Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଖରିଫ ଧାନ ବିକ୍ରି ପାଇଁ ଆଗ୍ରିଷ୍ଟାକ୍ ବାଧ୍ୟତାମୂଳକ ନୁହେଁ
ଆସାମରେ ବନ୍ୟା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୧୦୦
ଆଇଗିଣୀଆ ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ
ପ୍ରବଳ ବର୍ଷାରେ ରାଉରକେଲା ଷ୍ଟେସନର ନବନିର୍ମିତ ସେଡ୍ ଭୁଶୁଡ଼ିଲା
ଆଉ ଲମ୍ବା ଧାଡ଼ିରେ ଠିଆ ହେବାକୁ ପଡ଼ିବନି, ‘ଅନ୍ନପୂର୍ଣ୍ଣା ଶସ୍ୟ ଏଟିଏମ୍’ରୁ ମିଳିବ ରାସନ
ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍’
ଡିଜି ପାହ୍ୟାକୁ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କ ପଦୋନ୍ନତି
ହୀରାକୁଦରେ ପୁଣି ୪ ଗେଟ୍ ଖୋଲିଲା, ୧୨ ଗେଟ୍ରେ ଚାଲିଛି ବନ୍ୟାଜଳ ନିଷ୍କାସନ
ମାଲକାନଗିରି ଜଙ୍ଗଲରୁ କେବିସି ମଞ୍ଚରେ ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଡ଼ା
Browsing Category
Today’s Highlight
ଲାଞ୍ଚ ନେବା ବେଳେ ଧରା ପଡିଲେ ସିଡିପିଓ ଓ ଅଙ୍ଗନୱାଡି କର୍ମୀ
କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଏବଂ ଅଙ୍ଗନୱାଡି କର୍ମୀ। କୋରାପୁଟର ଦଶମନ୍ତପୁର ବ୍ଲକର ସିଡିପିଓ ସକୁନ୍ତଳା ଦାସ ଏବଂ ଅଧମୁଣ୍ଡା ଅଙ୍ଗନୱାଡି କେନ୍ଦ୍ରର ମିନତୀ ଖୋସଲାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ ଟିମ।ସିଡିପିଓ!-->…
Read More...
Read More...
ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳ
କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। ମାଧ୍ୟମିକ ବୋର୍ଡ ଅଫିସରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଛି। ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷାମନ୍ତ୍ରୀ।
ଚଳିତ ମାଟ୍ରିକ୍!-->!-->!-->…
Read More...
Read More...
ଦିଲ୍ଲୀରେ ପ୍ରବଳ ବର୍ଷା ଓ ଝଡ଼ତୋଫାନ
ନୂଆଦିଲ୍ଲୀ: ଶୁକ୍ରବାର ସକାଳେ ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳ ଏନସିଆରରେ ପ୍ରବଳ ବର୍ଷା, ଝଡ଼ତୋଫାନ ସହିତ କୁଆପଥର ମାଡ଼ ଯୋଗୁଁ ୪୦ରୁ ଅଧିକ ବିମାନ ଅନ୍ୟତ୍ର ଡାଇଭର୍ଟ ହୋଇଥିବା ବେଳେ ପ୍ରାୟ ୧୦୦ଟି ବିମାନ ବିଳମ୍ବିତ ହୋଇଛି। ଦିଲ୍ଲୀର ଦ୍ୱାରକାରେ ପ୍ରବଳ ପବନ ଯୋଗୁଁ ଏକ ନିମ୍ବ ଗଛ!-->…
Read More...
Read More...
ଡାକ୍ତରଙ୍କୁ କେବଳ ଜେନେରିକ ଔଷଧ ଲେଖିବା ପାଇଁ ବାଧ୍ୟତାମୂଳକ କରାଯିବା ଉଚିତ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶରେ କହିଛନ୍ତି ଯେ ସାରା ଦେଶରେ ଡାକ୍ତରମାନଙ୍କୁ କେବଳ ଜେନେରିକ ଔଷଧ ଲେଖିବା ପାଇଁ ବାଧ୍ୟତାମୂଳକ କରାଯିବା ଉଚିତ। ଏହା ଦ୍ୱାରା ଔଷଧର ମୂଲ୍ୟ ହ୍ରାସ ପାଇବ ଏବଂ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ଅଧିକ ସୁଲଭ!-->…
Read More...
Read More...
ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
ଭୁବନେଶ୍ବର:ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍ଇ) ଘୋଷଣା କରିଛି ଯେ ୨୦୨୫ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳାଫଳ ଆସନ୍ତାକାଲି ଅର୍ଥାତ୍ ମେ ୨ ତାରିଖରେ ପ୍ରକାଶ ପାଇବ। ଏହି ରେଜଲ୍ଟ ଅପରାହ୍ନ ୪ଟାରେ କଟକସ୍ଥିତ ବିଏସ୍ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ କରାଯିବ। ଏହା ପରେ,!-->…
Read More...
Read More...
ପହଲଗାଓଁ ଆବେଦନର ଶୁଣାଣି କଲେନି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ପହଲଗାଓଁ ଆବେଦନର ଶୁଣାଣି କରିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। ପହଲଗାଓଁ ଆକ୍ରମଣ ଘଟଣାରେ ଏକ ଏସଆଇଟି ଗଠନ କରି ନିରପେକ୍ଷ ତଦନ୍ତ କରିବା ଲାଗି ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା। ଏହାର ଶୁଣାଣି ଗୁରୁବାର କରାଯିବା ନେଇ ଦିନ ଧାର୍ଯ୍ୟ ହୋଇଥିଲା। ମାତ୍ର ସର୍ବୋଚ୍ଚ!-->…
Read More...
Read More...
ଆଜିଠୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ବନ୍ଦ
କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଆଜିଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ କେନ୍ଦ୍ରାପଡ଼ାର ଭିତରକନିକା ବନ୍ଦ ରହିବ। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ!-->…
Read More...
Read More...
କଟକ ବଡ ମେଡିକାଲ ଯାଏଁ ଗଡିବ ମେଟ୍ରୋ : ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଗଡିବ ମେଟ୍ରୋ। ରାଜ୍ୟରେ ମେଟ୍ରୋ ଗଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ, ଏହାକୁ ନେଇ ବଡ ଅପଡେଟ୍ ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏଣିକି କେବଳ ତ୍ରିଶୁଳିଆ ନୁହେଁ, କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ!-->…
Read More...
Read More...
ମେ’ ଆରମ୍ଭରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର
ନୂଆଦିଲ୍ଲୀ: ମେ’ ପହିଲାରୁ କମିଲା ଏଲ୍ପିଜି ସିଲିଣ୍ଡର ଦର। ଗ୍ରାହକଙ୍କୁ ମିଳିଲା ଆଶ୍ୱସ୍ତି। ଯଦିଓ ଘରୋଇ ବ୍ୟବହାର ପାଇଁ ୧୪.୨ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ, କିନ୍ତୁ ୧୯ କିଲୋଗ୍ରାମ ସିଲିଣ୍ଡର ଏବେ ପୂର୍ବ ଅପେକ୍ଷା ଶସ୍ତାରେ ଉପଲବ୍ଧ ହେବ।!-->…
Read More...
Read More...
ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯବାନଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କା ସହ ନିଯୁକ୍ତି
ଭୁବନେଶ୍ବର: କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବରଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁହିଁଙ୍କ ସ୍ୱାମୀ ପି.ସି.ଆର୍ ଭ୍ୟାନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ ହୋମଗାର୍ଡ ପଦବୀ ପାଇଁ ନିଯୁକ୍ତି ପତ୍ର ଓ!-->…
Read More...
Read More...