Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category
Today’s Highlight
ଯାଜପୁର ଝାଡ଼ାବାନ୍ତିରେ ଆଉ ୨ ମୃତ
ଯାଜପୁର: ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଆଉ ୨ ଆକ୍ରାନ୍ତ ମୃତ। ଝାଡ଼ାବାନ୍ତି ଘଟଣାରେ ମୃତ୍ୟୁ ସଂଖ୍ୟା ୪ ଛୁଇଁଲା। ଏନେଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏଡିଏମଓ ସୂଚନା ଦେଇଛନ୍ତି।ଯାଜପୁର ଜିଲ୍ଲାରେ ହଠାତ୍ ଦେଖାଦେଇଥିବା ଝାଡାବାନ୍ତି ରୋଗର ଚିକିତ୍ସା ଓ ନିରାକରଣ ନିମନ୍ତେ!-->…
Read More...
Read More...
ଭୁବନେଶ୍ୱରରୁ ଆବୁଧାବି ଉଡ଼ିଲା ବିମାନ
ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଭୁବନେଶ୍ବର: ଓଡ଼ିଶାରୁ ସିଧାସଳଖ ଆବୁଧାବିକୁ ଉଡିଲା ବିମାନ। ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଆବୁଧାବିକୁ ସିଧା ଉଡ଼ାଣ କରି ବିମାନ। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନବନ୍ଦରରେ ପତାକା ହଲାଇ ବିମାନ ଉଡ଼ାଣର ଶୁଭାରମ୍ଭ!-->…
Read More...
Read More...
ମୌସୁମୀ ବାୟୁ ସକ୍ରିୟ ପାଇଁ ପାଗ ଅନୁକୂଳ
ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଏଥିପାଇଁ ପାଣିପାଗ ଅନୁକୂଳ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳ କୁ ବିସ୍ତାରିତ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଗତକାଲି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତ୍ ସଂଲଗ୍ନ!-->…
Read More...
Read More...
ଯୁକ୍ତ ୩ ନାମ ଲେଖା ପାଇଁ ଆସିଲା ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ଲିଷ୍ଟ
ଭୁବନେଶ୍ବର: ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ ମେଧା ତାଲିକା। କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍ଅଫ୍ ତାଲିକା ପ୍ରକାଶ ପାଇଛି। ସର୍ବାଧିକ କଟ୍ଅଫ୍ ସହ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଗରେ ରହିଛି।
କଳା ବିଭାଗରେ ରାଜନୀତି ବିଜ୍ଞାନରେ!-->!-->!-->…
Read More...
Read More...
ଅହମ୍ମଦାବାଦରେ ଭୟଙ୍କର ବିମାନ ଦୁର୍ଘଟଣା
ଅହମ୍ମଦବାଦ: ଗୁଜରାଟର ରାଜଧାନୀ ଅହମ୍ମଦବାଦରେ ଆଜି ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଆନ୍ତର୍ଜାତୀୟ ବିମାନବନ୍ଦର ନିକଟସ୍ଥ ମେଘାଣୀ ନଗର ଅଞ୍ଚଳରେ ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଏହି ବିମାନରେ ୨୪୨ ଜଣ!-->…
Read More...
Read More...
ସମରେ ପ୍ରଥମ ଥର ପାଇଁ ଫିଜିଓଥେରାପି ମାଧ୍ୟମରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍ଭିକ୍ ଫ୍ଲୋର ପୁନର୍ବାସ…
ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ୍ରେ ଟ୍ରାନ୍ସଭଜାଇନାଲ୍ ଓ ଟ୍ରାନ୍ସରେକ୍ଟାଲ୍ ପେଲ୍ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା ଗତ ଜୁନ୍ ୭ ଓ ୮ ତାରିଖ ଦୁଇ ଦିନ ଧରି ହସ୍ପିଟାଲ ପରିସରରେ ଆୟୋଜିତ ହୋଇଯାଇଛି।ସମ୍!-->…
Read More...
Read More...
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଗଲେ କନିଷ୍ଠ ଯନ୍ତ୍ରୀ
ବରଗଡ଼:ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ଆଜି ବରଗଡ଼ରେ ଆଉ ଜଣେ ମହିଳା ଇଞ୍ଜିନିୟରଙ୍କୁ ଧରିଛି ଭିଜିଲାନ୍ସ। ବରଗଡ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଡ଼ାଙ୍ଗବାହାଲ ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ ଲାଞ୍ଚ ନେଉଥିବା ବେଳେ ରେଡ ହ୍ୟାଣ୍ଡ ଧରିଛି!-->…
Read More...
Read More...
ଜେଲ୍ ଯିବା ପରେ ବିଗିଡିଲା ଚକ୍ମାଙ୍କ ସ୍ୱାସ୍ଥ୍ୟାବସ୍ଥା,ଡାକ୍ତରଖାନାରେ ଭର୍ତ୍ତି
ଧର୍ମଗଡ଼: ଡିପ୍ରେସନରେ ଧୀମାନ ଚକମା। ବିଗିଡ଼ିଲା ସ୍ୱାସ୍ଥ୍ୟବସ୍ଥା। ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା ଲାଞ୍ଚ ନେଇ ଜେଲ ଯିବା ପରେ ଚିନ୍ତା ବଢି ଯାଇଛି। ଜେଲ୍ ଯାଉ ଯାଉ ବିଗିଡ଼ିଛି ‘ଚକମା’ଙ୍କ ସ୍ୱାସ୍ଥ୍ୟ। ମାନସିକ ଅବସାଦଗ୍ରସ୍ତ ହୋଇ ଏବେ ଭବାନୀପାଟଣା ଜେଲ୍ ହସ୍ପିଟାଲରେ ଭର୍ତ୍ତି!-->…
Read More...
Read More...
ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୧୦ ଗିରଫ
ଗଜପତି: ଅନ୍ଧବିଶ୍ୱାସର କୁପରିଣତି। ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ। ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ କାମ୍ବି ମଳିକ ହତ୍ୟା ଘଟଣାର ସମ୍ପୃକ୍ତ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫଙ୍କ ମଧ୍ୟରେ ୮ ମହିଳା ଥିବାବେଳେ ୨ ଜଣ ପୁରୁଷ!-->…
Read More...
Read More...
ନକ୍ସଲଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ସପ୍ଲାୟର ଗିରଫ
ଛତିଶଗଡ: ଛତିଶଗଡ ନାରାୟଣପୁର ପୋଲିସ ମିଳିଛି ବଡ ସଫଳତା। ନକ୍ସଲଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ମାଓ ସପ୍ଲାୟରକୁ ଯବାନ ଓ ପୋଲିସର ମିଳିତ ଟିମ୍ ଗିରଫ କରିଛି। ଛତିଶଗଡ ନାରାୟଣପୁର ଥାନା ଅଞ୍ଚଳରେ ମାଓ କାର୍ଯ୍ୟକଳାପ ରୋକିବା ପାଇଁ ଖୋଳତାଳ ଜାରି ରହିଥିବା ବେଳେ ଏହି ସଫଳତା ମିଳିଛି।
!-->!-->!-->…
Read More...
Read More...