Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
ଜୁନ୍ ୨୩ ତାରିଖରେ ହେବନି ପଞ୍ଚାୟତ ଉପନିର୍ବାଚନ
ଭୁବନେଶ୍ବର:ଚଳିତ ବର୍ଷ ଜୁନ୍ ୨୩ ତାରିଖରେ ହେବାକୁ ଥିବା ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ। ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ। ସଅଳ ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିବା ନେି ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିଶନ। ଜୁନ୍ ୨୩ ତାରିଖରେ!-->…
Read More...
Read More...
ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ିଲା
ଜୁନରୁ ମିଳିବ ୩୫୦୦ ଟଙ୍କାଭୁବନେଶ୍ବର: ଦିବ୍ୟାଙ୍ଗଙ୍କ ପାଇଁ ଖୁସିଖବର। ବଢ଼ିଲା ଭତ୍ତା। ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢିଲା। ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ଏଣିକି ୩୫୦୦ ଟଙ୍କା!-->…
Read More...
Read More...
ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ, ପାସ୍ ହାର ୮୨.୭୭ ପ୍ରତିଶତ
ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଅପରାହ୍ନ ୪ ଟା ସମୟରେ ପ୍ରକାଶ ପାଇଛି ଯୁକ୍ତ ଦୁଇ ରେଜଲ୍ଟ। ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ, ଏବଂ ଧନ୍ଦାମୂଳକ ଶିକ୍ଷାରେ ପ୍ରକାଶ ପାଇଛି ଫଳ। ଏନେଇ ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା । CHSE!-->…
Read More...
Read More...
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ; ୨୭ରୁ ଅଧିକ ନକ୍ସଲ ନିପାତ
ଛତିଶଗଡ: ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ଛତିଶଗଡର ନାରାୟଣପୁର ଜିଲାରେ ଡିଆରଜିର ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ପରେ ଅବୁଝମାଡ ଅଞ୍ଚଳରେ ଏଯାଏଁ ୨୭ରୁ ଅଧିକ ନକ୍ସଲ ନିପାତ ହୋଇଥିବା ନେଇ ଖବର ମିଳିଛି। ମୃତ ନକ୍ସଲଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି କୁହାଯାଉଛି।
!-->!-->…
Read More...
Read More...
ଦୂର ହେଲା ମାତୃତ୍ୱ ଛୁଟି ଦ୍ୱନ୍ଦ୍ୱ : ନିର୍ଦ୍ଦିଷ୍ଟ ନିୟମ ସ୍ଥିର କଲେ ସରକାର
ଭୁବନେଶ୍ବର: ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିର କରିଛନ୍ତି ସରକାର। ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ, ପ୍ରସବ ତାରିଖର ଛଅ ମାସ ମଧ୍ୟରେ ୧୮୦ ଦିନର ମାତୃତ୍ଵ ଛୁଟି ନେଇ!-->…
Read More...
Read More...
ଭୁବନେଶ୍ବରରେ ଇସ୍ରୋର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ
ଭୁବନେଶ୍ବର: ଇସ୍ରୋର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ସୋଆ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇଏନ୍ଏଇ ଓଡ଼ିଶା ଶାଖାର ଅଧ୍ୟକ୍ଷ ତଥା ସୋଆ ଆନ୍ତର୍ଜାତିକ ଉପଦେଷ୍ଟା!-->…
Read More...
Read More...
ସୀମାବର୍ତ୍ତୀ ଗ୍ରାମର ପୁନର୍ବାସ ପାଇଁ ସହଯୋଗର ହାତ ବଢ଼ାଇଲେ ଜିନ୍ଦଲ ଷ୍ଟିଲ କର୍ମଚାରୀ
ନୂଆଦିଲ୍ଲୀ; ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଅପରେସନ ସିନ୍ଦୁରର ଐତିହାସିକ ସଫଳତା ଦେଶ ପାଇଁ ଗୌରବ ଆଣିଥିବା ବେଳେ ଜମ୍ମୁ ଓ କଶ୍ମୀରର ସୀମାବର୍ତ୍ତୀ ସାଧାରଣ ଜନତା ଘୋର ମାନବୀୟ ସଂକଟର ସମ୍ମୁଖୀନ ହୋଇଛନ୍ତି। ଏଭଳି କଠିନ ପରିସ୍ଥିତିରେ ଜିନ୍ଦଲ ଷ୍ଟିଲର!-->…
Read More...
Read More...
୨୩ରୁ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆସନ୍ତା ୨୩ ତାରିଖରୁ ୧୧ତମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୫ ଆରମ୍ଭ ହେବ। ଜୁନ୍ ୨ ଯାଏ ଏହି ମେଳା ଚାଲିବ। ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁଏହି ମେଳାର ଆୟୋଜନ କରାଯାଇଛି।
ରେଡକ୍ରସ୍!-->!-->!-->…
Read More...
Read More...
ଜ୍ୟୋତିଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ସସପେଣ୍ଡ
ହରିୟାଣା: ଖୋଲୁଛି ପାକିସ୍ତାନୀ ଗୁପ୍ତଚର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ଗୁମର। ରିମାଣ୍ଡରେ ନେଇ ଏବେ ପୋଲିସ୍ ତାଙ୍କୁ ଜେରା କରୁଛି। ଏହା ଭିତରେ ଏବେ ତାଙ୍କ ବିରୋଧରେ ଆଉ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ମେଟା ଜ୍ୟୋତି ମାଲହୋତ୍ରାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ସସପେଣ୍ଡ!-->…
Read More...
Read More...
ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ନିମନ୍ତେ ପରମାଣୁ ଶକ୍ତି ଉପଯୋଗର ଆବଶ୍ୟକତା ରହିଛି: ଡକ୍ଟର ତ୍ୟାଗୀ
ଭୁବନେଶ୍ୱର: ଦେଶର ଭବିଷ୍ୟତ ନିମନ୍ତେ ଓ ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କରିବା ପାଇଁ ପରମାଣୁ ଶକ୍ତିର ଉପଯୋଗ କରିବା ଆବଶ୍ୟକ ବୋଲି ବିଶିଷ୍ଟ ପରମାଣୁ ବଜ୍ଞାନୀ ଡକ୍ଟର ଏ.କେ. ତ୍ୟାଗୀ କହିଛନ୍ତି। ବର୍ତମାନ ଜଳବାୟୁ ପରିବର୍ତନ ମଣିଷ ଜୀବନକୁ ବିଶେଷ ପ୍ରଭାବିତ କରିଥିବା ବେଳେ ପ୍ରଦୂଷଣକୁ!-->…
Read More...
Read More...