Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category
Today’s Highlight
ଏଣିକି ନିଶା ମୁକ୍ତ ହେବ କଲେଜ କ୍ୟାମ୍ପସ
ଭୁବନେଶ୍ବର: ଉଚ୍ଚଶିକ୍ଷା ପକ୍ଷରୁ ନିଆଯାଇଛି ବଡ଼ ନିଷ୍ପତ୍ତି। ଓଡ଼ିଶାରେ କଲେଜ ହେବ ନିଶା ମୁକ୍ତ। ନିଶାମୁକ୍ତ କ୍ୟାମ୍ପସ ପାଇଁ ସମସ୍ତ କଲେଜକୁ ନିର୍ଦ୍ଦେଶ ଜାରି କଲା ଉଚ୍ଚଶିକ୍ଷା ବିଭାଗ। ଏନସିବିର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାନସର ଶୁଭାରମ୍ଭ। ନିଶା ସମ୍ପର୍କିତ ସୂଚନା ପାଇଁ ହେଲପଲାଇନ୍!-->…
Read More...
Read More...
ଅନିଲ ଅମ୍ବାନୀଙ୍କ କମ୍ପାନୀରେ ଇଡି ରେଡ
ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ଅନୀଲ ଅମ୍ବାନୀଙ୍କ ଅଫିସରେ ଇଡି ରେଡ୍। ଅନୀଲଙ୍କ ମୁମ୍ବାଇ ଓ ଦିଲ୍ଲୀ ଅଫିସରେ ରେଡ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଅନୀଲଙ୍କ କମ୍ପାନୀ ସହ ଲିଙ୍କ ଥିବା ୩୫ଟି ସ୍ଥାନରେ ଚଢାଉ କରାଯାଇଛି। କମ୍ପାନୀର ବିଭିନ୍ନ କାର୍ଯାଳୟରେ କାର୍ଯ୍ୟରତ ପ୍ରାୟ ୨୫!-->…
Read More...
Read More...
ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ
ଭୁବନେଶ୍ୱର: ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୪ଟି ସ୍ଥାନରେ ଚଢ଼ାଉ କରି କୋଟି କୋଟି ଟଙ୍କାର ସଂପତ୍ତି ପାଇଛି ଭିଜିଲାନ୍ସ। ଭୁବନେଶ୍ବରରେ ଗୋଟିଏ, ଗୁଣପୁରରେ ୨ଟି ବହୁତଳ କୋଠା ଠାବ ହୋଇଛି।
!-->!-->!-->…
Read More...
Read More...
ଆଇଏଏସ ସ୍ତରରେ ଅଦଳବଦଳ
ଚଞ୍ଚଳ ରାଣା ବିଏମସି କମିସନର, ଦିବ୍ୟଜ୍ୟୋତି ପରିଡ଼ା ପୁରୀ ଜିଲ୍ଲାପାଳଭୁବନେଶ୍ବର: ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ଏହି ଅଦଳବଦଳରେ ସଚିବଙ୍କ ସହ କିଛି ଜିଲାର ଜିଲାପାଳ ମଧ୍ୟ ବଦଳି ହୋଇଛନ୍ତି। ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର। ୪୮ ଜଣ ଆଇଏଏସଙ୍କୁ ଅଦଳବଦଳ!-->…
Read More...
Read More...
ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ
ଯାଜପୁର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର!-->…
Read More...
Read More...
ଖୁବ ଶୀଘ୍ର କୋଟିଆରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା
ଭୁବନେଶ୍ବର: କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା। ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। କୋଟିଆ ଉପରେ ଆନ୍ଧ୍ର ଆଖି ପକାଇଛି, ପ୍ରତିହତ ପାଇଁ ସରକାର କାମ କରୁଛନ୍ତି। ଏଠାରେ ଖଣି ଖାଦାନ ଭରି ରହିଛି। ସେଠାରେ ଗୋଟିଏ ପାହାଡ଼କୁ ସୁନା ପାହାଡ଼ କୁହାଯାଏ।!-->…
Read More...
Read More...
କିଏ ହେବେ ପରବର୍ତ୍ତୀ ଉପରାଷ୍ଟ୍ରପତି ?
ନୂଆଦିଲ୍ଲୀ: ଜଗଦୀପ ଧନଖର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବା ପରେ ରାଜନୌତିକ ମହଲ ଗରମ ରହିଛି। ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଏହି ସମୟରେ ଅନେକ ରାଜନେତାଙ୍କ ନାଁ ସାମ୍ନାକୁ ଆସୁଛି। କୁହାଯାଉଛି ଏମାନେ ଉପରାଷ୍ଟ୍ରପତି ରେସ୍ରେ!-->…
Read More...
Read More...
ସବୁ ଗ୍ରାମ ପଞ୍ଚାୟତରେ ହେବ ଆୟୁଷମାନ ଆରୋଗ୍ୟ ମନ୍ଦିର
ଭୁବନେଶ୍ବର: କଟକ ଏସସିବି ଓ ଭୁବନେଶ୍ବର କ୍ୟାପିଟାଲ ହସ୍ପପିଟାଲ ଭଳି ବଡ଼ ଡାକ୍ତରଖାନାଗୁଡ଼ିକରୁ ଚାପ କମାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ ବଡ ପଦକ୍ଷେପ ନେଇଛି। ଏନେଇ ଆଗକୁ ସବୁ ଗ୍ରାମ ପଞ୍ଚାୟତ ଗୁଡିକରେ ଆୟୁଷମାନ ଆରୋଗ୍ୟ ମନ୍ଦିର ଖୋଲାହେବ।
ଏହା ପ୍ରାଇମେରୀ ହେଲଥ ସେଣ୍ଟର ପରି ଏହା କାମ!-->!-->!-->…
Read More...
Read More...
ସଚେତନ ଅବସ୍ଥାରେ ଶରୀରରେ ଅତ୍ୟାଧୁନିକ ନ୍ୟୁରୋସର୍ଜରୀ କଲେ ସମ୍ ନ୍ୟୁରୋସର୍ଜନ
ଭୁବନେଶ୍ୱର: ପୂର୍ବ ଭାରତରେ ପ୍ରଥମ ଥର ପାଇଁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲର ଡାକ୍ତରୀ ଟିମ୍ ସଫଳତାର ସହ ଏକ ଅତ୍ୟାଧୁନିକ ତଥା ଜଟିଳ ନ୍ୟୁରୋସର୍ଜରୀ ସମ୍ପାଦିତ କରିଛନ୍ତି। ରୋଗୀକୁ ସଚେତନ ଅବସ୍ଥାରେ ରଖି କର୍ଟିକାଲ୍ ଓ ସବ୍କର୍ଟିକାଲ୍ ବ୍ରେନ୍ ମ୍ୟାପିଂ!-->…
Read More...
Read More...
ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ଓଡ଼ିଶାରେ ବୁଧବାର ରାତିରୁ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ରାତି କିମ୍ବା ଶୁକ୍ରବାର ସକାଳେ ଏହା ଅଧିକ!-->…
Read More...
Read More...