Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପୂର୍ବତନ ପିଇଓ
କନ୍ଧମାଳ: ସରକାରୀ ଟଙ୍କା ଆତ୍ମସାତ କଲେ ଦୁର୍ନୀତିଗ୍ରସ୍ତ ପୂର୍ବତନ ପିଇଓ। ୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ। କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ସରମୁଳି ପଞ୍ଚାୟତ ପୂର୍ବତନ ପିଇଓ ଅକ୍ରୁର ମାଝୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ପଞ୍ଚାୟତର କାମ ନକରି ୫୩ ଲକ୍ଷ ୩୮ ହଜାର ୮୦୯ ଟଙ୍କା!-->…
Read More...
Read More...
ଅମରନାଥକୁ ହେଲିକପ୍ଟର ସେବା ବନ୍ଦ, ନୋ-ଫ୍ଲାଇଂ ଜୋନ୍ ଘୋଷଣା
ଉତ୍ତରାଖଣ୍ଡ: ଏଥର ଅମରନାଥ ଯାତ୍ରାରେ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ହେଲିକପ୍ଟର ସେବା ବାତିଲ କରାଯାଇଛି। ଜୁଲାଇ ୧ ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳକୁ ନୋ-ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି। ଏଥର ତୀର୍ଥ ଯାତ୍ରା ଉପରେ ଏକ ବଡ଼ ଆତଙ୍କବାଦୀ ବିପଦ ରହିଛି। ଏହି ବିପଦକୁ ଦୃଷ୍ଟିରେ!-->…
Read More...
Read More...
ଜିନ୍ଦଲ ଫାଉଣ୍ଡେସନକୁ ସମ୍ମାନଜନକ ୨ଟି ବର୍ଗରେ ଗ୍ରୀନଟେକ୍ ପୁରସ୍କାର
ଭୁବନେଶ୍ବର : କୃଷି ପ୍ରୋତ୍ସାହନ ଓ ବରିଷ୍ଠ ନାଗରିକଙ୍କ କଲ୍ୟାଣ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାର (ଜେଏସପି)କୁ ୨ଟି ବର୍ଗରେ ସମ୍ମାନଜନକ ଗ୍ରୀନଟେକ୍ ପୁରସ୍କାର ପ୍ରଦାନ କରାଯାଇଛି। ଜୁନ୍ ୧୪ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଏହି ପୁରସ୍କାର!-->…
Read More...
Read More...
ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଘରେ ଆଇଟି ରେଡ
ଝାରସୁଗୁଡା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଘରେ ଆୟକର ବିଭାଗ ଚଢାଉ କରିଛି। ଏକାଥରକେ ୨୦ରୁ ଅଧିକ ସ୍ଥାନରେ ଏହି ରେଡ କରାଯାଉଥିବା ସୂଚନା ମିଳିଛି। ଝାରସୁଗୁଡା, ସମ୍ବଲପୁର ଓ ଭୁବନେଶ୍ବର ଭଳି ସ୍ଥାନରେ ଏହି ରେଡ କରାଯାଇଥିବା ଜଣା ପଡିଛି। ତେବେ ଆୟକର ଠକେଇ ନେଇ ଅଭିଯୋଗ!-->…
Read More...
Read More...
ଶିକ୍ଷା ଏବଂ ଶିଳ୍ପ କ୍ଷେତ୍ରରେ ସହଭାଗିତା ନିମନ୍ତେ ସୋଆ ଏବଂ ବ୍ରୋଡବ୍ରିଜ୍ ଫାଇନାନ୍ସିଆଲ୍ ସଲ୍ୟୁସନ୍ସ ମଧ୍ୟରେ…
ଭୁବନେଶ୍ୱର, ଜୁନ ୧୮: ଶିକ୍ଷା ଏବଂ ଶିଳ୍ପ କ୍ଷେତ୍ରରେ ସହଭାଗିତାକୁ ସୁଦୃଢ଼ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଭାରତର ନୂତନତା ଏବଂ ଆର୍ଥିକ ବୈଷୟିକ ପରିସଂସ୍ଥା ପର୍ଯ୍ୟବେସିତ ଅନୁଷ୍ଠାନ ବ୍ରୋଡବ୍ରିଜ୍ ଫାଇନାନ୍ସିଆଲ୍ ସଲ୍ୟୁସନ୍ସ ମଧ୍ୟରେ ମଙ୍ଗଳବାର ଏଠାରେ ଏକ ବୁଝାମଣା!-->…
Read More...
