ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ
Browsing Category

Today’s Highlight

ସ୍ୱଚ୍ଛ ସର୍ବେକ୍ଷଣରେ ଚମକିଲା ଭୁବନେଶ୍ୱର, ଆସ୍କା ଚିକିଟିକୁ ମିଳିଲା ରାଷ୍ଟ୍ରପତି ପୁରସ୍କାର

ନୂଆଦିଲ୍ଲୀ: ଓଡ଼ିଶାର ରାଜଧାନୀ ଭୁବନେଶ୍ୱର କେନ୍ଦ୍ର ସରକାରଙ୍କ ସ୍ୱଚ୍ଛ ସର୍ବେକ୍ଷଣରେ ଭାରତର ଶୀର୍ଷ ୧୦ ସଫା ସହର ମଧ୍ୟରେ ସ୍ଥାନ ପାଇଛି। ୩ ଲକ୍ଷରୁ ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ସହର ଶ୍ରେଣୀରେ ଭୁବନେଶ୍ୱର ୯ମ ସ୍ଥାନ ଅଧିକାର କରିଛି। ପୂର୍ବବର୍ତ୍ତୀ ସ୍ୱଚ୍ଛ ସର୍ବେକ୍ଷଣରେ ଏହା ୩୪ତମ…
Read More...

ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ସହାୟତା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ…
Read More...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାୟଗଡା: ଗୁଣୁପୁରରେ ଅଭାବନୀୟ ଘଟଣା ଘଟିଛି। ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜର ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଜଣେ ଛାତ୍ରଙ୍କର ମୃତଦେହ ଉଦ୍ଧାର ହୋଇଛି। ଛାତ୍ର ଜଣକ ବାୟୋଟେକ୍ ଦ୍ଵିତୀୟ ବର୍ଷରେ ପଢୁଥିଲେ। ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜରେ ପୁଣି ଜଣେ ଛାତ୍ରର ଆତ୍ମହତ୍ୟା।…
Read More...

କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ

କନ୍ଧମାଳ: ସୁରକ୍ଷାକର୍ମୀଙ୍କୁ ପୁଣି ଏକ ବଡ଼ ସଫଳତା। ଗୁରୁବାର ଦିନ କନ୍ଧମାଳ ଜିଲ୍ଲାର ଏକ ଜଙ୍ଗଲ ଭିତରେ ମାଓବାଦୀମାନେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଲୁଚାଇ ରଖିଥିବା ସନ୍ଦେହ କରି ସୁରକ୍ଷା କର୍ମୀମାନେ ଉଦ୍ଧାର କରିଛନ୍ତି। ଏକ ଗୁଇନ୍ଦା ସୂଚନା ପାଇ, ପୋଲିସ ଅଧିକ୍ଷକ ହରିଶା…
Read More...

ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା

ସମ୍ବଲପୁର: ବହୁଚର୍ଚ୍ଚିତ ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ମାମଲା ଥମିନଥିବାବେଳେ ପୁଣି ଥରେ ଛାତ୍ରୀ ନିର୍ଯ୍ୟାତନାର ଖବର ସାମ୍ନାକୁ ଆସିଛି। ଗଙ୍ଗାଧର ମେହେର ବିଶ୍ଵ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯାଇଥିବା ସୂଚନା ମିଳିଛି। ଅଭିଯୋଗ କୁ ଆଧାର କରି…
Read More...

ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ

ରାୟଗଡା: ରାୟଗଡା ୟାର୍ଡରେ ଆଜି ସକାଳେ ଏକ ପୁସ୍ ଟ୍ରଲିର ଛତା ଏକ ମାଲବାହୀ ଟ୍ରେନର ଚଳନ୍ତା ୱାଗନରେ ଫସିଯିବା ଫଳରେ ଦୁର୍ଘଟଣା ଘଟିଛି। ଟ୍ରଲିଟି ୟାର୍ଡରେ ଲାଇନ୍ ନମ୍ବର ୪ ଏବଂ ୫ ମଧ୍ୟରେ ଥିଲା। ଦୁର୍ଭାଗ୍ୟବଶତଃ ଏହି ଘଟଣାରେ ଜଣେ ଠିକା କର୍ମଚାରୀ ମାଲବାହୀ ଟ୍ରେନ୍ ଧକ୍କାରେ ମୃତ୍ୟୁବରଣ…
Read More...

ତତ୍ପର ହେଲା ଗଣଶିକ୍ଷା ବିଭାଗ

ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି ଭୁବନେଶ୍ୱର: ଏଫ୍ଏମ୍ କଲେଜର ଛାତ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରେ ସାରା ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏହି ଘଟଣାକୁ ଲକ୍ଷ୍ୟରେ ରଖି…
Read More...

ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର

ବେଙ୍ଗାଲୁରୁ: ଆରସିବିର ବିଜୟ ପରେ ୪ ଜୁନ୍‌ରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟାକୁ ନେଇ କର୍ଣ୍ଣାଟକ ସରକାର ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ କରିବା ସହ ଏନେଇ ଏକ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରିଛନ୍ତି। ଏହି ରିପୋର୍ଟରେ ସରକାର ଦଳାଚକଟା ପାଇଁ ଆରସିବିକୁ ସମ୍ପୂର୍ଣ୍ଣ ଦାୟୀ…
Read More...

ଆସନ୍ତାକାଲି ଓଡ଼ିଶା ବନ୍ଦ

ଭୁବନେଶ୍ବର: ବାଲେଶ୍ଵର ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ। ଆସନ୍ତାକାଲି ଅଖ ଚକ ବନ୍ଦ କରିବ କଂଗ୍ରେସ। ଗାଡ଼ି ମୋଟର ଚଳାଚଳ ବନ୍ଦ ରହିବ। ଓଡ଼ିଶା ପ୍ରଦେଶ…
Read More...

ଆସନ୍ତାକାଲି ରାଜ୍ୟର ସବୁ ପେଟ୍ରୋଲ ପମ୍ପ ବନ୍ଦ

ଭୁବନେଶ୍ବର: ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ। ଏଫ୍‌ଏମ୍‌ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍‌ ଆସୋସିଏଶନ ପକ୍ଷରୁ…
Read More...