ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

Today’s Highlight

୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ନୂଆଦିଲ୍ଲୀ: ଦେଶରେ ୩୫ଟି ଔଷଧର ଉତ୍ପାଦନ, ବିକ୍ରୟ ଏବଂ ବଣ୍ଟନକୁ ନିଷିଦ୍ଧ କରାଯାଇଛି। ଯେଉଁଥିରେ ଏକ ନିଶ୍ଚିତ ପରିମାଣର ଔଷଧ ଉତ୍ପାଦନ ମିଶ୍ରଣ କରାଯାଉଛି। ଏହି ସବୁ ଔଷଧକୁ ବିନା ଅନୁମତିରେ ବିକ୍ରି କରାଯାଉଥିବା ବେଳେ ଏସବୁ ଲୋକଙ୍କ ସ୍ୱାସ୍ଥ୍ୟ ଉପରେ ମଧ୍ୟ ଖରାପ ପ୍ରଭାବ ପକାଉଛି। ଏପରି
Read More...

ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ

ଭୁବନେଶ୍ବର: ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ କେନ୍ଦ୍ରୀୟ ଡେପୁଟେସନରେ ଯିବେ। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ଧଳଙ୍କୁ ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି। ୧୯୯୩ ବ୍ୟାଚ୍‌ର ଆଇଏଏସ୍‌
Read More...

ଓଡିଶା ପରି ଦିଲ୍ଲୀ ବିଧାନସଭା ବି ହେବ ପେପର ଲେସ୍

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାର ଦେଖିବାକୁ ମିଳିବ ଓଡ଼ିଶା ମଡେଲ। ଓଡ଼ିଶା ବିଧାନସଭା ଭଳି ଦିଲ୍ଲୀ ବିଧାନସଭା ବି ହେବ ପେପର ଲେସ୍। ଦିଲ୍ଲୀ ବିଧାନସଭାରେ ବ୍ୟବହାର ହେବ ‘ନେଭା’ ଆପ୍ଲିକେସନ। ଓଡ଼ିଶା ବିଧାନସଭାରେ ଡିଜିଟାଲ ଆସେମ୍ଲି ବା ‘ନେଭା’ ଆପ୍ଲିକେସନ କାର୍ଯ୍ୟକାରିତାକୁ ଷ୍ଟଡି
Read More...

ଟ୍ରାଫିକ୍ ସମସ୍ୟା ସୁଧାରିବା ପାଇଁ ୨ ହଜାର ନୂଆ ପଦବୀ ସୃଷ୍ଟି

ଭୁବନେଶ୍ବର: ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ
Read More...

ପାରାଦୀପ ବନ୍ଦରରେ ଗିରଫ ଜାହାଜକୁ ଛାଡ଼ିଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ପାରାଦ୍ୱୀପ ବନ୍ଦରରେ ଗିରଫ ହୋଇଥିବା ଜାହାଜକୁ ଛାଡ଼ିଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପାରାଦ୍ୱୀପ ବନ୍ଦରରୁ ଗନ୍ତବ୍ୟ ସ୍ଥଳକୁ ଯାଇ ପାରିବ ଏମଭି ଟେଲେରି ଏମ ଜାହାଜ। ବକେୟା ପରିଶୋଧ ପରେ ଏବେ ଜାହାଜକୁ ପାରାଦ୍ୱୀପ ପୋର୍ଟରୁ ଛାଡିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
Read More...

ଓଡ଼ିଶାକୁ ୪ ହଜାର କୋଟିର ପ୍ରକଳ୍ପ ଭେଟି ଦେଲେ ଗଡକରୀ

ଭୁବନେଶ୍ବର: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହି ଅବସରରେ ଗଡ଼କରୀ ଓଡ଼ିଶାବାସୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସେ ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି।
Read More...

କଟକ ପୋଲିସର ଡବଲ ଏନକାଉଣ୍ଟର

କଟକ: କଟକରେ ଡବଲ୍ ଏନ୍‌କାଉଣ୍ଟର୍। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ କଟାସ ଓରଫ ସଂଗ୍ରାମ ରାଉତ ଏବଂ ଜୁବୁଲା ଓରଫ ଶୁଭ୍ରଜ୍ୟୋତି ପରିଡା ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଚୌଦ୍ୱାର ଥାନା ଅଂଚଳରେ ଏହି ଏନକାଉଣ୍ଟର ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।କଟକରେ ଦୀର୍ଘ ଦିନର
Read More...

କୋଟିପତି ନିର୍ବାହୀ ଯନ୍ତ୍ରୀ ଗିରଫ

ଢେଙ୍କାନାଳ: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ ଗିରଫ। ଗତକାଲି ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ରେଡ୍ କରିଥିଲା ଭିଜିଲାନ୍ସ। ଏକକାଳୀନ ୮ଟି ସ୍ଥାନରେ ଚଢାଉ
Read More...

ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଅବସରରେ ରାଜଧାନୀର ଶଙ୍ଖ ଭବନରେ ନାମାଙ୍କନ ଭରିଛନ୍ତି ନବୀନ। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି
Read More...

ଶବ ପରିବହନ ପାଇଁ କଲ ସେଣ୍ଟର ରହିବ

ଭୁବନେଶ୍ବର: ରାଜ୍ୟରେ ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍ ସେଣ୍ଟର। ୧୦୮ ଆମ୍ବୁଲାନ୍ସ ସେବା ଭଳି ରହିବ ଟୋଲ୍ ଫ୍ରି ନମ୍ବର। କଲ ସେଣ୍ଟର ମାଧ୍ୟମରେ ରୋଗୀ ପରିବାର ଓ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ସ୍ଥାପନ କରି ମୃତଦେହକୁ ଠିକ୍‌ ସମୟରେ ଏବଂ ସୁବିଧାରେ
Read More...