Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category
Today’s Highlight
ସମସ୍ତ ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା
ଭୁବନେଶ୍ଵର: ମନମୋହନ କହିଛନ୍ତି, କ୍ଷୁଦ୍ର ଜମାକାରୀ ହୁଅନ୍ତୁ କିମ୍ବା ବଡ଼ ଜମାକାରୀ ସମସ୍ତଙ୍କୁ ଟଙ୍କା ମିଳିବ। ମନରେ କୌଣସି ଦ୍ୱନ୍ଦ୍ୱ ରହିବା ଉଚିତ୍ ନୁହେଁ, ସମସ୍ତ କ୍ଷତିଗ୍ରସ୍ତ ଟଙ୍କା ପାଇବେ। ୧୦ ହଜାର ହେଉ କିମ୍ବା ୧୦ ଲକ୍ଷ ସମସ୍ତେ ଟଙ୍କା ଫେରସ୍ତ ପାଇବେ। ସାମାନ୍ୟ ପ୍ରମାଣ!-->…
Read More...
Read More...
ଶରଧାବାଲି ଦଳାଚକଟାର ଭିଡିଓ ମାଗିଲେ ଅନୁ ଗର୍ଗ
ପୁରୀ: ପୁରୀ ଶରଧାବାଲିରେ ଘଟିଥିବା ଦଳାଚକଟା ସମୟର ଭିଡିଓ କିମ୍ବା ତଥ୍ୟ ଯାହା ପାଖରେ ଅଛି ଦେବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି। ଶରଧାବାଲି ଦଳାଚକଟାର ତଦନ୍ତକାରୀ ଅଧିକାରୀ ଅନୁ ଗର୍ଗଙ୍କ ଏହି ଅପିଲ କରିଛନ୍ତି। ଲୋକଙ୍କ ପାଖରେ ତଥ୍ୟ ଏବଂ ଭିଡିଓ ଥିଲେ!-->…
Read More...
Read More...
ଜନ୍ମବେଦୀରେ ଶ୍ରୀଜିଉଙ୍କ ଶୃଙ୍ଖଳିତ ଦର୍ଶନର ତଦାରଖ କଲେ ପୋଲିସ ଡିଜି
ପୁରୀ: ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି ୱାଇ ବି ଖୁରାନିଆ। ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଉପସ୍ଥିତ ରହି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ନିରୀକ୍ଷଣ କରୁଛନ୍ତି। ପୋଲିସ ଡିଜିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ!-->…
Read More...
Read More...
ତେଲେଙ୍ଗାନା ବିସ୍ଫୋରଣ; ୮ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା
ତେଲଙ୍ଗାନା: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ। ଏନେଇ ଆଜି ମୃତ ଓଡିଆଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
Read More...
Read More...
କାର୍ଯ୍ୟରେ ଯୋଗ ଦେଲେ ଓଏଏସ ଅଧିକାରୀ
ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ବିଜେପି ନେତା ଜଗା ପ୍ରଧାନ ଗିରଫ ହେବା ପରେ, ଏବେ ସ୍ଥିତି ପୁଣି ପୂର୍ବ ଅବସ୍ଥାକୁ ଫେରୁଛି। ଓଏଏସ ସଂଘ ଆନ୍ଦୋଳନରୁ ଓହରିଥିବା ବେଳେ ଆଜି କାର୍ଯ୍ୟକୁ ଫେରିଛନ୍ତି ଓଏଏସ ଅଧିକାରୀ। ବିଏମସି ଅଫିସ ସହ ରାଜ୍ୟର ବିଭିନ୍ନ ଅଫିସରେ!-->…
Read More...
Read More...
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଗିରଫ
ବଲାଙ୍ଗୀର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବଲାଙ୍ଗୀରର କଣ୍ଟାବାଞ୍ଜି ଆର୍ ଆଣ୍ଡ ବି ଡିଭିଜନ ଅଧୀନରେ ଥିବା ଟିଟଲାଗଡ଼ ଆର୍ ଆଣ୍ଡ ବି ସବ-ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଦିଲେଶ୍ୱର ମାଝୀ। ଗତକାଲି ଦିଲେଶ୍ୱରଙ୍କ ନିକଟରେ ଆୟବହିର୍ଭୁତ ସମ୍ପତି ଥିବା!-->…
Read More...
Read More...
ଭ୍ୟାନକୁ ଧକ୍କା ଦେଲା ହାଇୱା; ୨ ମୃତ, ୪ ଗୁରୁତର
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଏରିଆନ ଛକ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଗୋଟିଏ ଓମିନି ଗାଡିକୁ ଧକ୍କା ଦେଇଛି ହାଇୱା ।ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନାନୁଯାୟୀ, କମଣ୍ଡସ୍ଥିତ!-->!-->!-->…
Read More...
Read More...
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ଭୁବନେଶ୍ବର: ଓଡ଼ିଶା ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀ ଦେବାଶିଷ ସିଂହଙ୍କୁ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦେଇଛନ୍ତି।
ବୁଧବାର ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଏହି ସମ୍ପର୍କରେ ଏକ ସରକାରୀ ବିଜ୍ଞପ୍ତି ଜାରି!-->!-->!-->…
Read More...
Read More...
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଭୁବନେଶ୍ବର: ଓଡିଶାକୁ ଆଉ ଏକ ସଫଳତା। ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ପଞ୍ଚମ ସ୍ଥାନରେ ଓଡ଼ିଶା। କେନ୍ଦ୍ର ସରକାରଙ୍କ ଦ୍ବାରା ପରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (PGI-2.0) ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ଓଡ଼ିଶା ୫ମ ସ୍ଥାନ ହାସଲ!-->…
Read More...
Read More...
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଭୁବନେଶ୍ବର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ସାମୟିକ ଆଶ୍ଵସ୍ତି। ସିବିଆଇ ଚଢ଼ାଉ ମାମଲାରେ ମିଳିଲା ସାମୟିକ ଆଶ୍ଵସ୍ତି। ପରବର୍ତ୍ତୀ ଶୁଣାଣି ଯାଏ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ। ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ବିଷ୍ଣୁପଦ। ଆସନ୍ତା ୮ ତାରିଖରେ ମାମଲାର!-->…
Read More...
Read More...