Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category
Today’s Highlight
୪ ରାଜ୍ୟର ୫ ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା
ନୂଆଦିଲ୍ଲୀ: ଚାରି ରାଜ୍ୟର ପାଞ୍ଚ ବିଧାନସଭା ଆସନ ପାଇଁ ହେବାକୁ ଯାଉଛି ଉପନିର୍ବାଚନ। ବିଧାୟକମାନଙ୍କ ଇସ୍ତଫା କିମ୍ବା ମୃତ୍ୟୁ ଯୋଗୁଁ ଖାଲିପଡ଼ିଥିବା ଆସନଗୁଡ଼ିକ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରାଯାଇଛି। ଭାରତୀୟ ନିର୍ବାଚନ କମିସନ ଗୁଜରାଟ, କେରଳ, ପଞ୍ଜାବ ଏବଂ ପଶ୍ଚିମବଙ୍ଗର ପାଞ୍ଚଟି!-->…
Read More...
Read More...
ତାଜମହଲ ଉଡ଼ାଇ ଦେବାକୁ ଧମକ, ହାଇ ଆଲର୍ଟ ଜାରି
ଆଗ୍ରା: ତାଜମହଲକୁ ଆରଡ଼ିଏକ୍ସ ସାହାଯ୍ୟରେ ଉଡ଼ାଇ ଦିଆଯିବାର ଧମକ ଦିଆଯାଇଛି। ଏହି ଧମକପୂର୍ଣ୍ଣ ମେଲ୍ କେରଳରୁ ପଠାଯାଇଛି। ଧମକ ପାଇବା ପରେ, ତାଜମହଲରେ ତିନି ଘଣ୍ଟା ଧରି ସର୍ଚ୍ଚ ଅପରେଶନ କରାଯାଇଥିଲା। ଧମକପୂର୍ଣ୍ଣ ଇମେଲ୍ ପାଇବା ପରେ ସୁରକ୍ଷା ଏଜେନ୍ସିଗୁଡ଼ିକ ହାଇ ଆଲର୍ଟ ଜାରି!-->…
Read More...
Read More...
ଅର୍ଥନୀତିରେ ଚାରିନମ୍ବର ସ୍ଥାନକୁ ଉଠିଲା ଭାରତ
ଜାପାନକୁ ପଛରେ ପକାଇଲା ଦେଶ, ପୂର୍ବରୁ ଆଇଏମଏଫ୍ କରିଥିଲା ପୂର୍ବାନୁମାନ
ନିତି ଆୟୋଗ କହିଲା ଠିକ୍ ଠାକ୍ ଚାଲିଲେ ଅଢେଇ ବର୍ଷରେ ତିନି ନମ୍ବର ହେବୁ
ନୂଆଦିଲ୍ଲୀ: ଜାପାନକୁ ପଛରେ ପକାଇ ବିଶ୍ୱର ଚତୁର୍ଥ ବୃହତ ଅର୍ଥନୀତି ପାଲଟିଛି ଭାରତ। ନିତି ଆୟୋଗର ସିଇଓ ବିଭିଆର ସୁବ୍ରମଣ୍ୟମ!-->!-->!-->!-->!-->…
Read More...
Read More...
ତେଜ ପ୍ରତାପଙ୍କୁ ପାର୍ଟିରୁ ବହିଷ୍କାର କଲେ ଲାଲୁ ଯାଦବ
ବିହାର:ବଡ଼ ପୁଅ ତେଜ ପ୍ରତାପଙ୍କୁ ପାର୍ଟିରୁ ବହିଷ୍କାର କଲେ ଲାଲୁ ପ୍ରସାଦ ଯାଦବ। ବିଶୃଙ୍ଖଳିତ ଆଚରଣ ଅଭିଯୋଗରେ ୬ ବର୍ଷ ପାଇଁ ବହିଷ୍କାର କଲେ ଓ ପରିବାରରୁ ବିଦା ନେଇ ବି ‘ଏକ୍ସ’ରେ ସୂଚନା ଦେଲେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ।
ଆରଜେଡି ମୁଖ୍ୟ ତାଙ୍କ ପୋଷ୍ଟରେ କହିଛନ୍ତି,!-->!-->!-->…
Read More...
Read More...
