Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category
Today’s Highlight
ଆସନ୍ତାକାଲି ଓଡ଼ିଶା ବନ୍ଦ
ଭୁବନେଶ୍ବର: ବାଲେଶ୍ଵର ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ। ଆସନ୍ତାକାଲି ଅଖ ଚକ ବନ୍ଦ କରିବ କଂଗ୍ରେସ। ଗାଡ଼ି ମୋଟର ଚଳାଚଳ ବନ୍ଦ ରହିବ। ଓଡ଼ିଶା ପ୍ରଦେଶ!-->…
Read More...
Read More...
ଆସନ୍ତାକାଲି ରାଜ୍ୟର ସବୁ ପେଟ୍ରୋଲ ପମ୍ପ ବନ୍ଦ
ଭୁବନେଶ୍ବର: ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ। ଏଫ୍ଏମ୍ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍ ଆସୋସିଏଶନ ପକ୍ଷରୁ!-->…
Read More...
Read More...
ସ୍ନାତକ ପାଠ୍ୟକ୍ରମ ସ୍ପଟ୍ ନାମଲେଖା ଅବଧି ଜୁଲାଇ ୧୯କୁ ବଢ଼ିଲା
ଭୁବନେଶ୍ବର: ରାଜ୍ୟର ଉଚ୍ଚ ଶିକ୍ଷା ବିଭାଗ ସ୍ନାତକ ପାଠ୍ୟକ୍ରମ ପାଇଁ ସ୍ପଟ ନାମଲେଖା ଅବଧିକୁ ବୃଦ୍ଧି କରିଛି। ପୂର୍ବରୁ ବୁଧବାର ସରିବାକୁ ଥିବା ଏହି ନାମଲେଖା ଅବଧିକୁ ଜୁଲାଇ ୧୯ ତାରିଖ ଯାଏଁ ବଢ଼ାଯାଇଛି। ପ୍ରେସ୍ ରିଲିଜ ଜରିଆରେ ସୂଚନା ଜାରି କଲା ଉଚ୍ଚ ଶିକ୍ଷା ବିଭାଗ।
ଷ୍ଟୁଡେଣ୍ଟ!-->!-->!-->…
Read More...
Read More...
ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ ଓ ସହଯୋଗୀ
ଖୋର୍ଦ୍ଧା: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ଥିବା ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟର ଜଣେ କନିଷ୍ଠ କ୍ଲର୍କ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛନ୍ତି।
ସୁକାନ୍ତ କୁମାର ସିଂହ ନାମକ କନିଷ୍ଠ କ୍ଲର୍କ ପଞ୍ଜିକୃତ ଟ୍ରଷ୍ଟ ଡିଡ୍ ହସ୍ତାନ୍ତର!-->!-->!-->…
Read More...
Read More...
୩ କଲରାପତରିଆ ବାଘଛାଲ ଜବତ, ୭ ଗିରଫ
ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ବନଖଣ୍ଡ ଅଞ୍ଚଳରୁ ୩ଟି କଲରାପତରିଆ ବାଘ ଛାଲ ଜବତ ହୋଇଥିବାବେଳେ, ଏଥିରେ ମୋଟ ୭ଜଣଙ୍କୁ ଅଟକ ରଖାଯାଇଛି। ଅଟକଙ୍କ ମଧ୍ୟରେ ଜଣେ ଶିକ୍ଷକ ରହିଥିବା ସୂଚନା। ଏହି ବାଘଛାଲ ଗୁଡିକୁ ବିକ୍ରି ପାଇଁ ଯୋଜନା ଚାଲିଥିବା ଖବର ପାଇ ବନ ବିଭାଗ ପକ୍ଷରୁ ଅଚାନକ ଚଢ଼ଉ!-->…
Read More...
Read More...
ଦିଲ୍ଲୀର ୫ଟି ବଡ଼ ସ୍କୁଲକୁ ମିଳିଲା ବୋମା ଧମକ
ନୂଆଦିଲ୍ଲୀ; ଭାରତର ରାଜଧାନୀ ଦିଲ୍ଲୀର ଏକା ସାଙ୍ଗରେ ୫ଟି ଜଣାଶୁଣା ସ୍କୁଲକୁ ମିଳିଛି ବୋମା ଧମକ। ବୁଧବାର ସକାଳୁ ଏହି ଧମକ ମିଳିଛି। ଏହା ପରେ ସକାଳୁ ସକାଳୁ ଦିଲ୍ଲୀରେ ହଇଚଇ ସୃଷ୍ଟି ହୋଇଯାଇଛି। ଇମଲେ୍ ଜରିଆରେ ଏହି ଧମକ ମିଳିଥିବା ଜଣାପଡିବାପରେ ପୋଲିସ ତୁରନ୍ତ ସ୍କୁଲ ଗୁଡିକରେ!-->…
Read More...
Read More...
ମୃତ ସୌମ୍ୟାଶ୍ରୀଙ୍କ ପିତାଙ୍କ ସହ କଥା ହେଲେ ରାହୁଲ ଗାନ୍ଧୀ
ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ହେଲେ ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ। ବାଲେଶ୍ଵର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ଲୋକସଭା ବିରୋଧୀ ଦଳ ନେତା!-->…
Read More...
Read More...
ପୋଖରୀରେ ବୁଡି ଦଶମ ଶ୍ରେଣୀ ଛାତ୍ରୀ ମୃତ
କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜୟଚନ୍ଦ୍ରପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ସଦର ଥାନା ଓସ୍ତପୁର ବନ୍ଧପଡ଼ାର ଭାଗଶ୍ରୀ ରାଉତ(୧୪)। ଭାଗ୍ୟଶ୍ରୀଙ୍କ ବାପା ମାଆ!-->…
Read More...
Read More...
ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାରେ ବାଲେଶ୍ଵର ବନ୍ଦ କଲା ବିଜେଡି
ବାଲେଶ୍ୱର: ଏଫଏମ୍ ସ୍ୱୟଂଶାସିତ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ଦାବିରେ ବୁଧବାର ସମଗ୍ର ବାଲେଶ୍ୱର ଜିଲ୍ଲାରେ ୮ ଘଣ୍ଟିଆ ବନ୍ଦ ପାଳନ ହୋଇଛି । ରାସ୍ତାରେ ଟାୟାର ଜାଳି ପ୍ରତିବାଦ ଚଳାଇଛନ୍ତି ବିଜେଡି କର୍ମୀ। ହାତରେ ପୋଷ୍ଟର ଓ ପ୍ଲାକାର୍ଡ ଧରି ନାରାବାଜି କରୁଛନ୍ତି। ବନ୍ଦ!-->…
Read More...
Read More...
କାଲି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବାଲେଶ୍ୱର ବନ୍ଦ
ବାଲେଶ୍ବର: ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶା ଉଠୁଛି ପଡୁଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ।!-->…
Read More...
Read More...