Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ଯାଜପୁରରେ ଝାଡ଼ାବାନ୍ତି ଅଣାୟତ୍ତ; ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା
ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଯାହାକି ବର୍ତ୍ତମାନ ମହାମାରୀର ରୂପ ନେଲାଣି। ବିଶେଷକରି ଧର୍ମଶାଳା, କୋରେଇ, ଯାଜପୁର ବ୍ଲକ ଓ ବ୍ୟାସନଗରରେ ଝାଡ଼ା ବାନ୍ତିରେ ବହୁ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ଜଣଙ୍କ ଜୀବନ ଗଲାଣି।
ଗତକାଲି!-->!-->!-->…
Read More...
Read More...
କରିସ୍ମା କପୁରଙ୍କ ପୂର୍ବତନ ସ୍ଵାମୀ ସଞ୍ଜୟ କପୁରଙ୍କ ପରଲୋକ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ଏବଂ ବ୍ୟବସାୟୀ ସଞ୍ଜୟ କପୁରଙ୍କ ଦେହାନ୍ତ ହୋଇଛି। ଗୁରୁବାର ୫୩ ବର୍ଷ ବୟସରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳେ ସଞ୍ଜୟ ଇଂଲଣ୍ଡରେ ଥିଲେ ଏବଂ ଏକ କ୍ଲବରେ ପୋଲୋ ଖେଳୁଥିବା ବେଳେ ହଠାତ୍ ହୃଦଘାତରେ ଦେହାନ୍ତ!-->…
Read More...
Read More...
ସରକାରୀ କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ୍ ସହ ସାଢେ଼ ୭ଘଣ୍ଟା କାର୍ଯ୍ୟ ବାଧ୍ୟତାମୂଳକ
ଭୁବନେଶ୍ବର: ଅଫିସକୁ ଆଉ ମନଇଚ୍ଛା ଆସିପାରିବେ ନାହିଁ ସରକାରୀ କର୍ମଚାରୀ। ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ ସହ ସାଢେ଼ ୭ଘଣ୍ଟା କାର୍ଯ୍ୟ କରିବାକୁ ବାଧ୍ୟତାମୂଳକ କରିଛନ୍ତି ସରକାର। ଠିକ୍ ସମୟରେ ଅଫିସରେ ପହଞ୍ଚି ବାୟୋମେଟ୍ରିକ୍ ଦେବାକୁ ପଡ଼ିବ ଓ ସାଢେ଼ ସାତଘଣ୍ଟା କାର୍ଯ୍ୟ କରିବାକୁ!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କୁ ବିମାନ ଦୁର୍ଘଟଣାର କାହାଣୀ କହିଲେ ରମେଶ
ଅହମ୍ମଦାବାଦ: ଅହମ୍ମଦାବାଦ ପ୍ଲେନ୍ କ୍ରାସ୍ ଘଟଣାର ଭୟଙ୍କର ଓ ଛାତିଥରା କାହାଣୀ ବଖାଣିଛନ୍ତି ଏକମାତ୍ର ଜୀବିତ ରମେଶ ବିଶ୍ବାସ କୁମାର। ଗୁଜରାଟର ଅହମଦାବାଦରେ ହୋଇଥିବା ବଡ ଧରଣର ବିମାନ ଦୁର୍ଘଟଣାରେ ଅନେକ ଜୀବନ ଚାଲି ଯାଇଛି। ମାତ୍ର ବିମାନରେ ଥିବା ସମସ୍ତ ଯାତ୍ରୀଙ୍କ ମଧ୍ୟରୁ ସୌଭାଗ୍ୟବଶତଃ!-->…
Read More...
Read More...
ବିମାନ କ୍ରାସ: ମୃତକଙ୍କ ହେବ ଡିଏନ୍ଏ ପରୀକ୍ଷା
ଗୁଜୁରାଟ: ପୀଡିତଙ୍କୁ ଚିହ୍ନଟ କରିବା ପାଇଁ ଗୁଜୁରାଟ ସରକାର ବିମାନରେ ଥିବା ଲୋକଙ୍କ ସମ୍ପର୍କୀୟମାନଙ୍କୁ ଡିଏନଏ ନମୁନା ଦେବାକୁ ନିବେଦନ କରିଛନ୍ତି। ନିକଟ ସମ୍ପର୍କୀୟଙ୍କୁ ତୁରନ୍ତ ଆସି ସାମ୍ପଲ୍ ଦେବାକୁ ଗୁଜରାଟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଧନଞ୍ଜୟ!-->…
Read More...
Read More...
ବିମାନ କ୍ରାସ ଘଟଣାରେ ୫ ଡାକ୍ତରୀ ଛାତ୍ର ମୃତ
ଅହମଦାବାଦ: ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୨୪୨ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏପରିକି ଦୁର୍ଘଟଣାରେ ୫ଜଣ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪ଜଣ!-->…
Read More...
Read More...
ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଦେବ ଟାଟା ଗ୍ରୁପ
ଗୁଜରାଟ: ଗୁଜରାଟର ଅହମ୍ମଦାବାଦରେ ଗୁରୁବାର ଘଟିଥିବା ବଡ଼ ଧରଣର ବିମାନ ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଇଛି। ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିଲେ। ଆଉ ଏଥି ମଧ୍ୟରୁ ୨୪୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମାତ୍ର ଜଣଙ୍କର ହିଁ ଜୀବନ ବଞ୍ଚିଯାଇଛି। ଦୁର୍ଘଟଣାସ୍ଥଳକୁ!-->…
Read More...
Read More...
ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ ଉଦ୍ଧାର
ଅହମ୍ମଦାବାଦ: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମାତ୍ର ଜଣଙ୍କର ହିଁ ଜୀବନ ବଞ୍ଚିଯାଇଛି। ଗୁରୁବାର ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା। ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଉଡ଼ାଣ ଭରିବାର କିଛି ସମୟ ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ!-->…
Read More...
Read More...
ବ୍ୟାଙ୍କରେ ବନ୍ଧୁକ ଦେଖାଇ ଲୁଟିନେଲେ ୧୦ ଲକ୍ଷ ଟଙ୍କା ସହ ସୁନାଗହଣା
କେନ୍ଦୁଝର: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି।
ସୂଚନା ଅନୁଯାୟୀ, ସକାଳ ପ୍ରାୟ ୧୦ଟାରେ ବ୍ୟାଙ୍କ ଖୋଲିବା ପରେ!-->!-->!-->…
Read More...
Read More...
ସୁନା ପୁଣି ଉପରମୁହାଁ
ନୂଆଦିଲ୍ଲୀ: ସୁନା ଦର ପୁଣି ବଢ଼ିଛି। ଦୁଇ ଦିନ ମଧ୍ୟରେ ୧୫୫୦ ଟଙ୍କାର ବୃଦ୍ଧି ଘଟିଲାଣି। ବୁଧବାର ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ପିଛା ଦାମ୍ ୭୫୦ ଟଙ୍କା ବଢ଼ିଥିଲା। ଗୁରୁବାର ଦର ଆଉ ୮୦୦ ଟଙ୍କା ବଢ଼ିବାରୁ ଏହାର ଦାମ୍ ୯୧ ହଜାର ଟଙ୍କାକୁ ଛୁଇଁଛି।
୨୪ କ୍ୟାରେଟ୍ ସୁନାର ଦାମ୍ ୮୨୦!-->!-->!-->…
Read More...
Read More...