ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’
Browsing Category

Today’s Highlight

ଯୁଦ୍ଧ ବିରତି ପରେ ଖୋଲିଲା ୩୨ ବିମାନବନ୍ଦର

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସାମରିକ ସଂଘର୍ଷ କାରଣରୁ ବନ୍ଦ ହୋଇଥିବା ୩୨ଟି ବିମାନବନ୍ଦରକୁ ପୁଣି ଖୋଲାଯାଇଛି। ସୋମବାର (୧୨ ମଇ, ୨୦୨୫) ଏକ ପ୍ରେସ ବିଜ୍ଞପ୍ତି ଜାରି କରି ବିମାନବନ୍ଦର କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି। ଦେଶର ଉତ୍ତର ଏବଂ ପଶ୍ଚିମ ଭାଗରେ ୩୨ ଟି
Read More...

ମାନିଲା ପାକିସ୍ତାନ, କରିଥିଲା ପୁଲୱାମା ଆକ୍ରମଣ

ନୂଆଦିଲ୍ଲୀ: ପାକିସ୍ତାନ ବାୟୁସେନାର ବରିଷ୍ଠ ଅଧିକାରୀ ପ୍ରେସମିଟରେ ଦେଇଥିବା ଏକ ବୟାନ ସମସ୍ତଙ୍କୁ ଚକିତି କରିଛି। ୨୦୧୯ରେ ଜାମ୍ମୁ କାଶ୍ମୀର ପୁଲୱାମାରେ ହୋଇଥିବା ଆତଙ୍କୀ ଆକ୍ରମଣ କରିଥିବା ନିଜେ ମାନିଛି ପାକିସ୍ତାନ ବାୟୁସେନା। ଏହି ଆକ୍ରମଣରେ ୪୦ ଜଣ ଭାରତୀୟ ସିଆରପିଏଫ ଯବାନ ସହିଦ
Read More...

ଗୋରୁ ବୋଝେଇ ଟ୍ରକ୍‌ ଜବତ: ୪୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର

ବାଲେଶ୍ବର: ରାଜ୍ୟରେ ଗୋରୁ ଚୋରା ଚାଲାଣ ଦିନ କୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରୁ ପୁଣି ୪୦ରୁ ଉର୍ଦ୍ଧ୍ୱ ଗୋରୁଙ୍କୁ ପଶ୍ଚିମବଙ୍ଗ କରାଯାଉଥିଲା ଚାଲାଣ। ଭୋଗରାଇ ଖେଡ଼ସାହିରୁ ଗୋରୁ ବୋଝେଇ ଟ୍ରକ୍‌ ଜବତ କଲା ପୋଲିସ। ଧରାପଡିବା ପରେ ଗାଡ଼ି ଛାଡ଼ି ଫେରାର ହେଲା ଡ୍ରାଇଭର। ଭୋଗରାଇ ଥାନାରେ
Read More...

ଜମ୍ମୁରୁ ଫେରିଲେ ୧୧୪ ଓଡ଼ିଆ ଛାତ୍ରଛାତ୍ରୀ

ଭୁବନେଶ୍ବର: ଜମ୍ମୁସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଓଡ଼ିଶାର ୧୧୪ଜଣ ଛାତ୍ରୀଛାତ୍ର ସୁରକ୍ଷିତ ଭାବେ ଓଡ଼ିଶା ଫେରିଛନ୍ତି। ସେମାନଙ୍କ ମଧ୍ୟରେ ୩୫ଜଣ ଛାତ୍ରୀ ଅଛନ୍ତି। ସରକାରୀ ବ୍ୟବସ୍ଥାରେ ଏକ ସ୍ଵତନ୍ତ୍ର ଟ୍ରେନ୍‌ ଯୋଗେ ସେମାନେ ଜମ୍ମୁରୁ ଦିଲ୍ଲୀ ଓ ପୁଣି
Read More...

