ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
Browsing Category

Today’s Highlight

ହାଇ ଆଲର୍ଟରେ ଭୁବନେଶ୍ୱର ଏୟାରପୋର୍ଟ

ଭୁବନେଶ୍ବର: ଭାରତ-ପାକ୍‌ ଯୁଦ୍ଧ ସ୍ଥିତିକୁ ନଜରରେ ରଖି ଦେଶର ବିଭିନ୍ନ ବିମାନ ବନ୍ଦର ସୁରକ୍ଷା ବୃଦ୍ଧି କରାଯାଇଛି। ଏହା ସହିତ ଭାରତ ପାକିସ୍ତାନ ସୀମାନ୍ତ ଏୟାରପୋର୍ଟକୁ ହାଇଆଲର୍ଟ ଜାରି କରାଯାଇଛି। ସେହିପରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ବି ହାଇଆଲର୍ଟରେ ରହିଛି। ବିମାନ
Read More...

ଭାରତରେ ଇନ୍ଧନ ଏବଂ ରନ୍ଧନ ଗ୍ୟାସର ଅଭାବ ନାହି: ଇଣ୍ଡିଆନ ଅଏଲ

ନ୍ୟୁଜ୍ ବ୍ୟୁରୋ: ଭାରତ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ନାଗରିକଙ୍କ ବଢ଼ୁଥିବା ଡର, ଚିନ୍ତାକୁ ଦୃଷ୍ଟିରେ ରଖି, ଇଣ୍ଡିଆନ୍ ଅଏଲ୍ ଏକ ସାର୍ବଜନୀନ ବିବୃତ୍ତି ଜାରି କରି ସ୍ପଷ୍ଟ କରିଛି ଯେ ଦେଶରେ ଇନ୍ଧନ (ପେଟ୍ରୋଲ୍, ଡିଜେଲ) ଏବଂ ରନ୍ଧନ ଗ୍ୟାସ୍ (ଏଲପିଜି)ର କୌଣସି
Read More...

ବଢିଲା ପାରାଦୀପ ବନ୍ଦର ସୁରକ୍ଷା

ଜଗତସିଂହପୁର: ଭାରତ-ପାକ୍‌ ଉତ୍ତେଜନାକୁ ଦୃଷ୍ଟିରେ ରଖି ପାରାଦୀପ ବନ୍ଦର ସୁରକ୍ଷା ଶୁକ୍ରବାର ବୃଦ୍ଧି କରାଯାଇଛି । ପାରାଦୀପ ବନ୍ଦର ସୁରକ୍ଷା ସ୍ତର ୨କୁ ବୃଦ୍ଧି କରାଗଲା । ସୁରକ୍ଷା ସ୍ତର ବୃଦ୍ଧି ସହ ସମସ୍ତ ଜାହାଜ ଉପରେ ରଖାଯାଇଛି କଡା ନଜର । ସୁରକ୍ଷାକର୍ମୀଙ୍କ ସଂଖ୍ୟା ବୃଦ୍ଧି କରାଯିବା
Read More...

ଚାନ୍ଦିପୁରରେ ହାଇ ଆଲର୍ଟ

ବାଲେଶ୍ୱର : ଦେଶରେ ଯୁଦ୍ଧ ଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରତିରକ୍ଷା ପ୍ରତିଷ୍ଠାନଗୁଡ଼ିକର ସୁରକ୍ଷା ନେଇ ଏବେ କଡା ପଦକ୍ଷେପ ନିଆଯାଉଛି। ବାଲେଶ୍ୱର ଚାନ୍ଦିପୁରରେ ହାଇ ଆଲର୍ଟ ଜାରି କରିଛି ଓଡ଼ିଶା ପୋଲିସ। ବର୍ତ୍ତମାନ ସ୍ଥିତିକୁ ଦୃଷ୍ଟିରେ ରଖି ସୀମାବର୍ତ୍ତୀ ଇଲାକାକୁ ହାଇ ଆଲର୍ଟରେ
Read More...

