Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
Browsing Category
Today’s Highlight
ଯାଜପୁରରେ ଆଉ ୧୬ କଲେରା ପଜିଟିଭ୍ ଚିହ୍ନଟ
ଯାଜପୁର: ଯାଜପୁରରେ ନିୟନ୍ତ୍ରଣକୁ ଆସୁନି ଝାଡାବାନ୍ତି। ମାଡୁଛି ହଇଜା। ଯାଜପୁର ଜିଲ୍ଲାରେ ୪୯ ସାମ୍ପଲରୁ ଆଉ ୧୬ କଲେରା ପଜିଟିଭ୍ ଚିହ୍ନଟ ହୋଇଛି । ଦୁଇଟି ପର୍ଯ୍ୟାୟରେ ଯାଇଥିବା ସାମ୍ପଲ୍ରୁ ପଜିଟିଭ୍ ଚିହ୍ନଟ ହୋଇଛି। ୨୧ରୁ ୧୧ ଓ ପରବର୍ତ୍ତୀ ୨୮ ସାମ୍ପଲରୁ ୫ କଲେରା ପଜିଟିଭ୍ ଚିହ୍ନଟ!-->…
Read More...
Read More...
ମାତ୍ର ୩୦୦୦ରେ ମିଳିବ ଫାସ୍ ଟ୍ୟାଗ୍ର ବାର୍ଷିକ ପାସ
ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଫାସ୍ ଟ୍ୟାଗ୍କୁ ନେଇ ବୁଧବାର ଏକ ବଡଘୋଷଣା କରିଛନ୍ତି। ବଦଳିଛି ଫାସ୍ ଟ୍ୟାଗ୍ ନିୟମ । ଅଗଷ୍ଟ ୧୫ରୁ ବାର୍ଷିକ ଫାସ୍ ଟ୍ୟାଗ୍ ବ୍ୟବସ୍ଥା ହେବ। ଏଣିକି ବାର୍ଷିକ ୩ ହଜାର ଟଙ୍କା ଦେଇ ପାଇ ପାରିବେ ସୁବିଧା। ବର୍ଷେ!-->…
Read More...
Read More...
ଘୋଷଣା ହେଲା ବାଲ୍ ସାହିତ୍ୟ ଓ ଯୁବ ପୁରସ୍କାର
ନୂଆଦିଲ୍ଲୀ; କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ। ରାଜକିଶୋର ପାଢ଼ୀ ପାଇବେ ଚଳିତ ବର୍ଷର ବାଲ୍ ସାହିତ୍ୟ ପୁରସ୍କାର। ‘କେତେ ଫୁଲ ଫୁଟିଛି’ ପୁସ୍ତକ ପାଇଁ ପୁରସ୍କୃତ ହେବେ ରାଜକିଶୋର ପାଢ଼ୀ।
ଓଡ଼ିଆ ଭାଷା ପାଇଁ ଯୁବ ଲେଖକ ସୁବ୍ରତ ସେନାପତି ପାଇବେ!-->!-->!-->…
Read More...
Read More...
ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର: ଆଜି ବଲାଙ୍ଗୀର ସ୍ଥାନୀୟ ପଥର ଚେପା ଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଯେଉଁଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୩୦ ହଜାର ଚାଷୀ ଅଂଶ ଗ୍ରହଣ କରିଥିଲେ। ତେବେ ଏଥିରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। କୃଷି ଓ!-->…
Read More...
Read More...
ସାପ କାମୁଡ଼ାରେ ନାବାଳକ ମୃତ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଏକ ଅଭାବନୀୟ ଘଟଣା ଘଟିଛି। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ବଡଦ୍ୱାରସାହିର ମୃତ ସୁରେନ୍ଦ୍ର କୌଶଲ୍ୟାଙ୍କ ସାନ ପୁଅ ବେଲଧର କୌଶଲ୍ୟା ଓରଫ ନିକିତ(୧୫)ଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି।ସୋମବାର ରାତିରେ ପରିବାର ଲୋକେ!-->…
Read More...
Read More...
୪ ନାବାଳକ ସମେତ ୧୦ ଜଣଙ୍କୁ କାବୁ କଲା ପୋଲିସ
ବ୍ରହ୍ମପୁର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୪ ନାବାଳକ ସମେତ ୧୦ ଜଣଙ୍କୁ କାବୁ କଲା ପୋଲିସ। ଗତକାଲି ୭ ଯୁବକଙ୍କୁ ଅଟକ ରଖାଯାଇଥିଲା ବେଳେ ବାକି ୩ ଜଣଙ୍କୁ ଗୋପାଳପୁର ପୋଲିସ ଧରିଛି। ସେମାନେ ବାହାର ରାଜ୍ୟକୁ ଫେରାର ପାଇଁ ଉଦ୍ୟମ କରୁଥିଲେ। ଅପରପକ୍ଷରେ ଆଜି!-->…
Read More...
Read More...
କଟକରେ ବିଭିନ୍ନ ହୋଟେଲ୍ରେ ଚଢ଼ାଉ କରି ସିଲ୍ କଲା ସ୍ବାସ୍ଥ୍ୟ ବିଭାଗ
କଟକ: ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ!-->…
Read More...
Read More...
କୋଚି-ଦିଲ୍ଲୀ ଇଣ୍ଡିଗୋ ବିମାନକୁ ବୋମା ଧମକ
ନାଗପୁର: ମସ୍କାଟରୁ ମଙ୍ଗଳବାର ଦିନ ଦିଲ୍ଲୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ଧମକ ମିଳିବା ପରେ ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି।
କୋଚିନ୍ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ଲିମିଟେଡ୍ (ସି) ଏହି ସୂଚନା ଦେଇଛି। ସିଆଇଏଏଲ କହିଛି ଯେ ଇଣ୍ଡିଗୋ!-->!-->!-->…
Read More...
Read More...
ଖୁବଶୀଘ୍ର ‘ଓଡିଶା ଯାତ୍ରୀ’ ଆପ୍ ଜରିଆରେ କରିପାରିବେ ଆମ୍ବୁଲାନ୍ସ ବୁକ୍
ଭୁବନେଶ୍ବର: ଅନଲାଇନ୍ରେ ବୁକ କରି ହେବ ଆମ୍ବୁଲାନ୍ସ। ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି। ଓଡ଼ିଶା ଯାତ୍ରୀ ଆପ୍ରେ ଯୋଡ଼ି ହେବେ ଆମ୍ବୁଲାନ୍ସ। ଅଟୋ ଟ୍ୟାକ୍ସି ପରେ ଆମ୍ବୁଲାନ୍ସ ବି ଯୋଡ଼ା ଯିବ। ଏ ନେଇ ଖୁବ୍ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ!-->…
Read More...
Read More...
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ଵର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ସକାଳେ ଦକ୍ଷିଣ ପଶ୍ଚିମ ବାଂଲାଦେଶ ତତ୍ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଅଧିକ!-->…
Read More...
Read More...