ପ୍ରମୁଖ ଖବର

ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର
Browsing Category

Today’s Highlight

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ (ଡବ୍ଲ୍ୟୁଏମ୍‌ଏମ୍‌ଏଲ୍‌-୨୦୨୬) କର୍ମଶାଳା ଉଦ୍‌ଘାଟିତ

ଭୁବନେଶ୍ୱର, ଜୁନ୍ ୩୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଗଣିତ ବିଭାଗ ପକ୍ଷରୁ ମଙ୍ଗଳବାର “ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ” (ଡବ୍ଲ୍ୟୁଏମ୍‌ଏମ୍‌ଏଲ୍‌-୨୦୨୬) ସମ୍ପର୍କିତ ଏକ ୫ ଦିବସୀୟ କର୍ମଶାଳା
Read More...

‘ଓଡ଼ିଶା ଯାତ୍ରୀ’ ଆପ୍‌ରେ ନୂଆ ସୁରକ୍ଷା ମଡ୍ୟୁଲ୍

ଭୁବନେଶ୍ବର: ପ୍ରଯୁକ୍ତିବିଦ୍ୟା ଓ ଡିଜିଟାଲ୍ ସେବା ମାଧ୍ୟମରେ ନାଗରିକ ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ଯାତ୍ରୀ’ ଆପ୍‌ରେ ଏକ ଉନ୍ନତ ସୁରକ୍ଷା ମଡ୍ୟୁଲ୍ ସାମିଲ କରିଛନ୍ତି। ଏହା ସହିତ ଆପ୍‌ଟି ଦେଶର ପ୍ରଥମ ସରକାରୀ ସମନ୍ୱିତ ସୁରକ୍ଷା ଓ ଗମନାଗମନ
Read More...

ଭାରତୀୟ ସ୍ଥଳସେନାର ନୂଆ ମୁଖ୍ୟ ହେଲେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍

ନୂଆଦିଲ୍ଲୀ: ଭାରତୀୟ ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜେନେରାଲ୍ ଉପେନ୍ଦ୍ର ଦ୍ୱିବେଦୀଙ୍କ ଅବସର ପରେ କେନ୍ଦ୍ର ସରକାର ତାଙ୍କୁ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତ କରିଛନ୍ତି। ସେ ଜୁନ୍ ୩୦ରୁ ୨୦୨୮ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଏହି
Read More...

ଖଣ୍ଡଗିରି ଡବଲ ମର୍ଡରର ପର୍ଦ୍ଦାଫାଶ: ଦୁଇ ନାବାଳକ ଅଭିଯୁକ୍ତ ଅଟକ

ଭୁବନେଶ୍ବର: ଭୁବନେଶ୍ୱରର ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆରେ ଘଟିଥିବା ଚର୍ଚ୍ଚିତ ଡବଲ ମର୍ଡର ଘଟଣାରେ ପୁଲିସ ଦୁଇ ଜଣ ନାବାଳକ ସ୍କୁଲ ଛାତ୍ରଙ୍କୁ ନିଜ ହେପାଜତକୁ ନେଇଛି। ସେମାନଙ୍କ ମଧ୍ୟରୁ ଜଣେ ଦଶମ ଶ୍ରେଣୀ ଏବଂ ଅନ୍ୟ ଜଣେ ଦ୍ୱାଦଶ ଶ୍ରେଣୀର ଛାତ୍ର ବୋଲି ପୁଲିସ କମିଶନର ଏସ୍. ଦେବଦତ୍ତ
Read More...

ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ୧୫ରୁ ଅଧିକ ଦୋକାନ ପୋଡି ପାଉଁଶ

ଭୁବନେଶ୍ବର: ଭୁବନେଶ୍ୱରର ପ୍ରମୁଖ ବ୍ୟବସାୟିକ କେନ୍ଦ୍ର ମାର୍କେଟ ବିଲ୍ଡିଂରେ ମଙ୍ଗଳବାର ଭୋର ସମୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ପ୍ରାୟ ୧୫ରୁ ଅଧିକ ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ପୋଷାକ ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଅନୁମାନ
Read More...

