ଓଡ଼ିଶା ବନ୍ଦ
ଭୁବନେଶ୍ବର: ବାଲେଶ୍ଵର ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ। ଆସନ୍ତାକାଲି ଅଖ ଚକ ବନ୍ଦ କରିବ କଂଗ୍ରେସ। ଗାଡ଼ି ମୋଟର ଚଳାଚଳ ବନ୍ଦ ରହିବ। ଓଡ଼ିଶା ପ୍ରଦେଶ!-->…
Read More...
Read More...
ଆସନ୍ତାକାଲି ରାଜ୍ୟର ସବୁ ପେଟ୍ରୋଲ ପମ୍ପ ବନ୍ଦ
ଭୁବନେଶ୍ବର: ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ। ଏଫ୍ଏମ୍ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍ ଆସୋସିଏଶନ ପକ୍ଷରୁ!-->…
Read More...
Read More...
ସ୍ନାତକ ପାଠ୍ୟକ୍ରମ ସ୍ପଟ୍ ନାମଲେଖା ଅବଧି ଜୁଲାଇ ୧୯କୁ ବଢ଼ିଲା
ଭୁବନେଶ୍ବର: ରାଜ୍ୟର ଉଚ୍ଚ ଶିକ୍ଷା ବିଭାଗ ସ୍ନାତକ ପାଠ୍ୟକ୍ରମ ପାଇଁ ସ୍ପଟ ନାମଲେଖା ଅବଧିକୁ ବୃଦ୍ଧି କରିଛି। ପୂର୍ବରୁ ବୁଧବାର ସରିବାକୁ ଥିବା ଏହି ନାମଲେଖା ଅବଧିକୁ ଜୁଲାଇ ୧୯ ତାରିଖ ଯାଏଁ ବଢ଼ାଯାଇଛି। ପ୍ରେସ୍ ରିଲିଜ ଜରିଆରେ ସୂଚନା ଜାରି କଲା ଉଚ୍ଚ ଶିକ୍ଷା ବିଭାଗ।
ଷ୍ଟୁଡେଣ୍ଟ!-->!-->!-->…
Read More...
Read More...
ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ ଓ ସହଯୋଗୀ
ଖୋର୍ଦ୍ଧା: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ଥିବା ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟର ଜଣେ କନିଷ୍ଠ କ୍ଲର୍କ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛନ୍ତି।
ସୁକାନ୍ତ କୁମାର ସିଂହ ନାମକ କନିଷ୍ଠ କ୍ଲର୍କ ପଞ୍ଜିକୃତ ଟ୍ରଷ୍ଟ ଡିଡ୍ ହସ୍ତାନ୍ତର!-->!-->!-->…
Read More...
Read More...