ଅନିର୍ଦ୍ଦିଷ୍ଟ କାଳ ଯାଏ ଆଇପିଏଲ ସ୍ଥଗିତ

ନ୍ୟୁଜ୍ ବ୍ୟୁରୋ: ସ୍ଥଗିତ ହେଲା ଆଇପିଏଲ। ଭାରତ ପାକିସ୍ତାନ ଉତ୍ତେଜନା ସ୍ଥିତିରେ ଥିବାରୁ ଆଇପିଏଲକୁ ସ୍ଥଗିତ ରଖାଯାଇଛି। ଭାରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ସାମରିକ ଉତ୍ତେଜନା ଏବଂ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୫ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ
Read More...

ଜମ୍ମୁ ବିମାନବନ୍ଦରରେ ରକେଟ୍‌ ଆକ୍ରମଣ, ୮ କ୍ଷେପଣାସ୍ତ୍ର ନଷ୍ଟ କଲା ଭାରତ

ଜମ୍ମୁ: ପାକିସ୍ତାନ ପୁଣି ଥରେ ଆଉ ଏକ ଦୁଃସାହସିକ ପଦକ୍ଷେପ ନେଇଛି। କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ସାହାଯ୍ୟରେ ଭାରତର ୮ଟି ସ୍ଥାନକୁ ଆକ୍ରମଣ କରିବାକୁ ଚେଷ୍ଟା କରିଥିବାବେଳେ, ପାକିସ୍ତାନ କିନ୍ତୁ ପୁଣି ବିଫଳ ହୋଇଛି। ଜମ୍ମୁରେ ଥିବା ଏୟାର ଡିଫେନ୍ସ ସିଷ୍ଟମ ପାକିସ୍ତାନର କ୍ଷେପଣାସ୍ତ୍ର ଏବଂ
Read More...

ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଗଞ୍ଜାମ ଗସ୍ତରେ ଆସି ମା' ତାରାତାରିଣୀଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମା'ଙ୍କ ନିକଟରେ ଓଡ଼ିଶାରେ ବିକାଶ ନେଇ ପ୍ରାର୍ଥନା କରିଛନ୍ତି। ଏଥି ସହ ପୀଠର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ଯାହାବି ଆନୁସଙ୍ଗିକ ବ୍ୟବସ୍ଥା ଦରାକାର ତାହା ରାଜ୍ୟ
Read More...

ଭୁବନେଶ୍ୱରରେ ହେବ ସାଇନ୍ସ ସିଟି

ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ସାଇନ୍ସ ସିଟି। ସବୁ ଜିଲ୍ଲାରେ ହେବ ସାଇନ୍ସ ପାର୍କ। ଓଡ଼ିଶା ସରକାର ଅହମ୍ମଦାବାଦ ଭଳି ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬
Read More...

ଓଟିଟି ପ୍ଲାଟଫର୍ମରୁ ହଟିବ ପାକିସ୍ତାନୀ କଣ୍ଟେଣ୍ଟ

ନୂଆଦିଲ୍ଲୀ: ଜାତୀୟ ସୁରକ୍ଷା ଦୃଷ୍ଟିରୁ ଭାରତର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଯେଉଁଥିରେ ମନ୍ତ୍ରଣାଳୟ ସମସ୍ତ ଓଟିଟି ପ୍ଲାଟଫର୍ମ ତଥା ଭାରତରେ ଚାଲୁଥିବା ମିଡିଆ ଷ୍ଟ୍ରିମିଂ ପ୍ଲାଟଫର୍ମଗୁଡ଼ିକୁ ପାକିସ୍ତାନୀ କଣ୍ଟେଣ୍ଟ ତୁରନ୍ତ
Read More...

ଭାରତର ୫ ରାଫେଲ ଖସାଇବା ମିଛ କହି ଲଜ୍ଜିତ ହେଲେ ପାକ୍ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ; ଭାରତର ୫ଟି ରାଫେଲ ବିମାନ ଖସାଇ ଦେଇଥିବା ମିଛ ପ୍ରଚାର କରୁଥିବା ପାକିସ୍ତାନର ଏବେ ଜାତୀୟ ଗଣମାଧ୍ୟମରେ ପର୍ଦ୍ଦାଫାସ ହୋଇଯାଇଛି। ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ବୟାନ ମାଧ୍ୟମରେ ଶାହବାଜ ସରିଫ ସରକାରଙ୍କ ମିଛ ସାରା ବିଶ୍ୱ ସମ୍ମୁଖରେ ଆସିଯାଇଛି। ତେବେ
Read More...