Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
କ୍ରୁଟର ବଡ଼ ନିଷ୍ପତ୍ତି:୫ ବର୍ଷ ଅଭିଜ୍ଞତା ନଥିଲେ ଆମ ବସ୍ ଡ୍ରାଇଭିଂ ମନା
ଭୁବନେଶ୍ବର: ଗତ କିଛି ଦିନ ହେବ ଆମ ବସ୍ ଦ୍ୱାରା ଅନେକ ଦୁର୍ଘଟଣା ଘଟିଛି। ଫଳରେ ଅନେକ ଲୋକଙ୍କ ଜୀବନ ମଧ୍ୟ ଯାଇଛି। ଏନେଇ ବାରମ୍ବାର ଅଭିଯୋଗ ମଧ୍ୟ ହୋଇଆସୁଥିଲା। ଫଳରେ ଆମ ବସ୍ ଦୁର୍ଘଟଣା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କ୍ରୁଟ। ଏଣିକି ସବୁ ଡ୍ରାଇଭରଙ୍କର ଦକ୍ଷତା ଯାଞ୍ଚ କରାଯିବ। ୫!-->…
Read More...
Read More...
ବଦଳିବ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍ ନାଁ
ଭୁବନେଶ୍ବର: ବଦଳିବ ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ନାଁ। ଏନେଇ ଶନିବାର ଦିନ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ମାଷ୍ଟରକ୍ୟାଣ୍ଟିନ୍ ସହିତ ଇଂରେଜ ଅମଳରୁ ଥିବା!-->…
Read More...
Read More...
ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ଷଡଙ୍ଗୀ ଗିରଫ
ଭୁବନେଶ୍ବର:ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଆଜି ଗ୍ରାମୀଣ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢଉ ବେଳେ ନଗଦ ୨.୫୬ କୋଟି ଟଙ୍କା ମିଳିଥିଲା। ବୈକୁଣ୍ଠଙ୍କ ୨ଟି ଅଟ୍ଟାଳିକା, ୨ ଫ୍ଲାଟ୍ ଓ!-->…
Read More...
Read More...
ରଥଯାତ୍ରାରେ ପୁରୀକୁ ଗଡିବ ୧୦୦୦ ବସ
ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀକୁ ଗଡିବ ୧୦୦୦ ବସ। ଏସଟିଏ କମିଶନର ଅମିତାଭ ଠାକୁରଙ୍କ ଅଧକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ରାଜ୍ୟ ଘରାଇ ବସ ମାଲିକ ସଂଘ ସହ ପୁରୀ, କଟକ, ଭୁବନେଶ୍ବର ବସ ମାଲିକ ସଂଘ, କଟକ ଡିସିପି, ପୁରୀ ଏସପି,!-->…
Read More...
Read More...
ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ
ଭୁବନେଶ୍ବର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ। କ୍ୟାପିଟାଲ ହସ୍ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଗିରଫ କଲା ସିବିଆଇ। ଆଜି ଚିନ୍ତନ ରଘୁବଂଶୀଙ୍କୁ କୋର୍ଟ ଚାଲାଣ କରିପାରେ ସିବିଆଇ। ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ି ବସିଥିଲା!-->…
Read More...
Read More...
ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି
ନୂଆଦିଲ୍ଲୀ; ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ବି.ଆର. ଗବାଇ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟରେ ୩ ନୂଆ ବିଚାରପତିଙ୍କ ନିଯୁକ୍ତିକୁ ଗତକାଲି ମଞ୍ଜୁର କରିଥିଲେ କେନ୍ଦ୍ର ସରକାର। କେନ୍ଦ୍ର ଆଇନ!-->…
Read More...
Read More...
ଆଇଟିଇଆର୍ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର, ୩୦/୦୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ଗୁରୁବାର ପ୍ରକାଶିତ ଟାଇମ୍ସ ଅଲ୍ ଇଣ୍ଡିଆ ଇଞ୍ଜିନିୟରିଂ ଇନ୍ଷ୍ଟିଚ୍ୟୁଟ୍ର୍ୟାଙ୍କିଙ୍ଗ୍ ସର୍ଭେ ୨୦୨୫ର ଦେଶର ଦ୍ୱିତୀୟ ଶ୍ରେଷ୍ଠ ଇଞ୍ଜିନିୟରିଂ!-->…
Read More...
Read More...
ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା
ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ
ସିକ୍କିମ: ସିକ୍କିମରେ ଏକ ବଡ଼ ଅଘଟଣ ଘଟିଛି। ବୁଲିବା ପାଇଁ ଯାଇଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ପର୍ଯ୍ୟଟକ। ପ୍ରାୟ ହଜାରେ ଫୁଟ ତଳକୁ ଏକ କାର୍ ତିସ୍ତା ନଦୀକୁ ଖସି ପଡିଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ!-->!-->!-->…
Read More...
Read More...
ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ବର: କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିବା ସୂଚନା ମିଳିଛି।
!-->!-->!-->…
Read More...
Read More...
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଅବପାତରେ ପରିଣତ ହୋଇପାରେ: ସିଇସି
ଭୁବନେଶ୍ୱର, ୨୭/୦୫: ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଯାହାକି ପରବର୍ତୀ ସମୟରେ ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର ଏନ୍ଭାଇରନ୍ମେଂଟ ଆଣ୍ଡ!-->…
Read More...
Read More...