ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

Today’s Highlight

ଆଇଆଇସି ବିୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଆଇଆଇସି ବିୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଗତକାଲି ରାତିରେ ସେ ଥାନା
Read More...

କେନାଲ ପାଣିରେ ଭାସିଗଲେ ଯୁବକ

ଭୁବନେଶ୍ବର: ଭୁବନେଶ୍ୱରର ବାଣୀବିହାର ନିକଟ କେନାଲରେ ଭାସି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଘଟଣା ପରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ନିଖୋଜ ଯୁବକଙ୍କ ସନ୍ଧାନ ପାଇଁ ଜୋରଦାର ତଲାସି ଅଭିଯାନ ଚାଲିଛି। ଶନିବାର ମଧ୍ୟାହ୍ନରେ ବାଣୀବିହାର ନିକଟସ୍ଥ କେନାଲରୁ
Read More...

ଜୁଲାଇ ୨୦ରୁ ସଂସଦର ମୌସୁମୀ ଅଧିବେଶନ,

ନୂଆଦିଲ୍ଲୀ: ଚଳିତବର୍ଷ ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ। ଭାରତ ସରକାରଙ୍କ ସୁପାରିଶକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିବା ପରେ ସଂସଦର ଉଭୟ ଗୃହକୁ ଡକାଯାଇଛି ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ସୂଚନା
Read More...

ସୋଆ ପକ୍ଷରୁ ବିଶାଳ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍‌ ସାଇନ୍‌ସେସ୍ (ଆଇଏଏସ୍‌)ର ଏନ୍‌ଏସ୍‌ଏସ୍ ଶାଖା ଓ ରୋଟାରୀ କ୍ଲବ, ଭୁବନେଶ୍ୱର ପକ୍ଷରୁ ଶନିବାର ଏକ ବିଶାଳ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଭୁବନେଶ୍ୱର ଉପକଣ୍ଠ ଛତାବର ସ୍ଥିତ ସୋଆର
Read More...

ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ

ନୂଆଦିଲ୍ଲୀ: ରୋଗୀମାନଙ୍କୁ ଶସ୍ତାରେ ଔଷଧ ଉପଲବ୍ଧ କରାଇବା ଲକ୍ଷ୍ୟରେ କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର, ୨୦୧୩ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି। ନୂଆ ନିୟମ ଅନୁଯାୟୀ, ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସର୍ବାଧିକ ଖୁଚୁରା ମୂଲ୍ୟ ଠାରୁ ଟଙ୍କାଟିଏ ବି ଅଧିକ ଆଦାୟ
Read More...

ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ଦେଇଥିଲେ ବିବାଦୀୟ ମନ୍ତବ୍ୟ ତାମିଲନାଡୁ: ତାମିଲନାଡୁରେ ରାଜନୈତିକ ବିବାଦ ତୀବ୍ର ହୋଇଛି। ଟିଭିକେ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେବା ଅଭିଯୋଗରେ ଡିଏମକେ ବିଧାୟକ ଅନିତା ଆର୍. ରାଧାକୃଷ୍ଣନଙ୍କୁ ଶୁକ୍ରବାର
Read More...

୩୦ ଦିନ ଜେଲରେ ରହିଲେ ହରାଇପାରନ୍ତି ପଦବୀ

ନୂଆଦିଲ୍ଲୀ: ସଙ୍ଗୀନ ଅପରାଧରେ ଗିରଫ ହୋଇ କ୍ରମାଗତ ୩୦ ଦିନ ହାଜତ କିମ୍ବା ଜେଲରେ ରହୁଥିବା ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ରାଜ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ସ୍ୱତଃ ପଦଚ୍ୟୁତ କରିବା ପ୍ରସ୍ତାବ ଥିବା ବହୁଚର୍ଚ୍ଚିତ ୧୩୦ତମ ସମ୍ବିଧାନ ସଂଶୋଧନ ବିଲ୍‌କୁ ନେଇ ଚର୍ଚ୍ଚା ଜୋର
Read More...

ଜୁଲାଇରୁ ବଦଳିଲା ୧୦ ବଡ଼ ଆର୍ଥିକ ନିୟମ

ଆଇଟିଆର୍, ପିଏଫ୍, କ୍ରେଡିଟ୍ କାର୍ଡ ଓ ପାସପୋର୍ଟ ଫି’ରେ ପ୍ରଭାବ ନୂଆଦିଲ୍ଲୀ: ଜୁଲାଇ ମାସ ଆରମ୍ଭ ସହିତ ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହୋଇଛି। ଆଇଟିଆର୍ ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ ମାଧ୍ୟମରେ ପିଏଫ୍ ଟଙ୍କା ଉଠାଣ, କ୍ରେଡିଟ୍ କାର୍ଡ ସୁବିଧାରେ
Read More...

ରଥଯାତ୍ରା ପାଇଁ ଗୋନ୍ଦିଆ-ପୁରୀ ମଧ୍ୟରେ ଚାଲିବ ସ୍ପେଶାଲ ଟ୍ରେନ୍

ନୂଆଦିଲ୍ଲୀ: ରଥଯାତ୍ରା ଅବସରରେ ଭକ୍ତମାନଙ୍କ ଯାତାୟାତକୁ ସୁଗମ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ ମହାରାଷ୍ଟ୍ରର ଗୋନ୍ଦିଆ ଜଙ୍କସନ ଏବଂ ପୁରୀ ମଧ୍ୟରେ ଏକଯୋଡ଼ା ରଥଯାତ୍ରା ସ୍ପେଶାଲ ଟ୍ରେନ୍ ଚଳାଚଳ କରାଯିବ। ଏନେଇ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ଗୋନ୍ଦିଆ ଜଙ୍କସନ-ପୁରୀ
Read More...

ଖୁବଶୀଘ୍ର ଛାତ୍ରଛାତ୍ରୀଙ୍କୁ ଦିଆଯିବ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ

ଭୁବନେଶ୍ୱର: ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ଯୋଗାଇ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଏନ୍. ଥିରୁମାଲା ନାୟକ ସ୍ପଷ୍ଟ କରିଛନ୍ତି। ପାଠ୍ୟପୁସ୍ତକରେ ଚିହ୍ନଟ
Read More...