ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category

Today’s Highlight

ମେ ୨୭ ନୁହେଁ, ୨୬ରେ ବନ୍ଦ ରହିବ ସରକାରୀ ଅଫିସ୍

ଭୁବନେଶ୍ବର: ଆସନ୍ତା ମେ ୨୭ ତାରିଖ ଅର୍ଥାତ୍ ମଙ୍ଗଳବାର ସରକାରୀ ଛୁଟି ନୁହେଁ, ବରଂ ମେ ୨୬, ସେମାବାର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ। ସାବିତ୍ରୀ ଅମାବାସ୍ୟା ମେ ୨୬ରେ ପାଳନ ହେଉଥିବାରୁ, ଏହି ଦିନ ସରକାରୀ ଛୁଟି ଘୋଷଣା ହୋଇଛି। ମଙ୍ଗଳବାର ମେ ୨୭ ତାରିଖ ସମସ୍ତ ସରକାରୀ ଅଫିସ୍ ଖୋଲା
Read More...

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ନୂଆପଡ଼ା: ଭିଜିଲାନ୍ସ ଜାଲରେ ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ। ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ। ନୂଆପଡ଼ା, ଭୁବନେଶ୍ୱର ଓ ପୁରୀ ଜିଲ୍ଲା ପିପିଲିର ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ
Read More...

ଶ୍ରୀମନ୍ଦରରେ ଲାଗିବ ଆଣ୍ଟିଡ୍ରୋନ ସିଷ୍ଟମ୍‍

ପୁରୀ: ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍‍ ସିଷ୍ଟମ୍‍। ପୁରୀ ଜଗନ୍ନାଥ ମନ୍ଦିରରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣର ଆଶଙ୍କାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏହି ତୀର୍ଥସ୍ଥଳୀର ସୁରକ୍ଷା ପାଇଁ ଆଣ୍ଟି-ଡ୍ରୋନ ପ୍ରଯୁକ୍ତି ସ୍ଥାପନ ଉପରେ ବିଚାର କରୁଛନ୍ତି। ଆଣ୍ଟିଡ୍ରୋନ୍‍ ଟେକ୍ନୋଲୋଜି
Read More...

୨୭ତାରିଖ ବେଳକୁ ବଙ୍ଗୋପସାଗର ରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣ ର ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ, କେଉଁଝର ଜିଲ୍ଲାର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା
Read More...

୨୦୩୫ ସୁଦ୍ଧା ସ୍ଥାପନ ହେବ ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର: ଇସ୍ରୋ ଅଧ୍ୟକ୍ଷ

ଭୁବନେଶ୍ୱର: ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଅର୍ଥାତ୍ ଇସ୍ରୋ ମହାକାଶରେ ୨୦୩୫ ସୁଦ୍ଧା ଏକ ମଡ୍ୟୁଲାର ମହାକାଶକେନ୍ଦ୍ର - “ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ୍‌’’ ସ୍ଥାପନ କରିବାର ଯୋଜନା ରଖିଛି ବୋଲି ବୁଧବାର ଇସ୍ରୋର ଅଧ୍ୟକ୍ଷ ତଥା ମହାକାଶ ବିଭାଗର ସଚିବ ଡକ୍ଟର ଭି. ନାରାୟଣନ୍ କହିଛନ୍ତି।
Read More...

ସ୍ୱତନ୍ତ୍ର ଓଟିଇଟି-୨୦୨୫ ପାଇଁ ଅନଲାଇନ୍ ପଞ୍ଜୀକରଣ ତାରିଖ ମେ’୨୭ ଯାଏଁ ବୃଦ୍ଧି

ଭୁବନେଶ୍ବର: ସ୍ୱତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପାଇଁ ଅନଲାଇନ୍ ପଞ୍ଜୀକରଣର ଶେଷ ତାରିଖ ଏବଂ ସମୟ ଆଜି (ଗୁରୁବାର) ପୂର୍ବାହ୍ନ ୧୧.୪୫ ଥିଲା। ଏବେ ଏହାର ଶେଷ ତାରିଖକୁ ମେ’ ୨୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପକ୍ଷରୁ ଗୁରୁବାର ଏକ
Read More...

୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହା ୩୬,୦୦୦ ଲୋକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବ। ଆଜି ପ୍ରାୟ ୪୯ ହଜାର କୋଟି ଟଙ୍କାର
Read More...

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଲେ ତିଗିରିଆ ଥାନା ଏଏସଆଇ

ତିଗିରିଆ: ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ ବେହେରା। ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରଦୀପଙ୍କୁ ଧରିଛି ଭିଜିଲାନ୍ସ ଟିମ୍‍। ସୂଚନା ଅନୁସାରେ ଏକ ମାମଲାର ରଫାଦଫା କରିବା ପାଇଁ ପ୍ରଦୀପ ଲାଞ୍ଚ ନେଉଥିଲେ। ଖବର ପାଇ ଭିଜିଲାନ୍ସ ଏହି ସମୟରେ ତାଙ୍କୁ ମାଡିବସିଥିଲା।
Read More...

ଏପ୍ରିଲ ୨୨ର ଜବାବ ମାତ୍ର ୨୨ ମିନିଟ୍‌ରେ ଦେଲୁ : ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଆଜି ରାଜସ୍ଥାନ ଗସ୍ତ କରିଛନ୍ତି। ରାଜସ୍ଥାନ ବିକାନେରରୁ ପାକିସ୍ତାନକୁ ଟାର୍ଗେଟ୍ କରି ପ୍ରଧାନମନ୍ତ୍ରୀ କହିଛନ୍ତି, "ଏପ୍ରିଲ ୨୨ର ଜବାବ ମାତ୍ର ୨୨ ମିନିଟ୍‌ରେ ଦେଲୁ। ରାଜସ୍ଥାନର ବିକାନେରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ଏବଂ
Read More...

ଓଏସଏସସି ଅଧ୍ୟକ୍ଷ ହେଲେ ସୁଧାକର ବୁର୍ଗି

ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ(ଓଏସଏସସି)କୁ ମିଳିଲା ନୂଆ ଅଧ୍ୟକ୍ଷ। ଅବସରପ୍ରାପ୍ତ ଆଇଏଏସ ସୁଧାକର ବୁର୍ଗି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନର ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଛନ୍ତି। ପୂର୍ବତନ ଡିଜିପି ଅଭୟଙ୍କ ଓଏସଏସସି ଅଧ୍ୟକ୍ଷ ପଦରୁ ଇସ୍ତଫା ପରେ ସୁଧାକର
Read More...