Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
Today’s Highlight
କାଠଯୋଡ଼ିରେ ୨ ଇଞ୍ଜିନିୟର ବୁଡିଯିବା ଘଟଣା; ମିଳିଲା ଆଉ ଜଣଙ୍କ ମୃତଦେହ
କଟକ: ଗତକାଲି ଗାଧୋଇବାବେଳେ କଟକ କାଠଯୋଡିରେ ବୁଡି ଯାଇଥିଲେ ୨ ଇଞ୍ଜିନିୟର ନିଖୋଜ ଘଟଣାରେ ରବିବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ସୋମବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଇଞ୍ଜିନିୟର୍ ହେଲେ ରୁତିକେସ ମାତାଲ (୨୫) ଏବଂ ଋତିକ୍ ବ୍ରିଜନେ (୨୫) । ଉଭୟ ମହାରାଷ୍ଟ୍ରର!-->…
Read More...
Read More...
ସବୁ ବିଚାରପତି ପାଇବେ ପୂର୍ଣ୍ଣକାଳୀନ ପେନ୍ସନ୍ : ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଏଣିକି ହାଇକୋର୍ଟର ସମସ୍ତ ଅବରସରପ୍ରାପ୍ତ ବିଚାରପତି ପୂର୍ଣ୍ଣ ପେନସନ ପାଇବେ। ଏନେଇ ସିଜିଆଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି। ଯେକୌଣସି ତାରିଖରେ ଯୋଗ ଦେଇଥିଲେ ବି ପୂର୍ଣ୍ଣ ପେନ୍ସନ୍ ମିଳିବ। ଏଥିସହିତ ହାଇକୋର୍ଟର ଅତିରିକ୍ତ ବିଚାରପତିମାନେ ବି!-->…
Read More...
Read More...
କାଠଯୋଡ଼ିରେ ବୁଡି ଜଣେ ଇଞ୍ଜିନିୟର ମୃତ; ଆଉ ଜଣେ ନିଖୋଜ
କଟକ: କଟକ କାଠଯୋଡିରେ ଅଘଟଣ। ନଦୀରେ ବୁଡି ଜଣେ ଇଞ୍ଜିନିୟର ମୃତ ହୋଇଥିବା ବେଳେ ଆଉ ଜଣେ ଇଞ୍ଜିନିୟର ବୁଡ଼ି ନିଖୋଜ ରହିଛନ୍ତି। କଟକର ସିଡିଏ- ୧୦ ବୀରେନ ମିତ୍ର ପାର୍କ ନିକଟରେ ନିକଟରେ ଘଟିଛି ଏହି ଘଟଣା। ଏହି ଦୁଇ ଜଣ ଯୁବକ ଏଲ୍ଏଣ୍ଡଟି କମ୍ପାନୀରେ କାମ କରୁଥିଲେ। ଏସସିବି ମେଡିକାଲ!-->…
Read More...
Read More...
ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ଚୁକ୍ତି ବାତିଲ୍ କଲା ଆଇଆଇଟି ବମ୍ବେ
ମୁମ୍ବାଇ: ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ସଂପର୍କ ଛିନ୍ନ କରିଛି ଆଇଆଇଟି ବମ୍ବେ। ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ଆଇଆଇଟି ବମ୍ବେ ଏନେଇ ବଡ଼ ନିଷ୍ପତ୍ତି ନେଇଛି। ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ହୋଇଥିବା ଚୁକ୍ତି ବାତିଲ୍ କଲା। ଆଇଆଇଟି ବମ୍ବେ ପକ୍ଷରୁ ସ୍ପଷ୍ଟ କରାଯାଇଛି!-->…
Read More...
Read More...
ନିଜର ପଦ ଫେରିପାଇଲେ ଆକାଶ ଆନନ୍ଦ
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି (ବିଏସପି) ମୁଖ୍ୟ ମାୟାବତୀ ପୁଣିଥରେ ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ମୁଖ୍ୟ ଜାତୀୟ ସଂଯୋଜକ କରିଛନ୍ତି। ଆକାଶ ଆନନ୍ଦ ଦଳରେ ତାଙ୍କର ପ୍ରତିଷ୍ଠା ଏବଂ ସ୍ଥାନ ଫେରି ପାଇଛନ୍ତି। ଆଜି ଦଳର ଅନେକ ବରିଷ୍ଠ ନେତାଙ୍କ ଏକ ବୈଠକରେ ମାୟାବତୀ!-->…
Read More...