ମୃତକଙ୍କ ସମ୍ପର୍କୀୟଙ୍କୁ ମିଳିବ ୧୦ ଲକ୍ଷ : ଓମାର

ଜାମ୍ମୁ-କାଶ୍ମୀର: ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶନିବାର ଏକ ବଡ ଘୋଷଣା କରିଛନ୍ତି। ପାକିସ୍ତାନ ଗୁଳିମାଡ଼ରେ ପ୍ରାଣ ହରାଇଥିବା ପ୍ରତ୍ୟେକ ସାଧାରଣ ନାଗରିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇବା ଏବଂ
Read More...

ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ବର୍ଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ବର: ସିଭିଲ ଡିଫେନ୍ସରେ ସାମିଲ ହେବାକୁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ। ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ
Read More...

ନଦୀରୁ ମିଳିଲା ପଦ୍ମଶ୍ରୀ ବିଜେତା ବୈଜ୍ଞାନିକ ଆୟପ୍ପାନଙ୍କ ମୃତଦେହ

ମହୀଶୂର: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ଭାରତୀୟ କୃଷି ଗବେଷଣା ପରିଷଦ (ICAR)ର ମୁଖ୍ୟ ଥିବା ବୈଜ୍ଞାନିକ ସୁବନ୍ନା ଆୟପ୍ପାନ(୭୦)ଙ୍କ ରହସ୍ୟମୟ ପରିସ୍ଥିତିରେ ମୃତ୍ୟୁ। ଶନିବାର ମହୀଶୂରରୁ ପ୍ରାୟ ୨୦ କିଲୋମିଟର ଦୂର ମାଣ୍ଡ୍ୟାର ଶ୍ରୀରଙ୍ଗପାଟନା ନିକଟ କାବେରୀ ନଦୀରୁ ତାଙ୍କ ମୃତଦେହ
Read More...

ସିଆଲକୋଟରେ ଆତଙ୍କୀ ଲଞ୍ଚପ୍ୟାଡ୍ ଧ୍ୱଂସ କଲା ବିଏସଏଫ୍

ନୂଆଦିଲ୍ଲୀ: ପାକ୍‌ ଅଧିକୃତ କାଶ୍ମୀର(ପିଓକେ)ର ସିଆଲକୋଟରେ ଥିବା ଆତଙ୍କବାଦୀଙ୍କ ଲଞ୍ଚପ୍ୟାଡ୍‌କୁ ଧ୍ୱଂସ କରିଛି ଭାରତୀୟ ସେନା। ଏହାର ଏକ ଭିଡିଓ ଜାରି କରି ସ୍ପଷ୍ଟ କରିଛି ସୀମା ସୁରକ୍ଷା ବଳ(ବିଏସଏଫ)। ସିଆଲକୋଟର ଲୁନିଠାରେ ଏହି ଲଞ୍ଚପ୍ୟାଡ୍‌ ରହିଥିଲା। ଏହିଠାରୁ ପାକିସ୍ତାନୀ ସେନା
Read More...

ମିସା ଆଇନ୍‌ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ

ଭୁବନେଶ୍ବର:ଓଡ଼ିଶାର ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା ଆଇନ୍‌ରେ ବନ୍ଦୀ ହୋଇଥିବା
Read More...

ରାଜ୍ୟର ସବୁ ଆଇପିଏସ୍‍ , ଜିଲାପାଳ ଓ ଆର୍‌ଡିସିଙ୍କ ଛୁଟି ବାତିଲ

ଭୁବନେଶ୍ବର: ଓଡ଼ିଶାର ସମସ୍ତ ଆଇପିଏସ୍‍ ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ପୁଲିସ ମୁଖ୍ୟାଳୟ ନଛାଡିବାକୁ ନିର୍ଦ୍ଦେଶ ଜାରି ହେବା ସହ ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ-ପାକିସ୍ତାନ
Read More...