ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
Browsing Category

Today’s Highlight

ମୃତକଙ୍କ ସମ୍ପର୍କୀୟଙ୍କୁ ମିଳିବ ୧୦ ଲକ୍ଷ : ଓମାର

ଜାମ୍ମୁ-କାଶ୍ମୀର: ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶନିବାର ଏକ ବଡ ଘୋଷଣା କରିଛନ୍ତି। ପାକିସ୍ତାନ ଗୁଳିମାଡ଼ରେ ପ୍ରାଣ ହରାଇଥିବା ପ୍ରତ୍ୟେକ ସାଧାରଣ ନାଗରିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇବା ଏବଂ
Read More...

ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ବର୍ଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ବର: ସିଭିଲ ଡିଫେନ୍ସରେ ସାମିଲ ହେବାକୁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ। ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ
Read More...

ନଦୀରୁ ମିଳିଲା ପଦ୍ମଶ୍ରୀ ବିଜେତା ବୈଜ୍ଞାନିକ ଆୟପ୍ପାନଙ୍କ ମୃତଦେହ

ମହୀଶୂର: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ଭାରତୀୟ କୃଷି ଗବେଷଣା ପରିଷଦ (ICAR)ର ମୁଖ୍ୟ ଥିବା ବୈଜ୍ଞାନିକ ସୁବନ୍ନା ଆୟପ୍ପାନ(୭୦)ଙ୍କ ରହସ୍ୟମୟ ପରିସ୍ଥିତିରେ ମୃତ୍ୟୁ। ଶନିବାର ମହୀଶୂରରୁ ପ୍ରାୟ ୨୦ କିଲୋମିଟର ଦୂର ମାଣ୍ଡ୍ୟାର ଶ୍ରୀରଙ୍ଗପାଟନା ନିକଟ କାବେରୀ ନଦୀରୁ ତାଙ୍କ ମୃତଦେହ
Read More...

ସିଆଲକୋଟରେ ଆତଙ୍କୀ ଲଞ୍ଚପ୍ୟାଡ୍ ଧ୍ୱଂସ କଲା ବିଏସଏଫ୍

ନୂଆଦିଲ୍ଲୀ: ପାକ୍‌ ଅଧିକୃତ କାଶ୍ମୀର(ପିଓକେ)ର ସିଆଲକୋଟରେ ଥିବା ଆତଙ୍କବାଦୀଙ୍କ ଲଞ୍ଚପ୍ୟାଡ୍‌କୁ ଧ୍ୱଂସ କରିଛି ଭାରତୀୟ ସେନା। ଏହାର ଏକ ଭିଡିଓ ଜାରି କରି ସ୍ପଷ୍ଟ କରିଛି ସୀମା ସୁରକ୍ଷା ବଳ(ବିଏସଏଫ)। ସିଆଲକୋଟର ଲୁନିଠାରେ ଏହି ଲଞ୍ଚପ୍ୟାଡ୍‌ ରହିଥିଲା। ଏହିଠାରୁ ପାକିସ୍ତାନୀ ସେନା
Read More...

ମିସା ଆଇନ୍‌ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ

ଭୁବନେଶ୍ବର:ଓଡ଼ିଶାର ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା ଆଇନ୍‌ରେ ବନ୍ଦୀ ହୋଇଥିବା
Read More...

ରାଜ୍ୟର ସବୁ ଆଇପିଏସ୍‍ , ଜିଲାପାଳ ଓ ଆର୍‌ଡିସିଙ୍କ ଛୁଟି ବାତିଲ

ଭୁବନେଶ୍ବର: ଓଡ଼ିଶାର ସମସ୍ତ ଆଇପିଏସ୍‍ ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ପୁଲିସ ମୁଖ୍ୟାଳୟ ନଛାଡିବାକୁ ନିର୍ଦ୍ଦେଶ ଜାରି ହେବା ସହ ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ-ପାକିସ୍ତାନ
Read More...

ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଫେରେଇ ଆଣିବା ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର

ଜାମ୍ମୁକାଶ୍ମୀର: ଜାମ୍ମୁକାଶ୍ମୀରରେ ଦେଖାଯାଇଥିବା ଜରୁରୀକାଳୀନ ପରିସ୍ଥିତି ପରିପ୍ରେକ୍ଷୀରେ ଜାମ୍ମୁ ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ କ୍ୟାମ୍ପସ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯିବାପରେ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ
Read More...

ପଠାନକୋଟରେ ପୁଣି ଆକ୍ରମଣ, ପାକ୍‌‌ର ୨ଟି ଡ୍ରୋନକୁ ଖସାଇଲା ଭାରତ

ନୂଆଦିଲ୍ଲୀ: ପଠାନକୋଟରେ ପାକିସ୍ତାନୀ ସେନା ପୁଣିି ଆକ୍ରମଣ କରିଥିବା ସୂଚନା ମିଳିଛି। ପାକିସ୍ତାନ ପକ୍ଷରୁ ପଠାନକୋଟରେ ଡ୍ରୋନ ଆକ୍ରମଣ କରାଯାଇଥିବା ଜଣାପଡ଼ିଛି। ଭାରତର ୧୧ଟି ସ୍ଥାନରେ ଡ୍ରୋନ ଆକ୍ରମଣ କରିଛି ପାକିସ୍ତାନ। ଶୁକ୍ରବାର ରାତି ୯ଟାରେ ପାକିସ୍ତାନ କରିଛି ଆଟାକ୍‌। ରାଜସ୍ତାନ,
Read More...

ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା

ଭୁବନେଶ୍ବର: ଯାତ୍ରୀଙ୍କ ଯାତାୟତର ସୁବିଧା ପାଇଁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା। ମୁଖ୍ୟମନ୍ତ୍ରୀ ବସ ସେବାରେ ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ୫୦ ପ୍ରତିଶତ ରିହାତି ମିଳିବ। ଏହାସହ ଛାତ୍ର ଭିନ୍ନକ୍ଷମ, ବରିଷ୍ଠ ନାଗରିକଙ୍କୁ ମଧ୍ୟ ମିଳିବ ୫୦ ପ୍ରତିଶତ ରିହାତି ମିଳିବାର ସୁବଧା
Read More...

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଛୁଟି ବାତିଲ

ନୂଆ-ଦିଲ୍ଲୀ: ଭାରତ-ପାକ୍‌ ଯୁଦ୍ଧ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଛୁଟି ବାତିଲ କରିଛି। ଏ ନେଇ ମନ୍ତ୍ରାଳୟ ପକ୍ଷରୁ ସର୍କୁଲାର୍‌ ଜାରି ହୋଇଛି। ମେଡିକାଲ ସହ ସମସ୍ତ ଛୁଟି ବାତିଲ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଏହି ଛୁଟି ବାତିଲ ରହିବ। ଛୁଟି ମଞ୍ଜୁର ହୋଇଥିଲେ ବାତିଲ ସହ
Read More...