Read More...
ପାକ୍ ଗୁପ୍ତଚର ଜ୍ୟୋତି ଲିଙ୍କ୍ରେ ପୁରୀ ଯୁବତୀ
ଭୁବନେଶ୍ବର: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରିବା ଅଭିଯୋଗରେ ହରିୟାଣା ପୁଲିସ ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଶନିବାର ହିସାରରୁ ଗିରଫ କରିଥିଲା। ଜ୍ୟୋତି ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଆଇଏସଆଇ ପାଇଁ କାମ କରୁଥିଲେ। ସେ ବିଭିନ୍ନ ସମୟରେ ପାକିସ୍ତାନ ଗସ୍ତ କରିଥିବାବେଳେ!-->…
Read More...
Read More...
ନିଖୋଜ ସିଆରପିଏଫ୍ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବଲାଙ୍ଗୀର: ଗତ ଶୁକ୍ରବାର ଦିନରୁ ନିଖୋଜ ଥିବା ଜଣେ ସିଆରପିଏଫ୍ ଯବାନଙ୍କ ମୃତଦେହ ଆଜି ସକାଳେ ଉଦ୍ଧାର କରାଯାଇଛି। ବଲାଙ୍ଗୀରର ଲରମ୍ଭା ଥାନା ଅନ୍ତର୍ଗତ ଘାସିଆନ ଗାଁ ନିକଟ ଏକ ଗଛରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଗଣେଶରାମ ଭୋଇ ହୋଇଥିବା ବେଳେ ସେ କିଛି ଦିନ!-->…
Read More...
Read More...
ହାଇଦ୍ରାବାଦରେ ଅଗ୍ନିକାଣ୍ଡ, ୧୭ ଜୀବନ୍ତ ଦଗ୍ଧ
ହାଇଦ୍ରାବାଦ: ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏହା ସହିତ ଅନ୍ୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ହାଇଦ୍ରାବାଦର ଚାରମିନାର ନିକଟ ଗୁଲଜାର ହାଉଜ କୋଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କୋଠାଟି ଉଭୟ ଆବାସିକ ଏବଂ ବାଣିଜ୍ୟିକ କାର୍ଯ୍ୟରେ!-->…
Read More...
Read More...
ଯୁଦ୍ଧବିରତିର କୌଣସି ର୍ନିଦ୍ଦିଷ୍ଟ ସମୟସୀମା ନାହିଁ
ନୂଆଦିଲ୍ଲୀ: ଭାରତ ଓ ପାକିସ୍ତାନ ମଧ୍ୟରେ ମେ ୧୦ରେ ହୋଇଥିବା ଯୁଦ୍ଧବିରତି ଚୁକ୍ତି ଜାରି ରହିବ ବୋଲି ଭାରତୀୟ ସେନା ସ୍ପଷ୍ଟ କରିଛି। ଏହି ଯୁଦ୍ଧବିରତିର କୌଣସି ର୍ନିଦ୍ଦିଷ୍ଟ ସମୟସୀମା ନାହିଁ ଏବଂ ଏହା ଅର୍ନିଦ୍ଦିଷ୍ଟ କାଳ ପାଇଁ ବଳବତ୍ତର ରହିବ। ଭାରତୀୟ ସେନା କହିଛି ଯେ, ମେ ୧୨ରେ ଉଭୟ!-->…
Read More...
Read More...
ବସ୍ କୁ ଧକ୍କା ଦେଲା ବସ୍; ଜଣେ ମୃତ
ଆର.ଉଦୟଗିରି: ବସକୁ ଧକ୍କା ଦେଲା ଘରୋଇ ବସ୍। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ଆର.ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ନିକଟସ୍ଥ କୁଲା ପଥର ଗ୍ରାମର ସଞ୍ଜୟ ବଡ଼ ରଇତ ବୋଲି ଜଣାପଡିଛି।
ସୂଚନା ଅନୁଯାୟୀ, ଏକ ବାଇକ ଯୋଗେ ସଞ୍ଜୟ!-->!-->!-->…
Read More...
Read More...