ଦିଲ୍ଲୀରେ ୨୦୨୮ରୁ ବନ୍ଦ ହେବ ପେଟ୍ରୋଲ ଦୁଇଚକିଆ ପଞ୍ଜୀକରଣ

ନୂଆଦିଲ୍ଲୀ: ପ୍ରଦୂଷଣ ନିୟନ୍ତ୍ରଣ ଏବଂ ବୈଦ୍ୟୁତିକ ଯାନ (ଇଭି) ବ୍ୟବହାରକୁ ଅଧିକ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଦିଲ୍ଲୀ ସରକାର ନୂତନ ‘ଦିଲ୍ଲୀ ଇଭି ପଲିସି ୨.୦’କୁ ମଞ୍ଜୁରୀ ଦେଇଛନ୍ତି। ଜୁଲାଇ ୧ରୁ କାର୍ଯ୍ୟକାରୀ ହେବାକୁ ଯାଉଥିବା ଏହି ନୀତିରେ ଇଭି କ୍ରେତାଙ୍କ ପାଇଁ ବିଭିନ୍ନ ରିହାତି
Read More...

ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ସେଚେଲ୍ସ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ପ୍ରଦାନ କରାଯାଇଛି। ପରିବେଶ ସଂରକ୍ଷଣ, ଜଳବାୟୁ କାର୍ଯ୍ୟ ଏବଂ ସ୍ଥାୟୀ ବିକାଶ କ୍ଷେତ୍ରରେ ତାଙ୍କ ଉଲ୍ଲେଖନୀୟ ନେତୃତ୍ୱକୁ ସ୍ୱୀକୃତି ଦେଇ ସେଚେଲ୍ସ
Read More...

ବିଶ୍ୱ କ୍ୟାଡେଟ୍ ଚେସ୍‌ରେ ଓଡ଼ିଆ ପୁଅ ସାତ୍ତ୍ବିକଙ୍କୁ କାଂସ୍ୟ

ନ୍ୟୁଜ୍ ବ୍ୟୁରୋ: ଜର୍ଜିଆର ବାତୁମିରେ ଅନୁଷ୍ଠିତ ବିଶ୍ୱ କ୍ୟାଡେଟ୍ ଚେସ୍‌ ଚମ୍ପିଆନସିପ୍‌ରେ ଭାରତୀୟ ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଭାରତ ଗୋଟିଏ ସ୍ବର୍ଣ୍ଣ, ଗୋଟିଏ ରୌପ୍ୟ ଏବଂ ଦୁଇଟି କାଂସ୍ୟ ସହ ମୋଟ ୪ଟି ପଦକ ଜିତିଛି। ଭାରତୀୟ ଦଳ ପକ୍ଷରୁ ଖେଳିଥିବା ଓଡ଼ିଶାର
Read More...

କରାଚିରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନଙ୍କ ସହ ୬ ମୃତ

ପାକିସ୍ତାନ: ପାକିସ୍ତାନର କରାଚି ସହରରେ ଶନିବାର ସନ୍ଧ୍ୟାରେ ଏକ ଆତଙ୍କବାଦୀ ଆକ୍ରମଣ ଘଟିଛି। ଏହି ଆକ୍ରମଣରେ ମୋଟ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ପାକିସ୍ତାନ ସିନ୍ଧ ରେଞ୍ଜର୍ସର ୩ ଯବାନ ଏବଂ ୩ ଆତଙ୍କବାଦୀ ରହିଛନ୍ତି। ସୂଚନା ଅନୁସାରେ, ଆତଙ୍କବାଦୀମାନେ ପ୍ରଥମେ
Read More...

ବିଜେଡିରେ ସାମିଲ ହେଲେ ସୁଜାତା ଆର୍ କାର୍ତ୍ତିକେୟନ

ଭୁବନେଶ୍ବର: ଦୀର୍ଘ ଦିନ ଧରି ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇ ବିଜୁ ଜନତା ଦଳ (ବିଜେଡି)ରେ ସାମିଲ ହୋଇଛନ୍ତି ସୁଜାତା ଆର୍ କାର୍ତ୍ତିକେୟନ। ଗୁରୁବାର ଶଙ୍ଖ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ
Read More...