Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category
Today’s Highlight
୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ଉପ-ଜିଲାପାଳ
କଳାହାଣ୍ଡି: ୧୦ ଲକ୍ଷ ଟଙ୍କା ଲାଂଚ ନେଇ ଧରାପଡିଛନ୍ତି କଳାହାଣ୍ଡି ଜିଲାର ଧର୍ମଗଡ ଉପ-ଜିଲାପାଳ ଧିମନ ଚକମା। ଲାଂଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ଧିମନଙ୍କ ବାସଭବନରୁ ପୁଳାପୁଳା ଟଙ୍କା ଜବତ ହୋଇଛି। କଳାହାଣ୍ଡି ଜି୍ଲଲା ଧର୍ମଗଡରେ ଉପଜିଲ୍ଲାପାଳ ଭାବେ ସେ କାର୍ଯ୍ୟ!-->…
Read More...
Read More...
ସୁକମାରେ ଆଇଇଡି ବିସ୍ଫୋରଣ: ଏଏସପି ଶହୀଦ
ଛତିଶଗଡ଼: ଛତିଶଗଡ଼ ସୁକମା ଜିଲା କୋଣ୍ଟା-ଏରାବୋରା ରାସ୍ତାରେ ସୋମବାର ଏକ ବଡ଼ଧରଣର ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଜଣେ ଅତିରିକ୍ତ ସୁପରିଣ୍ଟେଣ୍ଡେଣ୍ଟ ଏଏସପି ପୋଲିସ ଅଧିକାରୀ ପ୍ରାଣ ହରାଇଥିବା ବେଳେ ଅନେକ କର୍ମଚାରୀ ଏବଂ ଅଧିକାରୀ ଆହତ ହୋଇଛନ୍ତି। ଏହି ସମ୍ପର୍କରେ!-->…
Read More...
Read More...
କଳାହାଣ୍ଡି ଡେପୁଟି କଲେକ୍ଟର ନିଲମ୍ବିତ
କଳାହାଣ୍ଡି: କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ତାଙ୍କ ବିରୁଦ୍ଧରେ ଦୁର୍ନୀତି କରିଥିବା ଅଭିଯୋଗ ହେଇଥିଲା। ଏହାର ତଦନ୍ତ କରି ଆଜି ରାଜସ୍ବ ବିଭାଗ ତାଙ୍କୁ ନିଲମ୍ବନ କରିଛି। ଶ୍ରୀ ପିଲ୍ଲା ଏଠାରେ ସାଧାରଣ ପ୍ରଶାସନ!-->…
Read More...
Read More...
୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ
ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ!-->…
Read More...
Read More...
ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ଯାପିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚଏମ୍) ପକ୍ଷରୁ ଆରମ୍ଭ ହୋଇଥିବା ୪ ଦିନିଆ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍’ ଆଣ୍ଡ ‘ୱି କ୍ୟାନ୍ ବେକ୍’ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଏହି ଅବସରରେ ସମାଜସେବୀ ତଥା!-->…
Read More...
Read More...
ଚରିତ୍ର ଗଠନ ହେଉଛି ଶିକ୍ଷାର ନିହିତ ଉଦ୍ଦେଶ୍ୟ: ଜାତୀୟ ମାନବାଧିକାର ଆୟୋଗ ଅଧ୍ୟକ୍ଷ
ଭୁବନେଶ୍ୱର: ବ୍ୟକ୍ତିର ଚରିତ୍ର ଗଠନ ସହିତ ତା’ର ଶାରୀରିକ, ମାନସିକ ନୈତିକ ଏବଂ ଆଧ୍ୟାତ୍ମିକ ବିକାଶକୁ ସକ୍ଷମ କରିବା ହେଉଛି ସାମଗ୍ରିକ ଶିକ୍ଷାର ଉଦ୍ଦେଶ୍ୟ ବୋଲି ଜାତୀୟ ମାନବାଧିକାର ଆୟୋଗର ଅଧ୍ୟକ୍ଷ ଶ୍ରୀ ଜଷ୍ଟିସ୍ ଭି. ରାମାସୁବ୍ରମଣ୍ୟନ୍ କହିଛନ୍ତି। ଶିକ୍ଷା ଓ ଅନୁସନ୍ଧାନ (ସୋଆ)!-->…
Read More...
Read More...
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା
ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କୋରୋନା ସଂକ୍ରମଣ। କଟକ ଭୁବନେଶ୍ବରରେ ଅଧିକ ମାତ୍ରାରେ ସଂକ୍ରମଣ ବଢିବାରେ ଲାଗିଛି। ଏପଟେ ଆଉ କିଛି ଦିନ ପରେ ରଥଯାତ୍ରା। ଯାହାକୁ ନେଇ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢିଛି। ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ!-->…
Read More...
Read More...
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ନୂଆଦିଲ୍ଲୀ: ଋଣ ନେଉଥିବା କିମ୍ବା ଋଣ ଉପରେ ଇଏମଆଇଦେଉଥିବା ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଖବର। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ ) ତୃତୀୟ ଥର ପାଇଁ ରେପୋ ରେଟ ହ୍ରାସ କରିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଶୁକ୍ରବାର ବଜାର ଆଶାଠାରୁ ଅଧିକ ରେପୋ ରେଟ୍ ହ୍ରାସ କରିଛି। ଜୁନ ୪ ତାରିଖରେ!-->…
Read More...
Read More...
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍
ବରଗଡ଼: ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକ୍ଙ୍କ ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ଶୁକ୍ରବାର ସକାଳ ପ୍ରାୟ ୬ଟା ୩୦ମି ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା। ସେ କିଛିଦିନ!-->…
Read More...
Read More...
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍
ବାରଙ୍ଗ: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ବାରଙ୍ଗ ଥାନା ଷଣ୍ଢପୁର ଛକ ନିକଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତାରେ ଏକ ଟ୍ରକ୍ ସହ ମନ୍ତ୍ରୀଙ୍କ କାର୍ ଟି ଧକ୍କା ହେବା ପରେ ଏହି ଦୁର୍ଘଟଣା ଘଟିଛି। ଫଳରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯୋଗାଣ!-->…
Read More...
Read More...