Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଖରିଫ ଧାନ ବିକ୍ରି ପାଇଁ ଆଗ୍ରିଷ୍ଟାକ୍ ବାଧ୍ୟତାମୂଳକ ନୁହେଁ
ଆସାମରେ ବନ୍ୟା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୧୦୦
ଆଇଗିଣୀଆ ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ
ପ୍ରବଳ ବର୍ଷାରେ ରାଉରକେଲା ଷ୍ଟେସନର ନବନିର୍ମିତ ସେଡ୍ ଭୁଶୁଡ଼ିଲା
ଆଉ ଲମ୍ବା ଧାଡ଼ିରେ ଠିଆ ହେବାକୁ ପଡ଼ିବନି, ‘ଅନ୍ନପୂର୍ଣ୍ଣା ଶସ୍ୟ ଏଟିଏମ୍’ରୁ ମିଳିବ ରାସନ
ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍’
ଡିଜି ପାହ୍ୟାକୁ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କ ପଦୋନ୍ନତି
ହୀରାକୁଦରେ ପୁଣି ୪ ଗେଟ୍ ଖୋଲିଲା, ୧୨ ଗେଟ୍ରେ ଚାଲିଛି ବନ୍ୟାଜଳ ନିଷ୍କାସନ
ମାଲକାନଗିରି ଜଙ୍ଗଲରୁ କେବିସି ମଞ୍ଚରେ ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଡ଼ା
Browsing Category
Today’s Highlight
ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ବର୍ଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ବର: ସିଭିଲ ଡିଫେନ୍ସରେ ସାମିଲ ହେବାକୁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ। ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ!-->…
Read More...
Read More...
ନଦୀରୁ ମିଳିଲା ପଦ୍ମଶ୍ରୀ ବିଜେତା ବୈଜ୍ଞାନିକ ଆୟପ୍ପାନଙ୍କ ମୃତଦେହ
ମହୀଶୂର: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ଭାରତୀୟ କୃଷି ଗବେଷଣା ପରିଷଦ (ICAR)ର ମୁଖ୍ୟ ଥିବା ବୈଜ୍ଞାନିକ ସୁବନ୍ନା ଆୟପ୍ପାନ(୭୦)ଙ୍କ ରହସ୍ୟମୟ ପରିସ୍ଥିତିରେ ମୃତ୍ୟୁ। ଶନିବାର ମହୀଶୂରରୁ ପ୍ରାୟ ୨୦ କିଲୋମିଟର ଦୂର ମାଣ୍ଡ୍ୟାର ଶ୍ରୀରଙ୍ଗପାଟନା ନିକଟ କାବେରୀ ନଦୀରୁ ତାଙ୍କ ମୃତଦେହ!-->…
Read More...
Read More...
ସିଆଲକୋଟରେ ଆତଙ୍କୀ ଲଞ୍ଚପ୍ୟାଡ୍ ଧ୍ୱଂସ କଲା ବିଏସଏଫ୍
ନୂଆଦିଲ୍ଲୀ: ପାକ୍ ଅଧିକୃତ କାଶ୍ମୀର(ପିଓକେ)ର ସିଆଲକୋଟରେ ଥିବା ଆତଙ୍କବାଦୀଙ୍କ ଲଞ୍ଚପ୍ୟାଡ୍କୁ ଧ୍ୱଂସ କରିଛି ଭାରତୀୟ ସେନା। ଏହାର ଏକ ଭିଡିଓ ଜାରି କରି ସ୍ପଷ୍ଟ କରିଛି ସୀମା ସୁରକ୍ଷା ବଳ(ବିଏସଏଫ)। ସିଆଲକୋଟର ଲୁନିଠାରେ ଏହି ଲଞ୍ଚପ୍ୟାଡ୍ ରହିଥିଲା। ଏହିଠାରୁ ପାକିସ୍ତାନୀ ସେନା!-->…
Read More...
Read More...
ମିସା ଆଇନ୍ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍ସନ
ଭୁବନେଶ୍ବର:ଓଡ଼ିଶାର ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା ଆଇନ୍ରେ ବନ୍ଦୀ ହୋଇଥିବା!-->…
Read More...
Read More...