Read More...
ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର, ଜୁନ୍ ୧୮: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି । ନିକଟରେ ଡକ୍ଟର ମହାପାତ୍ରଙ୍କୁ ବିପର୍ଯ୍ୟୟ ବିପଦ ହ୍ରାସ କ୍ଷେତ୍ରରେ ଅବଦାନ ନିମନ୍ତେ!-->…
Read More...
Read More...
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଏଏସଆଇ
ପୁରୀ: ଏକ ଜମି ବିବାଦ ମାମଲାରେ ସାହାଯ୍ୟ କରିବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୫,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ ଜଣେ ଏଏସଆଇଙ୍କୁ ଗିରଫ କରିଛି।
ଅଭିଯୁକ୍ତ ପ୍ରଭାତ କୁମାର ପ୍ରଧାନଙ୍କୁ ପୁରୀ ଜିଲ୍ଲାର ଚନ୍ଦନପୁର ଥାନାରେ ନିଯୁକ୍ତି ଦିଆଯାଇଛି।!-->!-->!-->…
Read More...
Read More...
କେଦାରନାଥ ରାସ୍ତାରେ ଭୂସ୍ଖଳନ ଘଟି ୨ ମୃତ,ଏକାଧିକ ଆହତ
ଉତ୍ତରାଖଣ୍ଡ: କେଦାରନାଥ ଧାମ ପାଦଚଲା ପଥରେ ଆଜି (ବୁଧବାର ଜୁନ୍ ୧୮) ସକାଳ ପ୍ରାୟ ୧୧.୨୦ ସମୟରେ ଜଙ୍ଗଲଚଟି ନିକଟରେ ପାହାଡ଼ ଉପରୁ ପଥର ଖସିଥିଲା । ଏହି ଭଗ୍ନାବଶେଷ ତଳେ ୬ ଜଣ ଫସି ଯାଇଥିଲେ। ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ ଜଙ୍ଗଲଚଟି ପୋଷ୍ଟରେ ମୁତୟନ ପୋଲିସ ଫୋର୍ସ ଏବଂ!-->…
Read More...
Read More...
ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା ଏବଂ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।
ରାଜ୍ୟ ସରକାରଙ୍କ ୧ ବର୍ଷ!-->!-->!-->…
Read More...
Read More...
ଯାଜପୁରରେ ଆଉ ୧୬ କଲେରା ପଜିଟିଭ୍ ଚିହ୍ନଟ
ଯାଜପୁର: ଯାଜପୁରରେ ନିୟନ୍ତ୍ରଣକୁ ଆସୁନି ଝାଡାବାନ୍ତି। ମାଡୁଛି ହଇଜା। ଯାଜପୁର ଜିଲ୍ଲାରେ ୪୯ ସାମ୍ପଲରୁ ଆଉ ୧୬ କଲେରା ପଜିଟିଭ୍ ଚିହ୍ନଟ ହୋଇଛି । ଦୁଇଟି ପର୍ଯ୍ୟାୟରେ ଯାଇଥିବା ସାମ୍ପଲ୍ରୁ ପଜିଟିଭ୍ ଚିହ୍ନଟ ହୋଇଛି। ୨୧ରୁ ୧୧ ଓ ପରବର୍ତ୍ତୀ ୨୮ ସାମ୍ପଲରୁ ୫ କଲେରା ପଜିଟିଭ୍ ଚିହ୍ନଟ!-->…
Read More...
Read More...