Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category
Today’s Highlight
ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କଲେ ଜଷ୍ଟିସ୍ ମାନସ ରଞ୍ଜନ ପାଠକ
କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ୍ ଜଷ୍ଟିସ୍ ପାଠକଙ୍କୁ ଶପଥପାଠ କରାଇଥିଲେ। ରାଜ୍ୟ ସରକାରଙ୍କ ଅତିରିକ୍ତ!-->…
Read More...
Read More...
ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଗଲା ପୋଲିସ ଟିମ୍
ନୂଆଦିଲ୍ଲୀ: ନିମାପଡା ଜିଲ୍ଲା ବଳଙ୍ଗାରେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ନିଆଁ ଲଗଇ ପୋଡିଦେବା ମାମଲାରେ ସ୍ପେସିଆଲ ସ୍କ୍ବାଡ୍ର ୩ଟି ଟିମ ଓ ଗୁଇନ୍ଦା ବିଭାଗର ସ୍ୱତ୍ରନ୍ତ୍ର ଟିମ ତଦନ୍ତ କରୁଥିବାବେଳେ, ଏବେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍ ପହଞ୍ଚିଛନ୍ତି।
୨୦ରୁ ଅଧିକ ସନ୍ଦେହ ଥିବା ବ୍ୟକ୍ତି!-->!-->!-->…
Read More...
Read More...
ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି
ଭୁବନେଶ୍ବର: ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି। ସୂଚନା ଦେଲେ ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା। ଖଣି ନିଲାମ ନେଇ ଶେଷ ପର୍ଯ୍ୟାୟରେ ଚାଲିଛି ପ୍ରସ୍ତୁତି। ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ। ବର୍ଷେ ମଧ୍ୟରେ ୮ଟି ଖଣି ଅକ୍ସନ ହୋଇଛି। ଖଣି ପାଇଁ ଶିଳ୍ପ ଆସିଲେ ନିଯୁକ୍ତି!-->…
Read More...
Read More...
ଗିରଫ ହେଲେ କୋଟିପତି ଡିଏଫଓ ନିତ୍ୟାନନ୍ଦ ନାୟକ
କେନ୍ଦୁଝର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା କେନ୍ଦୁପତ୍ର ଡିଭିଜନର ଡିଏଫଓ ନିତ୍ୟାନନ୍ଦ ନାୟକଙ୍କୁ ମଙ୍ଗଳବାର ଗିରଫ କରିଛି ଭିଜିଲାନ୍ସ। ଗିରଫ ପରେ ତାଙ୍କୁ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି। ୩ ଦିନ ହେବ ନିତ୍ୟାନନ୍ଦଙ୍କ ବିଭିନ୍ନ!-->…
Read More...
Read More...
କଲେଜ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପୁରୀ ଜିଲ୍ଲାର ଚନ୍ଦନପୁର ଅଞ୍ଚଳରେ ଜାତୀୟ ରାଜପଥ-୩୧୬ରେ ସୋମବାର ଦିନ ଅଗ୍ନିଶମ ବାହିନୀ ଗାଡ଼ି ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସ୍ୱୟମ୍ ଶୁଭମ୍ ସେନାପତି (୨୦ ବର୍ଷ)। ସେ ପୁରୀର ଏସସିଏସ କଲେଜର କମ୍ପ୍ୟୁଟର ସାଇନ୍ସର ଶେଷ ବର୍ଷର ଛାତ୍ର!-->…
Read More...
Read More...
ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ
ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖରଡ। ରାଷ୍ଟ୍ରପତିଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଧନଖରଡ ତାଙ୍କ!-->…
Read More...
Read More...
ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳ ଡକ୍ଟର. ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଇଛି। ମାତ୍ର ରାଜନୈତିକ ମହଲରେ ସାକ୍ଷାତକାରକୁ ନେଇ ଭିନ୍ନଭିନ୍ନ ଚର୍ଚ୍ଚା ହେଉଛି।!-->…
Read More...
Read More...
ରେଭେନ୍ସାରେ ରାଗିଂ :୧୦ ଛାତ୍ରଙ୍କୁ ହଷ୍ଟେଲ୍ ଛାଡ଼ିବାକୁ ନିର୍ଦ୍ଦେଶ
କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲ୍ରେ ରାଗିଂ ଅଭିଯୋଗ ପରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଣ୍ଟି ରାଗିଂ କମିଟି ପକ୍ଷରୁ ପଦକ୍ଷେପ ନିଆଯାଇଛି। ହଷ୍ଟେଲ ୱାର୍ଡେନ ବାରଣ କରିବା ସତ୍ତ୍ୱେ ଏହି ରାଗିଂ କରାଯାଇଥିଲା। ରାତି ଅଧରେ ପ୍ରଥମ ବର୍ଷ ଅନ୍ତେବାସୀଙ୍କୁ!-->…
Read More...
Read More...
ଖୋଲାରେ ପେଟ୍ରୋଲ ନଦେବାକୁ ସଂଘର ନିଷ୍ପତ୍ତି : ସରକାର ଡାକିଲେ ବୈଠକ
ନ୍ୟୁଜବ୍ୟୁରୋ: ବାଲେଶ୍ୱର ଓ ବଳଙ୍ଗାରେ ପେଟ୍ରୋଲ ଦୂରୁପଯୋଗ ସମ୍ପର୍କିତ ଅଘଟଣ ପରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ନେବାକୁ ଯାଉଛନ୍ତି। ଖୋଲା ପାତ୍ର କିମ୍ବା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ଓ ଡିଜେଲ ବିକ୍ରି ଉପରେ କଟକଣା ଲଗାଇବା ପାଇଁ ନୂଆ ଗାଇଡ଼ଲାଇନ ପ୍ରସ୍ତୁତ କରାଯାଉଛି। ଏନେଇ ଆଜି!-->…
Read More...
Read More...
କଲେଜ ଉପରେ ଖସିପଡ଼ିଲା ବିମାନ
ବାଂଲାଦେଶ: ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା। ସ୍କୁଲ ଉପରେ ଖସିପଡିଲା ସାମରିକ ତାଲିମ ପାଇଁ ବ୍ୟବହୃତ ବିମାନ। ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ। ବାଂଲାଦେଶର ଉତ୍ତରାଞ୍ଚଳରେ ଆଜି ମଧ୍ୟାହ୍ଣରେ ଏପରି ଦୁର୍ଘଟଣା ଘଟିଯାଇଛି। ସୋମବାର ଦ୍ଵିପ୍ରହର ସମୟରେ ବାଂଲାଦେଶ ବାୟୁସେନାର F7 ଟ୍ରେନିଂ!-->…
Read More...
Read More...