Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି
Browsing Category
Today’s Highlight
ରେଳ ଧାରଣାରୁ ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର: ଭୁବନେଶ୍ୱରର ପଳାସପାଲି ଅଞ୍ଚଳରେ ରବିବାର ଦିନ ଜଣେ ଲୋକପ୍ରିୟ ବାଇକର ତଥା ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ରେଳ ଧାରଣାରୁ ଉଦ୍ଧାର ହୋଇଛି। ମୃତ ବ୍ଲଗର ଜଣକ ହେଲେ ସନ୍ଦୀପ କୁମାର ଦାସ।
ସକାଳେ ଲିଙ୍ଗରାଜ ରେଳ ଷ୍ଟେସନ ନିକଟ ପଳାସପାଲି ଅଞ୍ଚଳରେ ସ୍ଥାନୀୟ ଲୋକମାନେ ତାଙ୍କ ବିକୃତ!-->!-->!-->…
Read More...
Read More...
ଶ୍ରୀମନ୍ଦିରରେ ଅନ୍ଲାଇନ ପୂଜା ନାଁରେ ଠକେଇ
ପୁରୀ: ଅନ୍ଲାଇନରେ ଶ୍ରୀମନ୍ଦିରରେ ପୂଜା କରିବା ଆଳରେ ଜଗନ୍ନାଥ ପ୍ରେମୀଙ୍କୁ ଠକା ଯାଉଛି। ‘ପୂଜା ପରିସେବା ଡଟ୍ କମ’ ନାମକ ଏକ ଅନଲାଇନ ଆପ୍ଲିକେସନ ମାଧ୍ୟମରେ ଅନ୍ଲାଇନରେ ମହାପ୍ରଭୁଙ୍କ ସେବାକରିବା ସହ ମହାପ୍ରଭୁଙ୍କ ପୂଜା ସହ ନିର୍ମାଲ୍ୟ ମିଳିବ ବୋଲି ବିଜ୍ଞାପନରେ ଦର୍ଶାଯାଇଛି।
ଏହି!-->!-->!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତି ଓ ଏନ୍ଆଇଟି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ
ଭୁବନେଶ୍ୱର, ୩୦ ଅଗଷ୍ଟ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ସୋଆ ମୁଖ୍ୟ କାର୍ଯ୍ୟାଳୟରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ନ୍ୟାସ୍ନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲଜି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକ ପ୍ରଫେସର!-->…
Read More...
Read More...
ସୋଆ ପକ୍ଷରୁ ଦୁଇ ଦିନିଆ ଜାତୀୟ କ୍ରୀଡ଼ା ଦିବସ ଉଦ୍ଯାପିତ
ଭୁବନେଶ୍ୱର: କିମ୍ବଦନ୍ତୀ ହକି ଖେଳାଳୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇ ଦିନିଆ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଶନିବାର ଉଦ୍ଯାପିତ ହୋଇଯାଇଛି।
!-->!-->!-->…
Read More...
Read More...
ବଢ଼ିଲା ଇନ୍ସପେକ୍ଟର ଓ ଏସଆଇଙ୍କ କ୍ଷମତା
ଭୁବନେଶ୍ବର: ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତାରେ ବୃଦ୍ଧି ହୋଇଛି। ଏଣିକି ସେମାନେ ଏସସି/ଏସଟି ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା ଦାଖଲ ମଧ୍ୟ କରିପାରିବେ। ଏହା ପୂର୍ବରୁ ଡିଏସପି ପାହ୍ୟାର ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିବାବେଳେ, ଏବେ ସରକାର!-->…
Read More...
Read More...
ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ
ନୂଆଦିଲ୍ଲୀ: ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ। ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସଂସଦୀୟ କମିଟି ଏ ନେଇ ପ୍ରସ୍ତାବ ଦେଇଛି। କମିଟିର ପ୍ରସ୍ତାବରେ ବାଚସ୍ପତି ସମ୍ମତି ଜଣାଇଛନ୍ତି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି।!-->…
Read More...
Read More...
ବିଧାନସଭାରେ ପେନସନ ପାଇଁ ଆବେଦନ କଲେ ଜଗଦୀପ ଧନଖଡ଼
ରାଜସ୍ଥାନ: ଦେଶର ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଜୁଲାଇ ୨୨ରେ ତାଙ୍କ ପଦରୁ ଇସ୍ତଫା ଦେଇ ଚର୍ଚ୍ଚାରେ ଥିଲେ। ସେ ତାଙ୍କ ଇସ୍ତଫା ପଛରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇଥିଲେ। ଏବେ ସୂଚନା ମିଳିଛି ଯେ ଜଗଦୀପ ଧନଖଡ ରାଜସ୍ଥାନ ବିଧାନସଭାରେ ପେନସନ ପାଇଁ ଆବେଦନ କରିଛନ୍ତି। ସେ ୧୯୯୩ମସିହାରେ!-->…
Read More...
Read More...
ରାଜ୍ୟରେ ସାର ଅଭାବ; କେନ୍ଦ୍ର ସାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ବର: ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର, ଅପମିଶ୍ରଣ, ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହେଉଛନ୍ତି। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲାରେ ସାର ସମସ୍ୟା ଉତ୍କଟ ହୋଇଛି। ଚାଷୀ କୂଳର ଏ ସମସ୍ୟା ନେଇ ଉଦ୍ବେଗ ପ୍ରକାଶ!-->…
Read More...
Read More...
ସିକିମ୍ ମୁଖ୍ୟମନ୍ତ୍ରୀଙ୍କ ସୋସିଆଲ ମିଡିଆରେ ଶ୍ରୀମନ୍ଦିର ଭିତର ଫଟୋ
ପୁରୀ: ପୁଣି ପୁରୀ ଶ୍ରୀମନ୍ଦିର ଭିତର ବେଢା ଫଟୋ ସୋସିଆଲ ମିଡିଆରେ ଅପଲୋଡ ହୋଇଛି। ସିକିମ୍ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଶୁକ୍ରବାର ପୁରୀର ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କ ଆଶିଷ ଲଭିଥିବା ବେଳେ ଶ୍ରୀମନ୍ଦିର ପରିସରରୁ ଉଠାଯାଇଥିବା ତାଙ୍କ ଫଟୋ ତାଙ୍କ ଅଫିସିଆଲ୍!-->…
Read More...
Read More...
ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା
ଭୁବନେଶ୍ବର: ଓଡ଼ିଶା ପୋଲିସ ସବ-ଇନସପେକ୍ଟର ନିଯୁକ୍ତି ପରୀକ୍ଷା ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ୪ ଓ ୫ ତାରିଖରେ ଦୁଇଦିନ ଧରି ସବ-ଇନସପେକଟର ନିଯୁକ୍ତି ପରୀକ୍ଷା ବିଭିନ୍ନ ଜିଲ୍ଲାରେ କରାଯିବ। ଓଏମଆର୍ ସିଟ୍ ଜରିଆରେ ଲିଖିତ ପରୀକ୍ଷା ହେବ। ଏସଆଇ ରାଙ୍କ୍ର!-->…
Read More...
Read More...