ରାଜ୍ୟର ସବୁ ଆଇପିଏସ୍ , ଜିଲାପାଳ ଓ ଆର୍ଡିସିଙ୍କ ଛୁଟି ବାତିଲ
ଭୁବନେଶ୍ବର: ଓଡ଼ିଶାର ସମସ୍ତ ଆଇପିଏସ୍ ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ପୁଲିସ ମୁଖ୍ୟାଳୟ ନଛାଡିବାକୁ ନିର୍ଦ୍ଦେଶ ଜାରି ହେବା ସହ ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ-ପାକିସ୍ତାନ!-->…
Read More...
Read More...
ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଫେରେଇ ଆଣିବା ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
ଜାମ୍ମୁକାଶ୍ମୀର: ଜାମ୍ମୁକାଶ୍ମୀରରେ ଦେଖାଯାଇଥିବା ଜରୁରୀକାଳୀନ ପରିସ୍ଥିତି ପରିପ୍ରେକ୍ଷୀରେ ଜାମ୍ମୁ ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ କ୍ୟାମ୍ପସ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯିବାପରେ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ!-->…
Read More...
Read More...
ପଠାନକୋଟରେ ପୁଣି ଆକ୍ରମଣ, ପାକ୍ର ୨ଟି ଡ୍ରୋନକୁ ଖସାଇଲା ଭାରତ
ନୂଆଦିଲ୍ଲୀ: ପଠାନକୋଟରେ ପାକିସ୍ତାନୀ ସେନା ପୁଣିି ଆକ୍ରମଣ କରିଥିବା ସୂଚନା ମିଳିଛି। ପାକିସ୍ତାନ ପକ୍ଷରୁ ପଠାନକୋଟରେ ଡ୍ରୋନ ଆକ୍ରମଣ କରାଯାଇଥିବା ଜଣାପଡ଼ିଛି। ଭାରତର ୧୧ଟି ସ୍ଥାନରେ ଡ୍ରୋନ ଆକ୍ରମଣ କରିଛି ପାକିସ୍ତାନ। ଶୁକ୍ରବାର ରାତି ୯ଟାରେ ପାକିସ୍ତାନ କରିଛି ଆଟାକ୍। ରାଜସ୍ତାନ,!-->…
Read More...
Read More...
ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା
ଭୁବନେଶ୍ବର: ଯାତ୍ରୀଙ୍କ ଯାତାୟତର ସୁବିଧା ପାଇଁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା। ମୁଖ୍ୟମନ୍ତ୍ରୀ ବସ ସେବାରେ ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ୫୦ ପ୍ରତିଶତ ରିହାତି ମିଳିବ। ଏହାସହ ଛାତ୍ର ଭିନ୍ନକ୍ଷମ, ବରିଷ୍ଠ ନାଗରିକଙ୍କୁ ମଧ୍ୟ ମିଳିବ ୫୦ ପ୍ରତିଶତ ରିହାତି ମିଳିବାର ସୁବଧା!-->…
Read More...
Read More...
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଛୁଟି ବାତିଲ
ନୂଆ-ଦିଲ୍ଲୀ: ଭାରତ-ପାକ୍ ଯୁଦ୍ଧ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଛୁଟି ବାତିଲ କରିଛି। ଏ ନେଇ ମନ୍ତ୍ରାଳୟ ପକ୍ଷରୁ ସର୍କୁଲାର୍ ଜାରି ହୋଇଛି। ମେଡିକାଲ ସହ ସମସ୍ତ ଛୁଟି ବାତିଲ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଏହି ଛୁଟି ବାତିଲ ରହିବ। ଛୁଟି ମଞ୍ଜୁର ହୋଇଥିଲେ ବାତିଲ ସହ!-->…
Read More...
Read More...
ହାଇ ଆଲର୍ଟରେ ଭୁବନେଶ୍ୱର ଏୟାରପୋର୍ଟ
ଭୁବନେଶ୍ବର: ଭାରତ-ପାକ୍ ଯୁଦ୍ଧ ସ୍ଥିତିକୁ ନଜରରେ ରଖି ଦେଶର ବିଭିନ୍ନ ବିମାନ ବନ୍ଦର ସୁରକ୍ଷା ବୃଦ୍ଧି କରାଯାଇଛି। ଏହା ସହିତ ଭାରତ ପାକିସ୍ତାନ ସୀମାନ୍ତ ଏୟାରପୋର୍ଟକୁ ହାଇଆଲର୍ଟ ଜାରି କରାଯାଇଛି। ସେହିପରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ବି ହାଇଆଲର୍ଟରେ ରହିଛି। ବିମାନ!-->…
Read More...
Read More...