Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category
Today’s Highlight
ଆସାମରେ ୪୫ କୋଟି ଟଙ୍କାର ବିପୁଳ ଡ୍ରଗ୍ସ ଜବତ, ୪ ଗିରଫ
ଆସାମ: ଆସାମରେ ବଡ଼ ଧରଣର ଅପରେସନ୍ରେ ପୋଲିସକୁ ସଫଳତା ମିଳିଛି। ଆସାମର କଚାର ଜିଲ୍ଲାରେ ବଡ଼ ଡ୍ରଗ୍ସ ନେକ୍ୱାର୍କର ପର୍ଦ୍ଦାଫାସ କରିଛି ପୋଲିସ। ଏଠାରେ ୪୫ କୋଟି ଟଙ୍କାର ବିପୁଳ ଡ୍ରଗ୍ସ ଜବତ କରାଯାଇଛି। ଏହାସହ ୪ ଜଣ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି ଆସାମ ପୋଲିସ।
ଆସାମ!-->!-->!-->…
Read More...
Read More...
ଦିଲ୍ଲୀରେ ଭୟଙ୍କର ଅଗ୍ନୀକାଣ୍ଡ, ୩ ମୃତ
ନୂଆଦିଲ୍ଲୀ: ଦିଲ୍ଲୀର ଦ୍ୱାରକା ସେକ୍ଟର-୧୩ ଅଞ୍ଚଳର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଅନେକ ଲୋକ ତରବରରେ କୋଠାରୁ ତଳକୁ ଡେଇଁ ପଡ଼ିଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ!-->…
Read More...
Read More...
ଗଛରେ ପିଟି ହେଲା କାର୍, ଦୁଇ ମୃତ
ଯାଜପୁର: ଯାଜପୁର ଜିଲା କାଳିଆପାଣି ଥାନା ମହୁଲଖାଲ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କାର୍ରେ ଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇ ଜଣ!-->…
Read More...
Read More...
ରାଜ୍ୟରେ ଆଉ ୪ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି
ଭୁବନେଶ୍ବର: ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଉ ନୂଆ ୪ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ୪୯ରେ ପହଞ୍ଚିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ବର୍ତ୍ତମାନ ୧୫ ଜଣ ସୁସ୍ଥ ହୋଇସାରିଛନ୍ତି।!-->…
Read More...
Read More...
ଜେଲ ଗଲେ ଉପଜିଲ୍ଲାପାଳ
ଧର୍ମଗଡ଼: ବନ୍ଧା ହେଲେ ଲାଞ୍ଚୁଆ ଆଇଏଏସ ଅଫିସର ବାବୁ। କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଧର୍ମଗଡ଼ ଉପ ଜିଲ୍ଲାପାଳ ଧିମାନ୍ ଚକମାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ସେ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡିଥିଲେ । ଆଜି ତାଙ୍କୁ ଗିରଫ!-->…
Read More...
Read More...
ଭାରତ ପାଇଁ ସ୍ୱର୍ଣ୍ଣ ଆଣିଲେ ଜିନ୍ଦଲ ସ୍ପୋର୍ଟ ହଷ୍ଟେଲ କ୍ରୀଡ଼ାବିତ
ଭୁବନେଶ୍ବର: ମସ୍କୋ ଉସୁ ଷ୍ଟାର ଅନ୍ତର୍ଜାତୀୟ ଚାମ୍ପିଅନସିପରେ ଦେଶ ପାଇଁ ଗୌରବ ଆଣିଛନ୍ତି ବଡବିଲସ୍ଥିତ ଜିନ୍ଦଲ ସ୍ପୋର୍ଟ୍ସ ହଷ୍ଟେଲର ଦୁଇ କ୍ରୀଡ଼ାବିତ ପ୍ରେମ ମୁଣ୍ଡା ଓ ରାଜକୁମାର ମୁଣ୍ଡା। ସିନିଅର ପୁରୁଷ ୪୮ କେଜି ଓ ୫୨ କେଜି ବର୍ଗରେ ପ୍ରେମ ଓ ରାଜକୁମାର ଅତି ଚମତ୍କାର କୌଶଳ ପ୍ରଦର୍ଶନ!-->…
Read More...
Read More...
୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ଉପ-ଜିଲାପାଳ
କଳାହାଣ୍ଡି: ୧୦ ଲକ୍ଷ ଟଙ୍କା ଲାଂଚ ନେଇ ଧରାପଡିଛନ୍ତି କଳାହାଣ୍ଡି ଜିଲାର ଧର୍ମଗଡ ଉପ-ଜିଲାପାଳ ଧିମନ ଚକମା। ଲାଂଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ଧିମନଙ୍କ ବାସଭବନରୁ ପୁଳାପୁଳା ଟଙ୍କା ଜବତ ହୋଇଛି। କଳାହାଣ୍ଡି ଜି୍ଲଲା ଧର୍ମଗଡରେ ଉପଜିଲ୍ଲାପାଳ ଭାବେ ସେ କାର୍ଯ୍ୟ!-->…
Read More...
Read More...
ସୁକମାରେ ଆଇଇଡି ବିସ୍ଫୋରଣ: ଏଏସପି ଶହୀଦ
ଛତିଶଗଡ଼: ଛତିଶଗଡ଼ ସୁକମା ଜିଲା କୋଣ୍ଟା-ଏରାବୋରା ରାସ୍ତାରେ ସୋମବାର ଏକ ବଡ଼ଧରଣର ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଜଣେ ଅତିରିକ୍ତ ସୁପରିଣ୍ଟେଣ୍ଡେଣ୍ଟ ଏଏସପି ପୋଲିସ ଅଧିକାରୀ ପ୍ରାଣ ହରାଇଥିବା ବେଳେ ଅନେକ କର୍ମଚାରୀ ଏବଂ ଅଧିକାରୀ ଆହତ ହୋଇଛନ୍ତି। ଏହି ସମ୍ପର୍କରେ!-->…
Read More...
Read More...
କଳାହାଣ୍ଡି ଡେପୁଟି କଲେକ୍ଟର ନିଲମ୍ବିତ
କଳାହାଣ୍ଡି: କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ତାଙ୍କ ବିରୁଦ୍ଧରେ ଦୁର୍ନୀତି କରିଥିବା ଅଭିଯୋଗ ହେଇଥିଲା। ଏହାର ତଦନ୍ତ କରି ଆଜି ରାଜସ୍ବ ବିଭାଗ ତାଙ୍କୁ ନିଲମ୍ବନ କରିଛି। ଶ୍ରୀ ପିଲ୍ଲା ଏଠାରେ ସାଧାରଣ ପ୍ରଶାସନ!-->…
Read More...
Read More...
୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ
ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ!-->…
Read More...
Read More...