ରଥଯାତ୍ରାରୁ ନୀଳାଦ୍ରି ବିଜେ ମଧ୍ୟରେ ସରିବ ରତ୍ନଭଣ୍ଡାର ମରାମତି କାମ
ପୁରୀ: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି କାମ ବର୍ତ୍ତମାନ ବନ୍ଦ ରହିଥିଲେ ମଧ୍ୟ ଆସନ୍ତା ରଥଯାତ୍ରାରୁ ନୀଳାଦ୍ରିବିଜେ ମଧ୍ୟରେ ଏହା ଶେଷ ହେବ। ଆସନ୍ତା ଜୁନ ୨୭ ତାରିଖରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଘୋଷଯାତ୍ରା ଆରମ୍ଭ ହେବାକୁ ଯାଉଛି। ସବୁ ଲୀଳା ଖେଳା ସାରି ଆସନ୍ତା ଜୁଲାଇ ୮ ତାରିଖରେ!-->…
Read More...
Read More...
ଆତ୍ମସମର୍ପଣ କଲେ ୨୪ ମାଓବାଦୀ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ୨୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଭାଙ୍ଗୁଛି ମାଓଗଡ଼। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆଗେଇ ଆସୁଛନ୍ତି ମାଓବାଦୀ। ଲଗାତାର ଲାଲବାହିନୀ ଆତ୍ମସମର୍ପଣ କରୁଛନ୍ତି।
ମାଲକାନଗିରି ଜିଲା!-->!-->!-->…
Read More...
Read More...
ପରଲୋକରେ ବଲିଉଡ ଅଭିନେତା ମୁକୁଲ ଦେବ
ନୂଆଦିଲ୍ଲୀ: ୫୪ବର୍ଷ ବୟସରେ ବଲିଉଡ ଅଭିନେତା ମୁକୁଲ ଦେବଙ୍କ ଦେହାନ୍ତ ହୋଇଛି। ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଛି। ସିନେମା ଓ ଟିଭି ଜଗତରେ ବେଶ ପରିଚିତ ଚେହେରା ଥିଲେ ମୁକୁଲ। ସନ୍ ଅଫ୍!-->…
Read More...
Read More...
ନୂଆ ଟେଷ୍ଟ ଟିମ୍ ଅଧିନାୟକ ହେଲେ ଶୁଭମନ ଗିଲ
ନ୍ୟୁଜ୍ବ୍ୟୁରୋ: ବିସିସିଆଇ ଟିମ ଇଣ୍ଡିଆର ନୂତନ ଟେଷ୍ଟ ଅଧିନାୟକଙ୍କ ନାମ ଘୋଷଣା କରିଛି। ମେ ୨୪ ତାରିଖରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବୋର୍ଡ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଏହି ଘୋଷଣା କରିଥିଲେ। ଯୁବ ତାରକା ଶୁଭମନ ଗିଲ ଏବେ ଟେଷ୍ଟ ଦଳର ଦାୟିତ୍ୱ ନେବେ। ଏହାର ଅର୍ଥ ହେଉଛି!-->…
Read More...
Read More...
ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ
ଅନୁଗୁଳ: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ପ୍ରାଣହାନୀ ସମ୍ପର୍କରେ ଜାଣି ଅତ୍ୟନ୍ତ ଦୁଃଖ ପ୍ରକାଶ କରବା ସହ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି!-->…
Read More...
Read More...
ରଥଯାତ୍ରାରେ ରାଜ୍ୟର ସମସ୍ତ ଜଗନ୍ନାଥ ମନ୍ଦିରକୁ ଆର୍ଥିକ ସହାୟତା ଦେବେ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ୨୦୨୫ ରଥଯାତ୍ରା ପାଇଁ ରାଜ୍ୟରେ ଥିବା ଜଗନ୍ନାଥ ମନ୍ଦିରଗୁଡିକୁ ସରକାର ଆର୍ଥିକ ସହାୟତା ଯୋଗାଇ ଦେବେ। ଏହି ସହାୟତା ରଥ ନିର୍ମାଣ ଏବଂ ରଥଯାତ୍ରା ପାଇଁ ଦିଆଯିବ। ଦେବୋତ୍ତର ଆୟୋଗ ଅଧୀନରେ ଥିବା ରାଜ୍ୟର ସମସ୍ତ ଜଗନ୍ନାଥ!-->…
Read More...
Read More...