ପ୍ରମୁଖ ଖବର

କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ
ଆସାମରେ ହିମନ୍ତଙ୍କ ଐତିହାସିକ ବିଜୟ
କଲକାତାରେ ଭୋଟ ଗଣନା ମଧ୍ୟରେ ସେଲିବ୍ରେସନ ନିଷେଧ
ହାରିଲେ କଂଗ୍ରେସ ମୁଖିଆ ଗୌରବ ଗୋଗୋଇ
ଯାଜପୁରରେ ଭୟାବହ ସଡ଼କ ଦୁର୍ଘଟଣା, ୫ ମୃତ
ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ
Browsing Category

Today’s Highlight

ହସ୍ପିଟାଲରେ ଭର୍ତ୍ତି ହେଲେ ସଂଗୀତଜ୍ଞ ଏ.ଆର ରେହେମନ୍

ଚେନ୍ନାଇ, ହସ୍ପିଟାଲରେ ଭର୍ତ୍ତି ହେଲେ ସଂଗୀତଜ୍ଞ ଓସ୍କାର ବିଜେତା ତଥା ବଲିଉଡ ସଂଗୀତଜ୍ଞ ଏ.ଆର ରେହେମାନ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଆଜି ସକାଳେ ତାଙ୍କୁ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏକ ଡାକ୍ତରୀ ଟିମ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବା
Read More...

ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକ ମୃତ

କଳାହାଣ୍ଡି: କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତ ଯୁବକଙ୍କ ନାମ ପ୍ରତ୍ୟୁଷ ପାଢ଼ୀ(୨୨) ଓ ସେ ସହରର ବ୍ରାହ୍ମଣ ପଡ଼ାର ବୋଲି
Read More...

କନ୍ଧମାଳରୁ ୭୩ କେଜି ଗଞ୍ଜେଇ ଜବତ

କନ୍ଧମାଳ: କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ ପକ୍ଷରୁ ପାଟ୍ରୋଲିଙ୍ଗ ସମୟରେ ୭୩ କେଜି ଗଞ୍ଜେଇ ଜବତ ହୋଇଛି। ସାରଙ୍ଗଡ଼ରୁ ଫୁଲବାଣୀ ଏସଏଚ ଏକ ନମ୍ବର ରାସ୍ତାରେ ପେଟ୍ରୋଲିଂ ବେଳେ ସଅବାଲି ନିକଟ ଜଙ୍ଗଲରେ କିଛି ଗଞ୍ଜେଇ ମାଫିଆ ପୋଲିସକୁ ଦେଖି ଖସି ପଳାଇଥିଲେ। କ.ନୂଆଗାଁ ଥାନା ଅଧିକାରୀ ଅଶୋକ
Read More...

ହୋଲିରେ ରାଜଧାନୀରେ ୨ ଜଣଙ୍କୁ ହତ୍ୟା

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି ପାଳନ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି। ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି। ହତ୍ୟା କାଣ୍ଡର କାରଣ
Read More...

ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରି ହୋଲି ଖେଳିଲେ ହେମା ମାଳିନୀ

ପୁରୀ: ଅଭିନେତ୍ରୀରୁ ରାଜନେତା ପାଲଟିଥିବା ହେମା ମାଳିନୀ ଶନିବାର ହୋଲି ଅବସରରେ ପୁରୀ ଯାଇ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ମହାବାହୁଙ୍କୁ ଦର୍ଶନ କରିବା ସହ ଶ୍ରୀକ୍ଷେତ୍ରରେ ହୋଲି ଖେଳିଛନ୍ତି ଅଭିନେତ୍ରୀ। ପ୍ରଥମେ ହେମା ମାଳିନୀ ସକାଳୁ ଶ୍ରୀ ମନ୍ଦିର ଯାଇ ମହାପ୍ରଭୁଙ୍କୁ
Read More...

ରାନ୍ୟା ରାଓଙ୍କ ଜାମିନ ଆବେଦନକୁ ଖାରଜ କଲେ କୋର୍ଟ

ଦୁବାଇ: ସୁନା ଚୋରା ଚାଲାଣ ମାମଲାରେ କନ୍ନଡ ଚଳଚ୍ଚିତ୍ର ଅଭିନେତ୍ରୀ ରାନ୍ୟା ରାଓଙ୍କୁ ଜେଲରେ ରହିବାକୁ ପଡିବ। ଆର୍ଥିକ ଅପରାଧ ଅଦାଲତ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ୩ ମାର୍ଚ୍ଚ, ୨୦୨୫ରେ, ୩୪ ବର୍ଷୀୟ ରାନ୍ୟା ରାଓଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ
Read More...

ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ବିମୋହିତ ହେଲେ ଦର୍ଶକ

ଭୁବନେଶ୍ବର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ନୃତ୍ୟଶିଳ୍ପୀ ହେମାମାଳିନୀ, ସଂଗୀତଜ୍ଞ ହରିପ୍ରସାଦ ଚୌରସିଆ, ନୃତ୍ୟଶିଳ୍ପୀ
Read More...

ମୋ ବସ୍ ଆଗରେ ଓ ପଛରେ ଲାଗିବ କ୍ୟାମେରା: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ରାଜଧାନୀରେ ମୋ ବସ୍ ଦୁର୍ଘଟଣା ରୋକିବାକୁ ବଡ ପଦକ୍ଷେପ ନେଲେ ସରକାର। ଏବେ ବସ୍‌ ର ଆଗରେ ଓ ପଛରେ ଲଗାଯିବ କ୍ୟାମେରା। ଦୁର୍ଘଟଣା ବେଳେ କ୍ୟାମେରାର ଫିଡ୍ କୁ ଯାଞ୍ଚ କରାଯିବ ଯାହାର ଭୁଲ ଥିବ ତା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.
Read More...

ବାହାହୋଇ ୧୨ ବର୍ଷ ପାଇଁ ବାସନ୍ଦ ହେଲେ ପ୍ରଦୀପ ମାଝୀ

କୋରାପୁଟ:ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ ହୋଇଛନ୍ତି। ତାଙ୍କୁ ୧୨ ବର୍ଷ ପାଇଁ ବାସନ୍ଦ କଲା ଭତରା ସମାଜର କେନ୍ଦ୍ରୀୟ କମିଟି। ସୂଚନା ଅନୁଯାୟୀ, ଗତ ୧୨ ତାରିଖ
Read More...

ବିଲ୍ଡିଂରେ ବଡ଼ ଧରଣର ଅଗ୍ନିକାଣ୍ଡ

ରାଜକୋଟ: ଗୁଜରାଟର ରାଜକୋଟରେ ଶୁକ୍ରବାର ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଆଟଲାଣ୍ଟିସ ବିଲଡିଂରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବିଲ୍ଡିଂରେ ୩୦ରୁ ଅଧିକ ଲେକା ଫଶିରହିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।ସୂଚନା ଅନୁସାରେ,
Read More...