ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

Today’s Highlight

ଜୁଲାଇ ୧୭ରେ ଗଡ଼ିବ ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍

ଶୁଭାରମ୍ଭ କରିବେ ମୋଦୀ ନୂଆଦିଲ୍ଲୀ: ଭାରତୀୟ ରେଳ ଇତିହାସରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଦେଶର ପ୍ରଥମ ହାଇଡ୍ରୋଜେନ୍ ଇନ୍ଧନଚାଳିତ ଟ୍ରେନ୍‌ର ଶୁଭାରମ୍ଭ ଆସନ୍ତା ଜୁଲାଇ ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିବେ। ଏହି ପରିବେଶ ଅନୁକୂଳ ଟ୍ରେନ୍ ହରିୟାଣାର ଜିନ୍ଦ ଓ
Read More...

ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶରେ କୋଭିଡ୍-୧୯ ଆକ୍ରମଣରେ ୨ ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସରକାର ସତର୍କ ହୋଇପଡ଼ିଛନ୍ତି। ବିଶେଷକରି ଆନ୍ଧ୍ର ସୀମାନ୍ତ ଜିଲ୍ଲାଗୁଡ଼ିକରେ ହାଇଆଲର୍ଟ ଜାରି କରାଯାଇଥିବାବେଳେ ସମ୍ପୃକ୍ତ ଜିଲ୍ଲାର ସିଡିଏମ୍‌ଓମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ
Read More...

ରୋଡ୍ ରୋଲର ଚଳାଇ ୪୭୨ କୋଟି ଟଙ୍କାର ନିଶାଦ୍ରବ୍ୟ ନଷ୍ଟ କଲେ ହିମନ୍ତ ବିଶ୍ୱ ସର୍ମା

ଆସାମ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲ୍ଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଆୟୋଜିତ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗଦେଇ ଜବତ ହୋଇଥିବା ବେଆଇନ ନିଶାଦ୍ରବ୍ୟ ନଷ୍ଟ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି। ସେ ନିଜେ ରୋଡ୍ ରୋଲର ଚଳାଇ
Read More...

ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ

ଅହମଦାବାଦ: ଆସନ୍ତା ଜୁଲାଇ ୧୬ ତାରିଖରେ ଅହମଦାବାଦରେ ଅନୁଷ୍ଠିତ ହେବାକୁ ଥିବା ପ୍ରଭୁ ଜଗନ୍ନାଥଙ୍କ ୧୪୯ତମ ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଯାତ୍ରା ସମୟରେ ୩୧ ହଜାରରୁ ଅଧିକ ପୋଲିସ କର୍ମଚାରୀ ମୁତୟନ ହେବେ ବୋଲି ଅହମଦାବାଦ ପୋଲିସ ସୂଚନା ଦେଇଛି। ରଥଯାତ୍ରା ଉପରେ ନଜର
Read More...

ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ

ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା ପୁରୀ: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲ୍ଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ମୃତ୍ୟୁ ଘଟିଛି। ଘଟଗାଁ ଥାନା ଅନ୍ତର୍ଗତ ହୁଣ୍ଡାପିଟା ଗ୍ରାମର ବାସିନ୍ଦା ପ୍ରଦୀପ ରଥଯାତ୍ରା ଡିଉଟି ପାଇଁ ପୁରୀ ଆସିଥିଲେ। ତାଙ୍କ ଅକାଳ
Read More...

ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା

ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗବହ୍ମପୁର: ବ୍ରହ୍ମପୁରର ବହୁଚର୍ଚ୍ଚିତ ନିଆଁ ପୀଡ଼ିତାଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ପରଲୋକ ଘଟିଛି। ନିଆଁରେ ଗୁରୁତର ଭାବେ ପୋଡ଼ିଯାଇଥିବା ଯୁବତୀ ଜୀବନ ପାଇଁ
Read More...

ନୌସେନାରେ ସାମିଲ ହେଲା ଆଇଏନଏସ୍ ମହେନ୍ଦ୍ରଗିରି, ଲୋକାର୍ପଣ କଲେ ରାଜନାଥ ସିଂହ

ବିଶାଖାପାଟଣା: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ୱଦେଶୀ ପ୍ରଯୁକ୍ତିରେ ନିର୍ମିତ ଅତ୍ୟାଧୁନିକ ଯୁଦ୍ଧଜାହାଜ ‘ଆଇଏନଏସ୍ ମହେନ୍ଦ୍ରଗିରି’କୁ ଲୋକାର୍ପଣ କରିଛନ୍ତି। ଏହା ସହିତ ଜାହାଜଟି ଭାରତୀୟ ନୌସେନାରେ ବିଧିବଦ୍ଧ ଭାବେ ସାମିଲ
Read More...

ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା

ବିହାର: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ କୁମାର ସିହ୍ନା ଓରଫ ‘ବଣ୍ଟି’ ବିଧାନସଭା ଉପନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଛନ୍ତି। ସେ ନିଜର ନାମାଙ୍କନ ପ୍ରତ୍ୟାହାର କରିବା ସହ ଏନେଇ ଭାଜପା ରାଜ୍ୟ ସଭାପତି ସଞ୍ଜୟ ସରାୱାଗୀଙ୍କୁ ଏକ ଚିଠି ଲେଖି ଅବଗତ କରାଇଛନ୍ତି।
Read More...

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀଭୁବନେଶ୍ବର: ରାଜ୍ୟ ସରକାରଙ୍କ ‘କେଜିରୁ ପିଜି ମାଗଣା ଶିକ୍ଷା’ ଯୋଜନାକୁ ନେଇ ଦେଖାଦେଇଥିବା ଦ୍ୱନ୍ଦ୍ୱର ଅବସାନ ଘଟାଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ ସ୍ପଷ୍ଟ କରିଛନ୍ତି ଯେ ପ୍ରଫେସନାଲ୍ ଏବଂ ସେଲ୍ଫ ଫାଇନାନ୍ସିଂ କୋର୍ସକୁ
Read More...

ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଶୁକ୍ରବାର ଏକ ଅପ୍ରୀତିକର ଘଟଣା ଘଟିଛି। ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ଆଦେଶକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ଆବେଦନର ଶୁଣାଣି ବେଳେ ଆବେଦନକାରୀ ନିଜେ କୋର୍ଟରେ ହାଜର ହୋଇ ବିଚାରପତିମାନଙ୍କ ପ୍ରତି ଅସମ୍ମାନଜନକ ଆଚରଣ କରିଥିଲେ। ଏହା ପରେ
Read More...