Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category
Today’s Highlight
ବୋଲେରୋ-ଟ୍ରକ୍ ମୁହାଁମୁହିଁ
ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ଖଜୁରିପଡ଼ାଠାରେ ଶନିବାର ଭୋର୍ ସମୟରେ ଏକ ବୋଲେରୋ ସହ ଟ୍ରକ୍ର ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି।
ସୂଚନା ମୁତାବକ ବରଗଡ଼ ଜିଲା ସରଣ୍ଡା ପାଲିର ୧୦ ଜଣ ପୁରୀରୁ ଫେରୁଥିବା ବେଳେ ବୌଦ୍ଧ!-->!-->!-->…
Read More...
Read More...
ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରଜ ପିଠା ପ୍ରତିଯୋଗିତା ଆୟୋଜିତ
ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍) ପକ୍ଷରୁ ଶୁକ୍ରବାର ରଜ ପିଠା ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ୧୮ବର୍ଷରୁ ଉର୍ଦ୍ଧ୍ୱ ଝିଅ ଓ ମହିଳାମାନେ ପ୍ରସ୍ତୁତ!-->…
Read More...
Read More...
ଯାଜପୁରରେ ହୋଟେଲକୁ ସିଲ୍ କଲା ପ୍ରଶାସନ
ଯାଜପୁର: ଯାଜପୁରରେ ଏକାବେଳେ ୧୧ ଜଣ ରୋଗୀ ପଜିଟିଭ ବାହାରିବା ଚିନ୍ତା ବଢିଯାଇଛି। ସ୍ଥିତି ଅଣାୟତ ଥିବା ବେଳେ ଏବେ ଘଟଣାସ୍ଥଳରେ ପହଂଚି ସ୍ଥିତି ପରଖିଛନ୍ତି ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦି ବୃନ୍ଦା। ପ୍ରତିଦିନ ନୂଆ ରୋଗୀ ଡାକ୍ତରଖାନାରେ ଭର୍ତ୍ତି ହେବାରୁ ଚିନ୍ତା ବଢିଛି।!-->…
Read More...
Read More...
ଲାଞ୍ଚ ନେଇ ଗିରଫ ହେଲେ ଇପିଏଫ ଅଧିକାରୀ
ବ୍ରହ୍ମପୁର: ଲାଞ୍ଚ ନେଇ ସିବିଆଇ ହାତରେ ଧରାପଡିଥିବା ବ୍ରହ୍ମପୁର ଇପିଏଫଓ କାର୍ଯ୍ୟାଳୟର ପିଆରଓ ଅନୀଲ ପତି ଗିରଫ। ଲାଞ୍ଚୁଆ ଇପିଏଫ ଅଫିସର ସିନିୟର୍ ସୋସିଆଲ ସିକ୍ୟୁରିଟି ଆସିଷ୍ଟାଣ୍ଟ ଅନିଲ କୁମାର ରଥଙ୍କୁ ଆଜି ଗିରଫ କରିଛି ସିବିଆଇ। ଗତକାଲି ଜଣେ ଯୁବକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ!-->…
Read More...
Read More...
ନିଟ୍ ୟୁଜି ପରୀକ୍ଷାଫଳ ପ୍ରକାଶିତ: ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର
ଭୁବନେଶ୍ବର: ପ୍ରକାଶ ପାଇଲା ନିଟ୍-ୟୁଜି ୨୦୨୫ ପରୀକ୍ଷା ଫଳ। ରାଜସ୍ଥାନର ମହେଲ କେଶୱାନୀ ଟପ୍ପର। ସେହିପରି ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର। ସର୍ବଭାରତୀୟ ରାଙ୍କର ୬୦ତମ ସ୍ଥାନରେ ସ୍ନେହାଶିଷ। ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି। ପରୀକ୍ଷାର୍ଥୀଙ୍କୁ!-->…
Read More...
Read More...
ଯାଜପୁରରେ କଲେରା ଆକ୍ରାନ୍ତ: ୮ ଜଣଙ୍କ ରିପୋର୍ଟ ପଜିଟିଭ୍
ଯାଜପୁର: ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ହେବା ସହ ଏହା ମଧ୍ୟରେ କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ରିପୋର୍ଟ ଅନୁଯାୟୀ, ୪୧ଟି ନମୁନା ପରୀକ୍ଷଣ ପରେ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ସ୍ପଷ୍ଟ!-->…
Read More...
Read More...
ଡାଇରିଆ ଆତଙ୍କ ପରେ ଯାଜପୁରରେ ଛୁଟି ବାତିଲ୍
ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଡାଇରିଆ ଆତଙ୍କ ପରେ ଯାଜପୁର ଜିଲ୍ଲାରେ ଛୁଟି ବାତିଲ କରାଯାଇଛି। କାଲିଠୁ ୧୬ ତାରିଖ ଯାଏଁ ଛୁଟି ବାତିଲ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହାରି ମଧ୍ୟରେ ସମସ୍ତ ଅଫିସ୍ ଖୋଲା ରହିବ। ପୂର୍ବରୁ ଦିଆଯାଇଥିବା ଛୁଟି!-->…
Read More...
Read More...
ଆଠ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା ଥିବା ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ
ମାଲକାନଗିରି: ମାଲକାନଗିରି ପୁଲିସକୁ ମିଳିଛି ବଡ ସଫଳତା। ଶୁକ୍ରବାର ଆଠ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ଦୁଇ ଏସିଏମ କ୍ୟାଡର ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି ମାଲକାନଗିରି ପୁଲିସ। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି ଓ ରାକେଶ ଓରଫ ସାନୁ କୁଞ୍ଜମ।
!-->!-->!-->…
Read More...
Read More...
ବଢିଲା ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଭତ୍ତା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦!-->…
Read More...
Read More...
ଯାଜପୁରରେ ଝାଡ଼ାବାନ୍ତି ଅଣାୟତ୍ତ; ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା
ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଯାହାକି ବର୍ତ୍ତମାନ ମହାମାରୀର ରୂପ ନେଲାଣି। ବିଶେଷକରି ଧର୍ମଶାଳା, କୋରେଇ, ଯାଜପୁର ବ୍ଲକ ଓ ବ୍ୟାସନଗରରେ ଝାଡ଼ା ବାନ୍ତିରେ ବହୁ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ଜଣଙ୍କ ଜୀବନ ଗଲାଣି।
ଗତକାଲି!-->!-->!-->…
Read More...
Read More...